Posted inଜାତୀୟ

ଅଗଷ୍ଟ ୧୦ରେ ହେବ ସିଡବ୍ଲ୍ୟୁସି ବୈଠକ

ନୂଆଦିଲ୍ଲୀ,୪।୮:କଂଗ୍ରେସ ଦଳ ବେଳକୁ ବେଳ ପତନ ଆଡକୁ ଗତି କରୁଥିବାରୁ ଏବେ ଚିନ୍ତା ବଢିଯାଇଛି। ଦଳରେ ଏବେ ମୁଖିଆଙ୍କ ଅଭାବକୁ ନେଇ ଆସନ୍ତା ୧୦ ତାରିଖରେ କଂଗ୍ରେସ ଓ୍ବାର୍କିଂ କମିଟି(ସିଡବ୍ଲ୍ୟୁସି)ର ଏକ ବୈଠକ ଡକାଯାଇଛି। ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ଏହା ପ୍ରଥମ ବୈଠକ। ଅଧିକାଂଶ ରାଜ୍ୟରେ କଂଗ୍ରେସ ନେତାମାନେ ଦଳ ଛାଡି ଭାଜପାରେ ଯୋଗ ଦେଉଥିବା ବେଳେ ଏବେ ଦଳରେ ସଙ୍କଟ ଦେଖାଦେଇଛି। ଅନ୍ୟପଟେ ଗତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଇସ୍ତଫା ଦେଇଥିଲେ। ଯାହା ଚାହୁଁ ନ ଥିଲେ କଂଗ୍ରେସର ବରିଷ୍ଠ ବିଧାୟକମାନେ। ଏପଟେ ରାହୁଲ ଇସ୍ତଫା ଦେବାକୁ ଅଡିବସି ଶେଷରେ ତାଙ୍କ ଜିଦରେ ଅଟଳ ରହିଥିଲେ। ଆଉ ସେ ଇସ୍ତଫା ଦେବା ପରଠାରୁ ଏପର୍ଯ୍ୟନ୍ତ ଦଳ ଅଧ୍ୟକ୍ଷ ପଦରେ ମଧ୍ୟ କେହି ନ ଥିବା ଦଳର ଦୁର୍ବଳତାକୁ ଦର୍ଶାଉଛି।


All Right Reserved By Dharitri.Com

ଏଠି ବଳଦ ନୁହେଁ ମଣିଷ କରୁଛନ୍ତି ହଳ

ଝାବୁଆ,୨୮।୭: ମଧ୍ୟପ୍ରଦେଶର ଝାବୁଆ ଜିଲା ଉମରକୋଟ ଗ୍ରାମରେ ରହୁଥିବା ଆଦିବାସୀ ଆଜିବି ବଳଦ ବଦଳରେ ମହିଳାଙ୍କୁ ହଳ କାମରେ ନିୟୋଜିତ କରୁଥିବା ଦେଖିବାକୁ ମିଳିଛି। ଏଠାରେ...

ସିଜେଆଇ ଅଫିସକୁ ଆର୍‌ଟିଆଇ ଅଧୀନକୁ ଅଣାଯିବା ପ୍ରସଙ୍ଗ: ସୁପ୍ରିମକୋର୍ଟ ରାୟ ଆଜି

ନୂଆଦିଲ୍ଲୀ, ୧୩ା୧୧ (ଆଇଏଏନ୍‌ଏସ୍‌): ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ କାର୍ଯ୍ୟାଳୟକୁ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ପରିସରକୁ ଅଣାଯିବ କି ନାହିଁ ସେନେଇ ଦିଲ୍ଲୀ ହାଇକୋର୍ଟଙ୍କ...

ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ

ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ।...

ସୁଇସାଇଡ୍‌ ନୋଟ୍‌ରେ ଚିଦାମ୍ବରମଙ୍କ ନାଁ ଲେଖି ଆତ୍ମହତ୍ୟା କଲେ ପୂର୍ବତନ ବାୟୁସେନା କର୍ମଚାରୀ

ପ୍ରୟାଗରାଜ,୯।୯: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଜଣେ ୫୫ ବର୍ଷୀୟ ପୂର୍ବତନ ବାୟୁସେନା କର୍ମଚାରୀ ଆର୍ଥିକ ଅନଟନ ମଧ୍ୟ ଦେଇ ଗତି କରୁଥିବା ବେଳେ ରବିବାର ଆତ୍ମହତ୍ୟା...

ଡି.କେ. ଶିବକୁମାରଙ୍କୁ ଜାମିନ୍‌

ନୂଆଦିଲ୍ଲୀ,୨୩।୧୦: ବ୍ୟାପକ ଟଙ୍କା ହେରଫେର୍‌ ମାମଲାରେ କର୍ନାଟକ କଂଗ୍ରେସ ନେତା ଡି.କେ. ଶିବକୁମାରଙ୍କୁ ବୁଧବାର ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ଜାମିନ ମିଳିଛି। ତାଙ୍କୁ ସର୍ତ୍ତମୂଳକ ଜାମିନ...

ଜେଟଲୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ ରାଖୀ ସାଓ୍ବନ୍ତ: ୧୦ ଦିନ ପୂର୍ବରୁ ହୋଇଥିଲା ମୃତ୍ୟୁ

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ନେଇ ଅଭିନେତ୍ରୀ ରାଖୀ ସାଓ୍ବନ୍ତ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଜେଟଲୀ ୧୦ ଦିନ ପୂର୍ବରୁ ଦେହତ୍ୟାଗ କରିଥିବା...

ପୁରୀକୁ ସାଂସ୍କୃତିକ ରାଜଧାନୀ କର: ଅନୁଭବ

ନୂଆଦିଲ୍ଲୀ,୧୦ା୭: ପୁରୀକୁ ଦେଶର ସାଂସ୍କୃତିକ ରାଜଧାନୀ କରିବା ପାଇଁ ଭାଜପା ଏହାର ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା। ଏହାକୁ ବାସ୍ତବରେ ପରିଣତ କରିବା ପାଇଁ ବିଜେଡି...

ରାଜ୍ୟ ସଭାରେ କାନ୍ଦିଲେ ଏମ୍‌ପି: କହିଲେ, ମୋ ମୃତ୍ୟୁରେ ଶୋକ କରିବେ ନାହିଁ

ନୂଆଦିଲ୍ଲୀ, ୨୪।୭: ରାଜ୍ୟ ସଭାରେ ବୁଧବାର କିଛି ଏମ୍‌ପିଙ୍କ କାର୍ଯ୍ୟକାଳର ଶେଷ ଦିନ ଥିଲା। ଏହି ଅବସରରେ ଜଣେ ଏମ୍‌ପି ବିଦାୟୀ ଭାଷଣ ଦେଉଥିବାବେଳେ ଭାବୁକ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *