ମେଟଲ୍‌ ମିଟ୍‌ ଗ୍ରାଣ୍ଡ ଫିନାଲେ : ରାଉଣ୍ଡ ‘ଟିକ୍‌ଟାକ୍‌ଟୋ’ରେ ବାଜିମାରିଲା ୟୁନିଟ୍‌-୮ ଡିଏଭି

ଭୁବନେଶ୍ୱର,୪।୮(ବ୍ୟୁରୋ): ମେଟଲ୍‌ ମିଟ୍‌ ଜୁନିୟର ଗ୍ରୁପ୍‌ ଗ୍ରାଣ୍ଡ ଫିନାଲେ ଦ୍ୱିତୀୟ ରାଉଣ୍ଡ ତଥା ରାଉଣ୍ଡ୍‌ ‘ଟିକ୍‌ଟାକ୍‌ଟୋ’ରେ ବାଜି ମାରିଛି ୟୁନିଟ୍‌-୮ ଡିଏଭି ପବ୍ଲିକ୍‌ ସ୍କୁଲ୍‌। ସର୍ବାଧିକ ୭୩ ସ୍କୋର୍‌ କରି ଆଗରେ ରହିଛି ୟୁନିଟ୍‌-୮ ଡିଏଭି। ତେବେ ମଦର୍ସ ପବ୍ଲିକ୍‌ସ୍କୁଲ୍‌ସେହି ୭୦ରେ ସୀମିତ ରହିଯାଇଛି। ବିଜେଇଏମ୍‌ସ୍କୁଲ୍‌ ଏହି ରାଉଣ୍ଡରେ ଭଲ ଖେଳି ଶୂନରୁ ୩୦ରେ ପହଞ୍ଚିଛି। ଅନ୍ୟପକ୍ଷରେ ସାଇଇଣ୍ଟରନ୍ୟାସନାଲ ଏଥର ବି ଖାତା ଖୋଲିପାରିନି। ଏହି ରାଉଣ୍ଡରେ ୯ଟି ଭିନ୍ନଭିନ୍ନ ବିଷୟରୁ ୮ଟି ପ୍ରଶ୍ନ ରହିଥିଲା।


All Right Reserved By Dharitri.Com

ବାଲିଯାତ୍ରାରେ ସାହିତ୍ୟ, ସଂସ୍କୃତି, ବିଜ୍ଞାନକୁ ନେଇ ଚର୍ଚ୍ଚା

କଟକ ଅଫିସ, ୧୯ା୧୧: ଐତିହାସିକ ବାଲିଯାତ୍ରାର ସୋମବାର ଥିଲା ସପ୍ତମ ଦିବସ। ବାଲିଯାତ୍ରା ସରି ଆସୁଥିବାବେଳେ ଲୋକଙ୍କ ଭିଡ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ସନ୍ଧ୍ୟାରେ...

ବିଦ୍ୟୁତ୍‌ ବିଲ୍‌ ଦେଇଥିବା ଭିକ୍ଷୁକଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ୍‌,୨୧।୧: ବକେୟା ବିଦ୍ୟୁତ୍‌ ବିଲ୍‌ ପଇଠ କରି ନ ଥିବା ଉପଭୋକ୍ତା ଉପରେ ସେସୁ ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ବିଦ୍ୟୁତ ବିଲ୍‌ ପଇଠ...

ଆଜିଠୁ ଷୋଡ଼ଶ ଉପଚାର ପୂଜା: ଚମକୁଛି ଚଣ୍ଡୀ ମନ୍ଦିର, ଦଶହରାରେ ଫଳରେ ସଜାଯିବ

କଟକ ଅଫିସ,୨୨।୯: କେବଳ କଟକରେ ସୀମିତ ନାହିଁ। ଏବେ କଟକଚଣ୍ଡୀ ମନ୍ଦିରକୁ ନେଇ ଚର୍ଚ୍ଚା ବିଦେଶ ପର୍ଯ୍ୟନ୍ତ ପହଞ୍ଚିଲାଣି। ବିଭିନ୍ନ ଟୁଇଟ୍‌ରେ ମନ୍ଦିରର ସାଜସଜ୍ଜାକୁ ସ୍ଥାନ...

୧୦ହଜାର ଟଙ୍କା ଲାଞ୍ଚ ନେଇ ସେସୁ କିରାଣି ଗିରଫ: ସହଯୋଗ କରିଥିବା ପାନଦୋକାନୀ ମଧ୍ୟ ବନ୍ଧାହେଲେ

ପୁରୀ ଅଫିସ/କଣାସ, ୫ା୧୧(ଡି.ଏନ୍‌.ଏ):  ପୁରୀ ଜିଲା କଣାସ ବ୍ଲକ ବିଦ୍ୟୁତ୍‌ ବିଭାଗ ସେସୁ ଅଧୀନରେ କାର୍ଯ୍ୟରତ କିରାଣି ସୁରେନ୍ଦ୍ର ନାୟକ ସୋମବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି।...

ସୌରଚାଳିତ ଚକରେ ଗଢ଼ାହେଲା ମାଟିପାତ୍ର

ପୁରୀ ଅଫିସ, ୨୫।୭: ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିଲା। ଏଥିରେ କୁମ୍ଭକାରମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲେ। କୁମ୍ଭାରପଡ଼ା, ଟିକରପଡ଼ା, ଜେନାପୁର ସମେତ...

ଜାତୀୟ କ୍ରୀଡ଼ା ଦିବସ: ଝିଲ୍ଲୀ ଓ ଦୀପାଳି ଜିଲାର ଗୌରବ

ନୟାଗଡ଼ ଅଫିସ,୨୯।୮(ରଞ୍ଜନ କୁମାର ପ୍ରଧାନ): ଗୁରୁବାର ଜାତୀୟ କ୍ରୀଡ଼ା ଦିବସ। କ୍ରୀଡ଼ା କ୍ଷେତ୍ରକୁ ନୟାଗଡ଼ ଜିଲାର ଅବଦାନ କିଛି କମ୍‌ ନୁହେଁ। ଜିଲାର କ୍ରୀଡ଼ାବିତ୍‌ମାନେ ନିଜର...

ବିଚାରପତି ଚୟନ ପ୍ରକ୍ରିୟା ପ୍ରସଙ୍ଗ: ହାଇକୋର୍ଟ ଖୋଲିବା ଦିନରେ ଆନ୍ଦୋଳନ

କଟକ ଅଫିସ,୧୮।୬: ଦୀର୍ଘ ୧ ମାସର ଗ୍ରୀଷ୍ମ ଅବକାଶ ପରେ ସୋମବାର ହାଇକୋର୍ଟ ଖୋଲିଥିଲା। ହେଲେ ପ୍ରଥମ ଦିନରୁ ହିଁ ଓକିଲମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ହାଇକୋର୍ଟ...

ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଲାଗି ପ୍ରଚଣ୍ଡ ଶୀତର ଅନୁଭୂତ ଆରମ୍ଭ ହୋଇଛି। ଆସନ୍ତା ଦୁଇ ତିନି ଦିନ ଯାଏ ଶୀତ ଲହରି...

Leave a comment

Your email address will not be published. Required fields are marked *