ଡେଙ୍ଗୁ ଭଲ କରେ ଅମୃତଭଣ୍ଡା ପତ୍ର ଜୁସ୍‌

ବର୍ଷାଋତୁରେ ଡେଙ୍ଗୁ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ତଥା ଭୟ ରହିଥାଏ। ଏପରିକି ବେଳେବେଳେ ଡେଙ୍ଗୁ ଜୀବନ ମଧ୍ୟ ନେଇଯାଇଥାଏ। ତେବେ ଏହି ମାରାତ୍ମକ ରୋଗରୁ ମୁକ୍ତି ପାଇବା ପାଇଁ ଘରୋଇ ଉପଚାର କଲେ ଫାଇଦା ମିଳିଥାଏ। ଜାଣନ୍ତୁ ଏହାର ଲକ୍ଷଣ ଏବଂ ଉପଚାର ସମ୍ପର୍କରେ…
ଲକ୍ଷଣ : ଡେଙ୍ଗୁ ଜ୍ୱର ହେଲେ ଦେହହାତ ଦରଜ ହେବା, ବାନ୍ତି ଲାଗିବା, ଆଖିରେ ଯନ୍ତ୍ରଣା ହେବା, ଦେହରେ ଲାଲ୍‌ ଚିହ୍ନ ଦେଖାଦେବା, ପେଟ ଦରଜ ହେବା, ନାକରୁ ରକ୍ତ ପଡ଼ିବା, ନିଃଶ୍ୱାସ ନେବାରେ କଷ୍ଟ ହେବା ପରି ଲକ୍ଷଣ ଦେଖା ଦେଇଥାଏ।
ଉପଚାର : ଅମୃତଭଣ୍ଡା ପତ୍ରରେ ଭିଟାମିନ ସି ଏବଂ ଆଣ୍ଟିଅକ୍ସିଡାଣ୍ଟ ଭରପୂର ମାତ୍ରାରେ ରହିଛି। ଅଧିକାଂଶ ଡେଙ୍ଗୁ ରୋଗୀଙ୍କୁ ପ୍ଲେଟ୍‌ଲେସ୍‌ ହୋଇଥାଏ। ତେଣୁ ଅମୃତଭଣ୍ଡା ପତ୍ରର ରସ ପିଇଲେ ଡେଙ୍ଗୁ ରୋଗ ଆରୋଗ୍ୟ ହୋଇଥାଏ। ଅମୃତଭଣ୍ଡା ପତ୍ରକୁ କାଟି ଏହାକୁ ଜୁସ୍‌ କରି ଦିନକୁ ୨ ଚାମୁଚେ ଲେଖାଏ ୩/୪ ଥର ସେବନ କଲେ ଡେଙ୍ଗୁ ରୋଗରୁ ମୁକ୍ତି ମିଳିଥାଏ।


All Right Reserved By Dharitri.Com

ବେଡ୍‌ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ

ଅନେକଙ୍କ ଅଭ୍ୟାସ ବିନା ବେଡ୍‌ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ...

ଆଖି ସମସ୍ୟା ଥିଲେ ଆପଣନ୍ତୁ ଏହିସବୁ ଉପାୟ

ଆଖି ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଅଟେ। ଏହାଦ୍ୱାରା ଆମେ ସୁନ୍ଦର ପୃଥିବୀକୁ ଦେଖିବା ସଙ୍ଗେ ସଙ୍ଗେ ନିଜର ଜୀବନକୁ ଅତିବାହିତ କରିଥାଉ। ଏଥିପାଇଁ ଆଖିର...

ଗୃହିଣୀମାନଙ୍କର ସ୍ବାସ୍ଥ୍ୟ

ଗୃହିଣୀଟିର ଅକ୍ଳାନ୍ତ ପରିଶ୍ରମ, ଅବର୍ଣ୍ଣନୀୟ ଦୂରଦର୍ଶିତା, ଅକଳ୍ପନୀୟ ସ୍ବାର୍ଥ ତ୍ୟାଗ ତଥା ଅତୁଳନୀୟ ପାରଦର୍ଶିତା ହିଁ ଗୋଟିଏ ପରିବାରକୁ ସରସ ସୁନ୍ଦର କରିତୋଳେ, ତେଣୁ ଗୃହିଣୀଟିକୁ...

ତଣ୍ଟିରେ ମାଛକଣ୍ଟା ଲାଗିଥିଲେ ସହଜରେ ବାହାରିବାର ଉପାୟ ଜାଣନ୍ତୁ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଜୀବନ ଚାଲିଯିବାର ମଧ୍ୟ ଭୟ ରହିଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ...

କ୍ଷୀର, ଲୁଣର ମିଶ୍ରଣ ବ୍ୟବହାର କଲେ ହେବ ହାତ, ପାଦ ଗୋରା

ବର୍ତ୍ତମାନ ସମୟରେ ସୁନ୍ଦର ହେବା ପାଇଁ ସମସ୍ତଙ୍କ ଇଚ୍ଛା। ବିଶେଷ କରି ମହିଳାମାନେ ନିଜର ତ୍ୱଚାକୁ ନେଇ ବେଶ୍‌ ଯତ୍ନଶୀଳ। ସ୍କ୍ରବ୍‌ ଓ କ୍ଲିନ୍‌ଅପ୍‌ କରାଇବା...

ଜୁଆଣିପାଣିରେ ଭରି ରହିଛି ଏସବୁ ଔଷଧୀୟ ଗୁଣ

ଜୁଆଣି ପାଣିରେ ଅନେକ ଔଷଧିୟ ଗୁଣ ଭରିରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ସକାଳେ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହ...

ବୟସ୍କଙ୍କ ଲାଗି ଚିନ୍ତାର କାରଣ ପାଲଟେ ଏସବୁ ସମସ୍ୟା

ମନୁଷ୍ୟ ୫୦ ବର୍ଷ ଡେଇଁବା ମାତ୍ରେ କିଛି ବିଶେଷ ସମସ୍ୟା ସେମାନଙ୍କୁ ଆକ୍ରାନ୍ତ କରିଥାଏ। ଯାହା ବୟସ୍କ ଲୋକଙ୍କ ଲାଗି ଚିନ୍ତାର କାରଣ ହୋଇପଡ଼େ। କାରଣ...

ରାନୀ ପାଲକ

ପର୍ଯ୍ୟଟନ ସହର ପୁରୀର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟରେ ଭିନ୍ନ ଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତ ହେଉଛି। କିନ୍ତୁ ଯେଉଁଠି ସୁସ୍ବାଦୁ ଖାଦ୍ୟ ସେଇଠି ଗ୍ରାହକଙ୍କ ଭିଡ଼।...

Leave a comment

Your email address will not be published. Required fields are marked *