Posted inଜାତୀୟ

ଟ୍ରକ୍‌-ଅଟୋ ଧକ୍କାରେ ୧୨ ମୃତ

ହାଇଦ୍ରାବାଦ,୫ା୮(ଆଇଏଏନ୍‌ଏସ୍‌): ତେଲେଙ୍ଗାନାର ମହାବୁବ୍‌ନଗର ଜିଲାରେ ରବିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ଜଣ ଶ୍ରମିକ ପ୍ରାଣ ହରାଇଥିବାବେଳେ ଅନ୍ୟ ୬ ଜଣ ଆହତ ହୋଇଛନ୍ତି। ଶ୍ରମିକମାନେ କାମ ସାରି ଅଟୋରିକ୍ସାରେ ଫେରୁଥିବାବେଳେ କୋଠାପାଲେ ଗ୍ରାମ ନିକଟରେ ବିପରୀତ ପାର୍ଶ୍ୱରୁ ଆସୁଥିବା ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଅଟୋରିକ୍ସା ସମ୍ପୂର୍ଣ୍ଣ ଚୂର୍‌ମାର ହୋଇଯିବା ସହ ଘଟଣାସ୍ଥଳରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିଲା। ସେମାନଙ୍କ ଶରୀରର ଖଣ୍ଡବିଖଣ୍ଡିତ ଅଂଶ କିଛି ଦୂର ପର୍ଯ୍ୟନ୍ତ ଛିଟିକି ପଡିଥିଲା। ଆହତମାନଙ୍କୁ ମହାବୁବ୍‌ନଗର ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


All Right Reserved By Dharitri.Com

ବିଜୟଘାଟରେ ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୂର ଶାସ୍ତ୍ରୀଙ୍କ ୧୧୫ ତମ ଜୟନ୍ତୀ ଅବସରରେ ବିଜୟଘାଟରେ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ,...

ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୧୪।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଓଡ଼ିଶା ଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଓଡ଼ିଶାରେ ଷ୍ଟିଲ ସେକ୍ଟର, ପେଟ୍ରୋକେମିକାଲ୍ସକୁ...

ତିନି ତଲାକ୍‌ ନେଇ ପୋଲିସରେ ଅଭିଯୋଗ କରିବାରୁ ମହିଳାଙ୍କୁ ଜୀବନ୍ତ ଜାଳିଦେଲେ ସ୍ବାମୀ

ଲକ୍ଷ୍ନୌ,୧୬।୮: ଉତ୍ତର ପ୍ରଦେଶ ଶ୍ରାବସ୍ତି ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ତିନି ତଲାକ୍‌ ନେଇ ପୋଲିସରେ ଅଭିଯୋଗ କରିବାରୁ ମହିଳାଙ୍କ ଜୀବନ୍ତ ଜାଳିଦେଇଛନ୍ତି ସ୍ବାମୀ।...

କରତାରପୁର କରିଡର: ଓ୍ବାଘା ପହଞ୍ଚିଲେ ଭାରତୀୟ ପ୍ରତିନିଧିମଣ୍ଡଳ

ଓ୍ବାଘା,୧୪।୭: କରତାରପୁର କରିଡର ସହ ସଂମ୍ପୃକ୍ତ ଯାନ୍ତ୍ରୀକ ତଥା ଅନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ରବିବାର ପାକିସ୍ତାନ ଓ ଭାରତୀୟ ପ୍ରତିନିଧିଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...

ହରିୟାଣାରେ ଲାଗୁହେବ ଏନ୍‌ଆର୍‌ସି

ଚଣ୍ଡିଗଡ଼,୧୬ା୯(ପି.ଟି.): ଆସାମ ପରେ ହରିୟାଣାରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟର ରବିବାର ଘୋଷଣା କରିଛନ୍ତି। ଅକ୍ଟୋବରରେ...

ଶିରୋମଣି ଅକାଳି ଦଳର ନେତା ନିର୍ବାଚିତ ହେଲେ ସୁଖବୀର

ଚଣ୍ଡିଗଡ଼,୧୪।୧୨: ସର୍ବସମ୍ମତି କ୍ରମେ ଶନିବାର ଶିରୋମଣି ଅକାଳି ଦଳର ଅଧ୍ୟକ୍ଷ ଭାବେ ସୁଖବୀର ସିଂ ବାଦଲଙ୍କୁ ପୁଣିଥରେ ନିର୍ବାଚିତ କରାଯାଇଛି। ବହୁବାର ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିବା...

ଆଶ୍ୱସ୍ତ ହେଲେ ସଲମାନ

ମୁମ୍ବାଇ,୧୭।୬: କୃଷ୍ଣସାର ମୃଗ ଶିକାର ମାମଲାରେ କୋର୍ଟରେ ମିଥ୍ୟା ଆଫିଡେଭିଟ ଦାଖଲ କରିବା ମାମଲାରେ ଯୋଧପୁର କୋର୍ଟ ସୋମବାର ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କୁ ଦୋଷମୁକ୍ତ...

ଶାହଙ୍କୁ ମିଳିପାରେ ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯ା୫: ମେ’ ୩୦ରେ ପ୍ରଧାନମନ୍ତ୍ରୀଭାବେ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଶପଥଗ୍ରହଣ କରିବେ। ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ମିଳିବ, ସେନେଇ ଅଙ୍କକଷା ଚାଲିଥିବାବେଳେ...

Leave a comment

Your email address will not be published. Required fields are marked *