Posted inଜାତୀୟ

ଆଜି ଅଟଳଜୀଙ୍କ ଅନୁପସ୍ଥିତି ଅନୁଭବ କରୁଛି: ମେହବୁବା ମୁଫ୍‌ତି

ଶ୍ରୀନଗର,୫ା୮: ଜମ୍ମୁ-କଶ୍ମୀରରେ ଏବେ ଆଇନ୍‌ ଶୃଙ୍ଖଳା ପରିସ୍ଥିତିକୁ ନେଇ ଆରମ୍ଭ ହୋଇଯାଇଛି ତର୍ଜମା। ସୋମବାର ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦକୁ ନେଇ ବଡ ନିଷ୍ପତ୍ତି ଆସିବାକୁ ଥିବାବେଳେ ନ୍ୟାଶନାଲ କନ୍ଫରେନ୍ସ ନେତା ଓମାର ଅବଦୁଲ୍ଲା, ପିଡିପି ଅଧ୍ୟକ୍ଷା ମେହବୁବା ମୁଫତିଏବଂ ପିପୁଲ୍ସ କନଫରେନ୍ସ ଅଧ୍ୟକ୍ଷ ସଜ୍ଜାଦ ଲୋନଙ୍କୁ ଗୃହବନ୍ଦୀ କରାଯାଇଛି। ଏହାକୁ ଦେଖି ମେହବୁବା ସୋମବାର ଟୁଇଟରେ କହିଛନ୍ତି, ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅନୁପସ୍ଥିତି ଅନୁଭବ କରୁଛି। ସେ ଭାଜପାର ନେତା ଥିଲେ ମଧ୍ୟ କଶ୍ମୀର ଲୋକଙ୍କ ପ୍ରତି ତାଙ୍କର ସହାନୁଭୂତି ଥିଲା। ଯେଉଁ ମାନେ କଶ୍ମୀର ସ୍ଥିତିକୁ ନେଇ ଉତ୍ସବ ମନାଉଛନ୍ତି ତାହାର ପରିଣାମ ଦେଖିବାକୁ ପ୍ରସ୍ତୁତ ହୋଇଥାନ୍ତୁ ବୋଲି ସେ କହିଛନ୍ତି।


All Right Reserved By Dharitri.Com

ଆରମ୍ଭ ହେବ ଠାକ୍‌ରେ ଶାସନ: ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଜାତୀୟ ସ୍ତରୀୟ ନେତାଙ୍କୁ କରାଯିବ ନିମନ୍ତ୍ରଣ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରରେ ଠାକ୍‌ରେ ଶାସନ ଆରମ୍ଭ ହେବାକୁ ଯାଉଛି। ଗୁରୁବାର ସନ୍ଧ୍ୟା ୬ଟା ୪୦ରେ ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ସ୍ଥାନୀୟ ଶିବାଜୀ ପାର୍କରେ ଆୟୋଜିତ...

ବାଣିଜ୍ୟ ପାଇଁ ଫିଟିବ ବାଟ

ମାମଲ୍ଲାପୁରମ୍‌,୧୩ା୧୦(ପି.ଟି.): ବାଣିଜ୍ୟ ଓ ପୁଞ୍ଜିନିବେଶ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଭାରତ ଓ ଚାଇନା ମଧ୍ୟରେ ସହମତି ପ୍ରକାଶ ପାଇଛି। କ୍ଷେତ୍ରୀୟ ଓ ବିଶ୍ୱସ୍ତରୀୟ ଗୁରୁତ୍ୱପୂର୍ଣ୍ଣ...

ଭାଜପା ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ:ଦଳୀୟ ସ୍ବାର୍ଥ ଦୃଷ୍ଟିରୁ ଜେଡିୟୁ ସହ ମେଣ୍ଟ ହୋଇଛି

ପାଟନା, ୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳର ଆବଣ୍ଟନକୁ ନେଇ ବିବାଦ ଦେଖା ଦେବା ପରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇ ନ ଥିଲା ବିହାର ମୁଖ୍ୟମନ୍ତ୍ରୀ...

ମା’ଙ୍କ ବିକଳ କାନ୍ଦରେ ବ୍ରେନ୍‌ ଡେଡ୍‌ ପୁଅ ଆଖିରୁ ବୋହିଲା ଲୁହ

ହାଇଦ୍ରାବାଦ୍‌,୧୦।୭: ମା’ ଏବଂ ସନ୍ତାନ ସମ୍ପର୍କ ଅତି ନିବିଡ଼। ମା’ ସନ୍ତାନ ପାଇଁ ଜୀବନକୁ ବାଜି ଲଗାଇ ପାରେ। ମା’ର ସ୍ନେହ ଡାକରେ ରହିଛି ଚମତ୍କାର।...

ଚିଦାମ୍ବରମ୍‌ ଲୁଚି ବିଦେଶ ପଳାଇବା ଆଶଙ୍କା: ଜାରି ହେଲା ଲୁକ୍‌ଆଉଟ୍‌ ସର୍କୁଲାର

ନୂଆଦିଲ୍ଲୀ,୨୧।୮: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ଉପରେ ଇଡ଼ି ଏବଂ ସିବିଆଇ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ ନେଇ ଯୋଜନା ଆରମ୍ଭ ହୋଇଛି। ଜାମିନ୍‌ ନ...

ଫ୍ଲୋର ଟେଷ୍ଟ ପୂର୍ବରୁ ସମସ୍ତ ବିଧାୟକଙ୍କର ହେବ କରୋନା ଟେଷ୍ଟ!

ଭୋପାଳ,୧୫।୩: ମଧ୍ୟପ୍ରଦେଶର କମଳନାଥ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବେ ବୋଲି ରାଜ୍ୟପାଳ ଲାଲାଜି ଟଣ୍ଡନ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା ପୂର୍ବରୁ ମଧ୍ୟପ୍ରଦେଶର ସମସ୍ତ...

ଶୋପିଆନ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୨୦।୧: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛି କଶ୍ମୀର ଜୋନ୍‌...

ମେଡିକାଲ ବଣ୍ଡ୍‌କୁ ସୁପ୍ରିମକୋର୍ଟଙ୍କ ସମର୍ଥନ

ନୂଆଦିଲ୍ଲୀ,୨୨ା୮ : ପୋଷ୍ଟ-ଗ୍ରାଜୁଏଟ୍‌ ମେଡିକାଲ ପାଠ୍ୟକ୍ରମ ଏବଂ ସୁପର ସ୍ପେଶିଆଲିଟି ପାଠ୍ୟକ୍ରମରେ ନାମଲେଖା ପାଇଁ ବାଧ୍ୟତାମୂଳକ ବଣ୍ଡ୍‌ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ରିଟ୍‌...

Leave a comment

Your email address will not be published. Required fields are marked *