ସମ୍ପତ୍ତି ଜବରଦଖଲ ଅଭିଯୋଗ : ଜିଲାପାଳଙ୍କ ଅଫିସ ସମ୍ମୁଖରେ ଅନଶନରେ ବସିଲେ ମହିଳା

ବରଗଡ଼ ଅଫିସ,୫।୮: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ବସେକେଲା ଗ୍ରାମର କେତେକ ଲୋକେ ଜଣେ ମହିଳାଙ୍କ ପୈତୃକ ସମ୍ପତ୍ତି ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ତେବେ ଏ ନେଇ ସୌକି ମେଲ୍ଲୀ ନାମକ ଜଣେ ମହିଳା ବାରମ୍ବାର ବିଭାଗୀୟ ପ୍ରଶାସନିକ ଅଧିକାରୀଙ୍କୁ ଫେରାଦ ହୋଇଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିବା ସେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ସୋମବାର ସେ ବରଗଡ଼ ଜିଲାପାଳ ଅଫିସ ସମ୍ମୁଖରେ ଅନଶନରେ ବସିଛନ୍ତି। ତାଙ୍କ ସହ ସମ୍ପର୍କୀୟ ବଳରାମ ବେହେରା ଏବଂ ଲୋକନାଥ ବାଗ୍‌ ପ୍ରମୁଖ ସାମିଲ ଅଛନ୍ତି।


All Right Reserved By Dharitri.Com

ଏନ୍‌ପିସିଡିସିଏସ୍‌ର ପ୍ରଥମ ଟାସ୍କଫୋର୍ସ ବୈଠକ:  ୨୦୨୧ ସୁଦ୍ଧା ସବୁ ଜିଲାରେ ଆଇସିୟୁ ସେବା

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): କର୍କଟ, ମଧୁମେହ, କାର୍ଡିଓ ଭାସ୍କୁଲାର ଏବଂ ହୃଦ୍‌ଘାତର ନିରାକରଣ ଓ ନିୟନ୍ତ୍ରଣ ପାଇଁ କାର୍ଯ୍ୟକାରୀ ହେଉଥିବା ଜାତୀୟ ଯୋଜନା (ଏନ୍‌ପିସିଡିସିଏସ୍‌) ଟାସ୍କଫୋର୍ସର ପ୍ରଥମ...

ସମାଜ ଲାଗି ଉଦାହରନ୍‌ ପାଲଟିଛନ୍‌ ଅଜିତ

ଭବାନୀପାଟଣା,୧୫।୧୦(ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଶିବ ମନ୍ଦିର ପଡ଼ାର ଅଜିତ କଟ୍ଟା। ସେ ନିହାତି ଗରିବ୍‌, ପେସାରେ ଝନେ ସାଇକେଲ ମେକାନିକ୍‌। ହେଲେ ହୁରୁଦ୍‌...

କ୍ଷେତ୍ର ସେବା ବେଳେ ଅସୁବିଧା ଭୋଗୁଛନ୍ତି ବିଦ୍ୟୁତ୍‌ କର୍ମଚାରୀ, ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୨୦।୮- ବିଦ୍ୟୁତ୍‌ କ୍ଷେତ୍ରରେ କାର୍ଯ୍ୟକ୍ଷମତାକୁ ତ୍ୱରାନ୍ବିତ କରିବା ନେଇ ବାରିପଦା ପାୱାର ଏମ୍ପ୍ଲୋଇଜ ୟୁନିୟନ ପକ୍ଷରୁ ବିଭାଗୀୟ ଅଧିକାରୀଙ୍କୁ ଘେରାଉ କରାଯାଇଛି। ଏଥିସହ ନିର୍ବାହୀ...

ଦୃଷ୍ଟି ଆଢୁଆଳରେ ପରଙ୍ଗବାସୀ

ଛେଣ୍ଡିପଦା, ୭।୧୧(ଡି.ଏନ.ଏ.) ବିନା ମୌଳିକ ସୁବିଧା, ପରିଚୟପତ୍ର ସହ ସରକାରୀ ଯୋଜନାରୁ ବାଦ୍‌ ପଡି ଜୀବନ କାଟୁଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପରଙ୍ଗ ଗ୍ରାମବାସୀ। ଜିଲା...

ଓଲଟିଲା ବସ୍‌, ବର୍ତ୍ତିଲେ ୨୦ ଯାତ୍ରୀ: ଡ୍ରାଇଭର, କଣ୍ଡକ୍ଟରଙ୍କ ସମେତ ୪ ଆହତ

ପଟ୍ଟାଙ୍ଗି,୭ା୬(ଡି.ଏନ୍‌.ଏ.): ପଟ୍ଟାଙ୍ଗି ଥାନା ରାଲେଗଡ଼ା ପଞ୍ଚାୟତ ତେଲରାଇ ଛକ ନିକଟରେ ଶୁକ୍ରବାର ଏକ ବସ୍‌ ଓଲଟିପଡ଼ିଛି। ଏଥିରେ କଣ୍ଟକ୍ଟରଙ୍କ ସମେତ ୪ ଜଣ ଆହତ ହୋଇଥିବା ବେଳେ...

ଆସିଲାନି ଆମ୍ବୁଲାନ୍ସ, ଟ୍ରଲିରେ ବୁହାହେଲେ ପ୍ରସୂତି

ରତ୍ନଗିରି,୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧୀନ ବାଇଁଶିରିଆ ପଞ୍ଚାୟତରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୁଧବାର ଆଉ ଏକ ଅଭାବନୀୟ ଘଟଣା...

ସହଯୋଗର ହାତ ବଢାଇଲେ ଅଧିକାରୀ

ଖଇରା, ୨୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ନୂଆଗାଁବଡ ଗ୍ରାମର ଭାରତୀୟ ଆୟକର ବିଭାଗର ଡେପୁଟି କମିଶନର ଆଶିଷ କୁମାର ପଣ୍ଡା ବର୍ତ୍ତମାନ...

ପ୍ରଶାସନର ନଜର ଆଢୁଆଳରେ :ଐତିହ୍ୟ ସମ୍ପନ୍ନ ନୀଳମାଧବ ଜୀଉଙ୍କ ଦଶହରା ପଡ଼ିଆ

ଖଣ୍ଡପଡ଼ା,୨ା୯(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବରେ କଣ୍ଟିଲୋର ଶ୍ରୀ ନୀଳମାଧବ ପୀଠ ସର୍ବଜନ ବିଦିତ। ପୁରୀ ଶ୍ରୀମନ୍ଦିର ପୂଜାନୀତି ସହ ଏହି ମନ୍ଦିର ପୂଜା ନୀତି...

Leave a comment

Your email address will not be published. Required fields are marked *