Posted inରାଜ୍ୟ

ସୁସ୍ଥ ହେଲେ ୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨।୩ : ଓଡ଼ିଶାରେ ମଙ୍ଗଳବାର ୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୦୩ରେ ପହଞ୍ଚିଛି। ସମ୍ବଲପୁରରୁ ୧୨, ସୁନ୍ଦରଗଡ଼ରୁ ୮, କଟକ, ଝାରୁସୁଗୁଡ଼ା, କଳାହାଣ୍ଡି ଓ ଖୋର୍ଦ୍ଧାରୁ ୪, ବରଗଡ଼ରୁ ୩, ବାଲେଶ୍ୱର, କୋରାପୁଟ, ପୁରୀ ଓ ରାୟାଗଡ଼ାରୁ ୨, ବଲାଙ୍ଗୀର, କେନ୍ଦୁଝର, ନୂଆପଡ଼ା, ସୋନପୁର ଓ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri