କଟକରୁ ଚିହ୍ନଟ ହେଲେ ଆଉ ୫୬ କରୋନା ଆକ୍ରାନ୍ତ: ଅଛନ୍ତି ଖ୍ରୀଷ୍ଟିଆନ୍‌ ସାହିରୁ ୨୫

କଟକ ଅଫିସ,୨୯।୭: କଟକ ସହରରେ ବୁଧବାର ୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩୩କୁ ବୃଦ୍ଧି ପାଇଛି। ସେଥିରୁ ୫୦୨ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଇନ୍‌ଷ୍ଟିଚ୍ୟୁସନାଲ କ୍ୱାରାଣ୍ଟାଇନ୍‌ରୁ ୭, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ୪୭, ଲୋକାଲ କେସ୍‌ ୨ଜଣ ଅଛନ୍ତି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି। ତେବେ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ମଧ୍ୟରେ ଚଣ୍ଡି ମନ୍ଦିର ଛକ ଖ୍ରୀଷ୍ଟିଆନ୍‌ ସାହିରୁ ୨୫, ମାଲଗୋଦାମ ବେହେରା ସାହିରୁ ୧୦ ଥିବା ସିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri