Posted inଜାତୀୟ

୫୬ କୋଟି ଭୋଟର ଆଧାର ଲିଙ୍କ୍‌ କରିଛନ୍ତି

ନୂଆଦିଲ୍ଲୀ,୧୧।୧୨: ଦେଶର ୯୫ କୋଟି ପଞ୍ଜୀକୃତ ଭୋଟରଙ୍କ ମଧ୍ୟରୁ ପାଖାପାଖି ୫୬ କୋଟି ସେମାନଙ୍କ ଭୋଟର ପରିଚୟ ପତ୍ର ସହ ଆଧାର ଲିଙ୍କ୍‌ କରିଛନ୍ତି। ଭୋଟର ତାଲିକାରୁ ଜାଲ୍‌ ଭୋଟରଙ୍କୁ ହଟାଇବା ପାଇଁ ଏହାକୁ ଆଧାର ନମ୍ବର ସହ ସଂଯୋଗ କରିବା ଲାଗି ପଦକ୍ଷେପ ନିଆଯାଇଥିଲା। ସ୍ବେଚ୍ଛାକୃତ ଭାବେ ଆଧାରକୁ ଭୋଟର ପରିଚୟ ପତ୍ର ସହ ଲିଙ୍କ୍‌ କରିବା ନିମନ୍ତେ ଗତବର୍ଷ ଡିସେମ୍ବରରେ ଜନପ୍ରତିନିଧି ଆଇନରେ ସଂଶୋଧନ କରାଯାଇଥିଲା। ପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ନିୟମାବଳୀ ଜାରି କରାଯାଇଥିଲା। ଉକ୍ତ ବିଜ୍ଞପ୍ତି ଅନୁଯାୟୀ ନୂଆ ଭୋଟର ଫର୍ମ ୬ବି ବ୍ୟବହାର କରିବାକୁ ଏବଂ ଅନ୍ୟମାନଙ୍କୁ ନିର୍ବାଚନ କର୍ତ୍ତୃପକ୍ଷଙ୍କ ସହ ସେମାନଙ୍କ ଆଧାର ନମ୍ବର ଶେୟାର କରିବାକୁ କୁହାଯାଇଥିଲା। ଏଥିପାଇଁ ୨୦୨୩ ଏପ୍ରିଲ ୧କୁ ଶେଷ ତାରିଖ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri