ବଜ୍ରପାତରେ ଚାଷୀଙ୍କ ପ୍ରାଣ ଗଲା

ଭୋଗରାଇ, ୫।୮(ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ସୋମବାର ଅପରାହ୍ନରୁ ଉତ୍ତର ବାଲେଶ୍ୱରରେ ମଧ୍ୟମ ଧରଣର ବର୍ଷା ହୋଇଛି। ଭୋଗରାଇ ବ୍ଲକ କଲ୍ୟାଣପୁର ଗ୍ରାମରେ ବଜ୍ରପାତ ହେବାରୁ ଚାଷଜମିରେ କାମ କରୁଥିବା ସୁଜୟ ଦାସ (୩୫) ଗୁରୁତର ହୋଇପଡିଥିଲେ। ତାଙ୍କୁ ତୁରନ୍ତ ୧୦୮ ଆମ୍ବୁଲାନ୍ସ ଯୋଗେ ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ଭୋଗରାଇ ଥାନାରେ ଏକ ଅପମୃତ୍ୟୁ ମାମଲା କରାଯାଇ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


All Right Reserved By

ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ନେଲେ ବିଧାୟକ ଶ୍ରୀକାନ୍ତ ସାହୁ

ଛତ୍ରପୁର,୧୩।୮(ଡି.ଏନ୍‌.ଏ .): ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁରସ୍ଥିତ ଜିଲା ଗ୍ରାମ୍ୟ...

ଗୋରୁ ବୋଝେଇ ୨ ପିକ୍‌ଅପ୍‌ ଭ୍ୟାନ ଜବତ, ୩ ଗିରଫ: ୧୬ ଗୋରଙ୍କୁ ଉଦ୍ଧାର କରାଗଲା

ବାହାନଗା,୧।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ୍‌ ଗୋପାଳପୁର ଫାଣ୍ଡି ପୋଲିସ ବୁଧବାର ୨ଟି ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନକୁ ଜବତ କରି ସେଥିରେ ଚୋରା ଚାଲାଣ...

ବାବା ଭୈରବାନନ୍ଦ ସ୍ବୟଂଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଠା ଦିବସ ପାଳିତ ‘ଗୁରୁ, ଶିଷ୍ୟଙ୍କ ସମ୍ମିଳିତ ଉଦ୍ୟମରେ ଅନୁଷ୍ଠାନର ବିକାଶ ହୋଇଥାଏ’

ଚଣ୍ଡିଖୋଲ,୧୩ା୮(ଡି.ଏନ୍‌.ଏ.)- ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ସ୍ବଂୟଶାସିତ ମହାବିଦ୍ୟାଳୟର ୪୪ତମ ପ୍ରତିଷ୍ଟା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି ତଥା...

ଉଜୁଡିଯାଉଛି ସ୍ମୃତିର ସ୍ମାରକୀ: ଅବହେଳିତ ଗାନ୍ଧିଜୀଙ୍କ ସ୍ମୃତି, ସ୍ମାରକୀ

ଭଦ୍ରକ ଅଫିସ, ୨ା୧୦- ସ୍ବାଧୀନତା ସଂଗ୍ରାମର ସ୍ମୃତି ଓ ବଳିଦାନ ଏ ମାଟିକୁ କରିଛି ଗୌରବାନ୍ବିତ। ଧାମନଗରରେ ଲୁଣିଆ ଓ ବାସୁଦେବପୁର ଇରମ ଗୁଳିକାଣ୍ଡ, ଭଣ୍ଡାରିପୋଖରୀ...

ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର...

କାଳବୈଶାଖୀ ଉଡ଼ାଇ ନେଲା ଛପର:ପଲିଥିନ୍‌ ତଳେ ବିତୁଛି ଜୀବନ

ଉମରକୋଟ, ୯।୬(ଡି.ଏନ୍‌.ଏ.):କାଳବୈଶାଖୀ ଉଡ଼ାଇ ନେଲା ଘର ଛପର। ପଲିଥିନ ତଳେ ମୁଣ୍ଡ ଗୁଞ୍ଜୁଛନ୍ତି ଚାରିପ୍ରାଣୀ। ପୂର୍ବରୁ ଆବାସ ଯୋଜନାରେ ଘରଟିଏ ପାଇଁ ବାରମ୍ବାର ଆବେଦନ କରିଥିଲେ...

ପୋଡ଼ି ହୋଇ ୨ ଭଉଣୀଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିବ ୮ଲକ୍ଷ ଟଙ୍କା

ଫିରିଙ୍ଗିଆ, ୨୧ା୬- ଫିରିଙ୍ଗିଆ ବ୍ଲକ କେଳାପଡା ପଞ୍ଚାୟତ ଗେରୁପଡା ଗ୍ରାମରେ ବିଦ୍ୟୁତ ଶର୍ଟ ସର୍କିଟରୁ ଘରେ ନିଆଁ ଲାଗି ପୋଡ଼ି ହୋଇ ବୁଧବାର ୨ ଭଉଣୀଙ୍କ...

ଅଣଛାତ୍ରଙ୍କୁ ଚିହ୍ନଟ ପାଇଁ ପଦକ୍ଷେପ: କଲେଜ ମୁଖ୍ୟ ଫାଟକରେ ଲାଗିବ ସିସି କ୍ୟାମେରା

ଖଣ୍ଡପଡା,୧୮।୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ବିଭିନ୍ନ ସମୟରେ ସ୍ଥାନୀୟ ଅଞ୍ଚଳର କେତେକ ଅଣଛାତ୍ର ପ୍ରବେଶ କରି ନାନା ବିଶୃଙ୍ଖଳା ସୃଷ୍ଟି କରିଥାନ୍ତି । ଫଳରେ ମହାବିଦ୍ୟାଳୟର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *