ଆମ ପୋଲିସ ପକ୍ଷରୁ ଚାରାରୋପଣ

ଧର୍ମଶାଳା/ଜେନାପୁର,୬ା୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ସୋମବାର ବୃନ୍ଦାଦେଈପୁର ଗଡଜାତ ସ୍ମାରକୀ ପୀଠଠାରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଏସ୍‌ପି ଚରଣ ସିଂ ମୀନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ। ଉପଦେଷ୍ଟା କୃଷ୍ଣଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଥାନା ଅଧିକାରୀ ସୁଶାନ୍ତ କୁମାର ଦାଶ, ଏସ୍‌ଆଇ ମନୋରଞ୍ଜନ ଦାସ, ସଭ୍ୟ ଅଶୋକ କୁମାର ସାହୁ, ଦିଲୀପ କୁମାର ବରାଳ, ରାଜକିଶୋର ମହାନ୍ତି, ପବିତ୍ର କୁବାର ସାହୁ, ପ୍ରହଲ୍ଲାଦ କୁମାର ପାତ୍ର, ଲାଲମୋହନ ଶତପଥୀ, ବିଚିତ୍ରା ନନ୍ଦ ସାହୁ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ବଉଳ, ଆମ୍ବ, ପିଜୁଳି, ସପେଟା, ଜାମୁ, ବେଲ, ନିମ୍ବ ପ୍ରଭୃତି ୫୦ରୁଊର୍ଦ୍ଧ୍ୱ ଚାରା ରୋପଣ କରାଯାଇଛି।


All Right Reserved By Dharitri.Com

ଟୁସୁ ପର୍ବରେ ଶତାଧିକ ଗାଁ ଉତ୍ସବମୁଖର

କେନ୍ଦୁଝର, ୯ା୧ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କୁଡୁମୀ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା ଶତାଧିକ ଗାଁ ପ୍ରସିଦ୍ଧ ଟୁସୁ ପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଆସନ୍ତା ମକର...

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ୩ ଶିକ୍ଷାନୁଷ୍ଠାନରେ ସ୍ବତନ୍ତ୍ର ଟିମ୍‌ର ଯାଞ୍ଚ

ଭଦ୍ରକ ଅଫିସ,୧୨।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ କେତେକ ଘରୋଇ ଶିକ୍ଷାନୁଷ୍ଠାନ ଷ୍ଟାଇପେଣ୍ଡ ଲୁଟୁଛନ୍ତି। ଏ ସମ୍ପର୍କରେ ଗତ ୨୬ ତାରିଖରେ ପ୍ରଥମେ...

କଳା ଦିବସ ପାଳନ କଲା କୁଡୁମୀ ସେନା

ବାରିପଦା ଅଫିସ,୬ା୯: ୧୯୫୦ମସିହା ସେପ୍ଟେମ୍ବର ୬ତାରିଖ ଦିନ କେନ୍ଦ୍ର ସରକାର କୁଡୁମୀ ଜାତିକୁ ଅନୁସୂଚିତ ଜାତିରୁ ବାଦ ଦିଆଯାଇଥିବା ପ୍ରତିବାଦରେ ଶୁକ୍ରବାର ମୟୂରଭଞ୍ଜ କୁଡୁମୀ ସେନା...

ଭଡ଼ା ବାକିଥିବା ଦୋକାନରେ ଝୁଲିଲା ତାଲା

କାମାକ୍ଷାନଗର,୧।୮(ଡି.ଏନ୍‌.ଏ.)-କାମାକ୍ଷାନଗର ଏନ୍‌ଏସି ପକ୍ଷରୁ ବ୍ୟବସାୟ ପାଇଁ ଲିଜ୍‌ସୂତ୍ରରେ ଦିଆଯାଇଛି ଦୋକାନ ଗୃହ। ହେଲେ ବ୍ୟବସାୟୀମାନେ ବର୍ଷ ବର୍ଷ ଧରି ଭଡ଼ା ଦେଉନାହାନ୍ତି। ବାରମ୍ବାର ନୋଟିସ୍‌ ଦିଆଯିବା...

ଭିନ୍ନ ପ୍ରଜାତିର ସାପ ଉଦ୍ଧାର

ପରଜଙ୍ଗ,୪।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମର ବାନାମ୍ବର ବେହେରାଙ୍କ ଘର ନିକଟରେ ଥିବା କଦଳୀ ବଗିଚାରୁ ଏକ ଭିନ୍ନ ପ୍ରଜାତିର ସାପ ବୁଧବାର...

କାମରେ ଲାଗୁନି କ୍ରସ ବନ୍ଧ

କେନ୍ଦୁଝର, ୧୮ା୮ (ସ୍ବ.ପ୍ର.) କୃଷିର ବିକାଶ ପାଇଁ ଜଳସେଚନର ବିକାଶ କରାଯାଉଛି ା ତେବେ ଜଳସେଚନ ପାଇଁ ବହୁ ଟଙ୍କା ବ୍ୟୟରେ ବିଭିନ୍ନ ନାଳ ଓ...

ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଭଦ୍ରକ ଅଫିସ, ୨୦।୫- ଗଁାରେ ବେଆଇନ ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଖଣ୍ଡିଆବଜାରର ଶତାଧିକ ଆଦିବାସୀ...

ବିଧାନସଭା ନିର୍ବାଚନ ଫଳ: ପ୍ରଥମ ବିଜୟୀ ହେଲେ ନବରଙ୍ଗପୁରର ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ

ନବରଙ୍ଗପୁର, ୨୩।୫(ବି.ପ୍ର.)- ନବରଙ୍ଗପୁର ବିଧାନସଭା ଆସନରେ ଶେଷ ରାଉଣ୍ଡ ଗଣତି ସରିବା ପରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଥିବା ଜଣାପଡିଛି। ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

Leave a comment

Your email address will not be published. Required fields are marked *