Posted inUncategorized

ଖାଲକୁ ଖସିଲା ସ୍କୁଲ ବସ୍‌: ୭ ମୃତ

ଡେରାଡୁନ,୬।୮: ଉତ୍ତରାଖଣ୍ଡର ଟିହିରି ଗଡଓ୍ବାଲରେ ମଙ୍ଗଳବାର ସକାଳୁ ଏକ ସ୍କୁଲ ଭ୍ୟାନ୍‌ ଖାଲକୁ ଖସି ପଡିବା ଫଳରେ ୭ ଶିଶୁଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ଏଥିରେ ଆହତ ହୋଇଥିବା ପିଲାମାନଙ୍କୁ ତୁରନ୍ତ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସକାଳେ ପିଲାମାନଙ୍କୁ ସ୍କୁଲ ନେଇ ଯାଉଥିବା ଭ୍ୟାନଟି ପ୍ରତାପନଗର ଅନ୍ତର୍ଗତ ମଦନନେଗି ଓ ଜଲଓ୍ବାଲ ଗାଁ ମଧ୍ୟରେ ଖାଲକୁ ଖସି ପଡିବାରୁ ଦୁର୍ଘଟଣା ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ପିଲାମାନଙ୍କୁ ଉଦ୍ଧାର କରାଯାଇଛି।


All Right Reserved By Dharitri.Com

Posted inUncategorized View All

ରୋଜଗାର ପାଇଁ ଜୀବିକା ବଦଳାଉଛନ୍ତି କ୍ଷୁଦ୍ର ବ୍ୟବସାୟୀ

ବୁଗୁଡା,୧ା୫(ଡି.ଏନ୍‌.ଏ.)- ବୁଗୁଡା ସହର ତଥା ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣକୁ ପ୍ରତିହତ ପାଇଁ ମାସେ ହେଲା ଲକ୍‌ଡାଉନ କଟକଣା ଜାରି ହୋଇଛି। ଏଥି ନିମନ୍ତେ ବହୁ...

ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି

ବଡ଼ବିଲ,୯।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଟାଉନ ଫାଣ୍ଡି ନଂ. ୧ ସମ୍ମୁଖ ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି...

ଲଘୁଚାପ ବର୍ଷାରେ ବେହାଲ ବ୍ରହ୍ମପୁର: ରାସ୍ତାରେ ଲହଡ଼ି ମାରୁଛି ବର୍ଷାଜଳ, ଘରେ ପଶିଲା ନର୍ଦ୍ଦମା ପାଣି

ବ୍ରହ୍ମପୁର ଅଫିସ, ୫।୯-ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ବୁଧବାର ବିଳମ୍ବିତ ରାତିରୁ ବର୍ଷା ଲାଗି ରହିଛି। ଭୋରରୁ...

ଜାମିନ ପାଇଁ ହାଇକୋର୍ଟ ଗଲେ ଲାଲୁ

ରାଞ୍ଚି, ୧୦।୬: ଚାରା ଘୋଟାଲାରେ ସମ୍ପୃକ୍ତ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜେଲ୍‌ ଦଣ୍ଡ ଭୋଗୁଥିବାବେଳେ ଜାମିନ ପାଇଁ ଝାଡଖଣ୍ଡ ହାଇକୋର୍ଟରେ ଆବେଦନ କରିନ୍ତି।...

ଟ୍ରକ୍‌ ଚାପାରେ ଶିଶୁ ମୃତ, ପ୍ରତିବାଦରେ ରାସ୍ତାରୋକୋ

ବରଗଡ଼ ଅଫିସ,୨୦।୧୦: ବରଗଡ଼ ଗୋରୁ ମାର୍କେଟ-ବ୍ରହ୍ମବିହାର ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଟ୍ରକ୍‌(ନଂ-ଓଆର ୧୭ ଏ ୯୧୭୧) ଚାପାରେ ଜଣେ ଶିଶୁପୁତ୍ରଙ୍କ...

ଶାହୀନ ବାଗରେ ୧୪୪ ଧାରା ଜାରି

ନୂଆଦିଲ୍ଲୀ,୧।୩: ରାଜଧାନୀ ଦିଲ୍ଲୀର ଶାହୀନ ବାଗରେ ବେଶ୍‌ କିଛିଦିନ ହେବ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଜାରି ରହିଛି। ପାଖାପାଖି ଅଢେଇ ମାସ...

ମଝି ଆକାଶରେ ଜଳିଗଲା ମିଗ୍‌-୨୧ ବିମାନ

ଭୋପାଳ, ୨୫।୯: ଭାରତୀୟ ବାୟୁସେନାର ଏକ ଟ୍ରେନର ମିଗ୍‌-୨୧ ବିମାନ ବୁଧବାର ଗ୍ବାଲିୟରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ମଝି ଆକାଶରେ ଜଳିଯାଇଛି। ଏଥିରେ ଥିବା ଜଣେ...

ଦ୍ୱିତୀୟଥର ପାଇଁ ମା’ ହେଲେ ଶିଳ୍ପା ସେଟ୍ଟୀ

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଦ୍ୱିତୀୟଥର ମା’ ହୋଇଛନ୍ତି। ସୋସିଆଲ ମିଡିଆରେ ଶିଳ୍ପା ଏହି ସୂଚନା ଦେଇଛନ୍ତି। ସରୋଗେସି ପଦ୍ଧତି ଆପଣାଇ ଫେବୃୟାରୀ ୧୫ରେ ତାଙ୍କର...

Leave a comment

Your email address will not be published. Required fields are marked *