Posted inଜାତୀୟ

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ କୋଣସି ଅପ୍ରୀତିକର ପରିସ୍ଥିିତି ଘଟି ନାହିଁ। ସ୍ଥିତି ସମ୍ପୂର୍ଣ୍ଣ ଶାନ୍ତ ଓ ସ୍ବାଭାବିକ ରହିଛି। ଡୋଭାଲ ସ୍ଥାନୀୟ ଲୋକଙ୍କ ସହିତ ବିଭିନ୍ନ ଆଲୋଚନା ଜାରି ରଖିଛନ୍ତି। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଉପଯୁକ୍ତ ଭାବେ ଲାଗୁ ହେବା ପର୍ଯ୍ୟନ୍ତ ଡୋଭାଲ ଏଠାରେ ରହିବେ ବୋଲି କୁହାଯାଉଛି।


All Right Reserved By Dharitri.Com

ଉତ୍ତରପ୍ରଦେଶରେ ବର୍ଷା ବିତ୍ପାତ

ଲକ୍ଷ୍ନୌ,୨୮।୯: ଉତ୍ତରପ୍ରଦେଶରେ ଗତ ୩ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ରାଜ୍ୟରେ ବର୍ଷା ବିତ୍ପାତ ଦେଖାଦେଇଛି। ରାସ୍ତାଘାଟରେ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ ଘର ଗୁଡିକରେ...

କରୋନା: ବିଦେଶୀଙ୍କୁ ଅରୁଣାଚଳ ମନା

ଥିରୁଭାନନ୍ଥପୁରମ୍‌,୯ା୩(ପି.ଟି.): କେରଳରୁ ଆଉ ୫ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଦେଶରେ ରୋଗୀସଂଖ୍ୟା ୩୯କୁ ବୃଦ୍ଧି ପାଇଛି। କେରଳର ପଥନାମଥିଟ୍ଟା ଜିଲାରୁ ଚିହ୍ନଟ...

ସିଆଚେନ୍‌-ଡୋକଲାମ୍‌ରେ ଭୋକରେ ରହୁଛନ୍ତି ଯବାନ: ମିଳୁନି ଖାଦ୍ୟ ପଦାର୍ଥ

ନୂଆଦିଲ୍ଲୀ,୪।୨: ଭାରତ-ଚାଇନା ସୀମାରେ ସମୁଦ୍ର ପତ୍ତନଠାରୁ ୯ ହଜାରରୁ ଅଧିକ ଫୁଟ ଉଚ୍ଚରେ ଦେଶ ସୁରକ୍ଷାରେ ସେନା ଯବାନ ମୁତୟନ ରହିଛନ୍ତି। ଏଠାରେ ଥିବା ସିଆଚେନ୍‌...

ଯେଉଁଠି ବିବାହ ପୂର୍ବରୁ ବରକୁ ମାରିବାକୁ ପଡ଼େ ଘୁଷୁରି…

ଭାରତର ବିଭିନ୍ନ ପ୍ରାନ୍ତରେ ବିବାହର ଭିନ୍ନ ଭିନ୍ନ ପରମ୍ପରା ରହିଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବାସ କରୁଥିବା ଗୋଣ୍ଡ ଜନଜାତିରେ ଅଛି ଏକ ଅଜବ ପରମ୍ପରା।...

ଅନ୍ତିମ ସଂସ୍କାର ପାଇଁ ଚାଷୀ ଗୋବରରୁ ପ୍ରସ୍ତୁତ କଲେ କାଠ

କାନପୁର,୧୦।୮: ଅନ୍ତିମ ସଂସ୍କାରରେ ହିନ୍ଦୁ ପରମ୍ପରା ଅନୁସାରେ ମୃତଦେହକୁ ଦାହ କରାଯାଇଥାଏ। ତେବେ ଏଥିପାଇଁ କାଠର ଆବଶ୍ୟକତା ପଡ଼ିଥାଏ। ଏହାଦ୍ୱାରା ଗଛ କଟା ହୋଇଥାଏ। ଫଳରେ...

କରୋନା ଭାଇରସ ପାଇଁ ଜାରି ହେଲା ୨୪ ଘଣ୍ଟିଆ ହେଲ୍ପ ଲାଇନ୍‌ ନମ୍ବର

ନୂଆଦିଲ୍ଲୀ,୧୫।୩: ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲାଣି ୧୦୮। ଏବେ ସୁଦ୍ଧା ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୪ ଜଣ...

ରାଜ୍ୟ ସଭାରେ ସୁଷମାଙ୍କ ପାଇଁ ଶୋକ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକରେ ବୁଧବାର ରାଜ୍ୟ ସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଅଧ୍ୟକ୍ଷ ଭେଙ୍କୟା ନାଇଡୁ ସୁଷମାଙ୍କ...

ଜଣେ ବଳାତ୍କାରୀଙ୍କ ସମେତ ୩ କଏଦୀ ଜେଲ୍‌ରୁ ଫେରାର

ଅମୃତସର,୨।୨: ଜଣେ ବଳାତ୍କାରୀଙ୍କ ସମେତ ୩ ଜଣ କଏଦୀ ଜେଲ୍‌ରୁ ଫେରାର ହୋଇଯାଇଛନ୍ତି। ଅମୃତସର ଜେଲ୍‌ରେ ଏଭଳି ଘଟଣା ଘଟିଛି। ଫେରାର ହୋଇଥିବା କଏଦୀଙ୍କ ମଧ୍ୟରେ...

Leave a comment

Your email address will not be published. Required fields are marked *