ଗୋବରୀ ଶାଖା ନାଳରୁ ମା’,ଝିଅଙ୍କ ମୃତଦେହ ଉଦ୍ଧାର

ମହାକାଳପଡ଼ା, ୬।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ଥାନା ଅଧୀନ ଗଗୁଆ ଗ୍ରାମ ଜେନା ସାହି ନିକଟ ଗୋବରୀ ଶାଖା ନାଳରୁ ମଙ୍ଗଳବାର ସକାଳେ ମା,ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ ଜେନା ସାହିର ଯଦୁମଣି ଜେନାଙ୍କ ସ୍ତ୍ରୀ ନେଉଳି(୪୫) ଓ ଝିଅ ଝୁନିଲତା (୮)। ତେବେ ନେଉଳି ମାନସିକ ବିକୃତ ଥିବା ଜଣାପଡ଼ିଛି। ଖବର ପାଇ ତନ୍ତିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


All Right Reserved By

ଗଭୀର ନଳକୂଅ ଖନନ ଟଙ୍କା ମିଳିଲାନି: ବିଷପାନ କରିଥିବା ଚାଷୀଙ୍କୁ ନେଇ ୪ ଘଣ୍ଟା ଗଣଧାରଣା

କେସିଙ୍ଗା,୧୦।୯(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମପଞ୍ଚାୟତ ବାହାଦୂରପଦର ଗ୍ରାମର ଡମ୍ବରୁଧର ପୋଢ଼ (୪୦) ଜଳନିଧି ଯୋଜନାରେ ଗଭୀର ନଳକୂଅ ଖନନ କରିଥିଲେ।...

ଶିମିଳିପାଳ ବନାଞ୍ଚଳବାସୀଙ୍କୁ ମିଳିବ ଜରୁରୀ ଚିକିତ୍ସାସେବା: ଜିଲା ପ୍ରଶାସନକୁ ନୂତନ ଆମୁଲାନ୍ସ ପ୍ରଦାନ

ବାରିପଦା ଅଫିସ,୬।୧୦- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଶିମିଳିପାଳ ବନାଞ୍ଚଳବାସୀଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ପରିଚାଳିତ,...

ବାଘଲଟି ଜଳ ଭଣ୍ଡାରରେ ଫସିଥିବା ୪ ଜଣ ଉଦ୍ଧାର

ପାତ୍ରପୁର,୭।୮(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ତୁରୁବୁଡ଼ିଠାରେ ଥିବା ବାଘଲଟି ଜଳଭଣ୍ଡାରରେ ବୁଧବାର ଫସିଥିବା ୪ଜଣକୁ ଉଦ୍ଧାର କରିଛି ପାତ୍ରପୁର ଦମକଳ ବାହିନୀ। ସେମାନେ ହେଲେ ବେହେରାପୁଟୁ ଗ୍ରାମର...

ପ୍ରାକ ରାଜ୍ୟ ପୁରସ୍କାର ପରୀକ୍ଷା ପ୍ରସ୍ତୁତି ଶିବିର ଉଦ୍‌ଯାପିତ

ଦିଗପହଣ୍ଡି,୧୫।୯(ଡି.ଏନ.ଏ.)-ଦିଗପହଣ୍ଡି ପଦ୍ମନାଭପୁର ସ୍ଥିତ ସରସ୍ବତୀ ଶିଶୁ ମନ୍ଦିର ଶ୍ରୀଧାମ ପରିସରରେ ଚାଲିଥିବା ଭାରତ ସ୍କାଉଟସ୍‌ ଏଣ୍ଡ ଗାଇଡସର ପ୍ରାକ ରାଜ୍ୟ ପୁରସ୍କାର ପରୀକ୍ଷା ଶିବିର ରବିବାର...

ଭଡ଼ା ବାକିଥିବା ଦୋକାନରେ ଝୁଲିଲା ତାଲା

କାମାକ୍ଷାନଗର,୧।୮(ଡି.ଏନ୍‌.ଏ.)-କାମାକ୍ଷାନଗର ଏନ୍‌ଏସି ପକ୍ଷରୁ ବ୍ୟବସାୟ ପାଇଁ ଲିଜ୍‌ସୂତ୍ରରେ ଦିଆଯାଇଛି ଦୋକାନ ଗୃହ। ହେଲେ ବ୍ୟବସାୟୀମାନେ ବର୍ଷ ବର୍ଷ ଧରି ଭଡ଼ା ଦେଉନାହାନ୍ତି। ବାରମ୍ବାର ନୋଟିସ୍‌ ଦିଆଯିବା...

ଏନ୍‌ଜେନ୍‌ କର୍ମଚାରୀଙ୍କ ୪ ଦଫା ସମସ୍ୟାର ସମାଧାନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ 

କେନ୍ଦ୍ରାପଡା ଅଫିସ, ୧୯ା୯: ୪ ଦଫା ଦାବି ନେଇ ଏନ୍‌ଜେନ୍‌ କର୍ମଚାରୀ ତଥା ଇଲେକ୍‌ଟ୍ରିସିଟି ଠିକା ଶ୍ରମିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବିପତ୍ର...

କେଜିବିଭି ହଷ୍ଟେଲରେ ପାଣି ସମସ୍ୟା, ଛାତ୍ରୀଙ୍କୁ ଧମକଚମକ: ରାସ୍ତାକୁ ଓହ୍ଲାଇଲେ ଅନ୍ତେବାସିନୀ

ଲୋଇସିଂହା,୬।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟ(କେଜିବିଭି)ର ଅନ୍ତେବାସିନୀମାନେ ନାନା ସମସ୍ୟା ଦେଇ ଗତି କରୁଛନ୍ତି। ଏହାର ପ୍ରତିବାଦ କଲେ ସେମାନଙ୍କୁ...

ଟ୍ରାକ୍ଟର ଧକ୍କାରେ ପୁତୁରା ମୃତ, ଦାଦା ଗୁରୁତର

ଦାରିଙ୍ଗବାଡ଼ି,୨୧।୬(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସୁଲୁମାହା ଘାଟିରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଟ୍ରାକ୍ଟର ଧକ୍କାରେ ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଇକ ଚାଳକ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *