ୟୁକ୍ରେନ୍‌ର ୫୬୫ ଶହ କୋଟି ଡଲାର କ୍ଷତି, ୭୮୮୬ କିଲୋମିଟର ରାସ୍ତାଘାଟ ନଷ୍ଟ…

କ୍ୱିଭ୍‌, ୨୯।୩ : ରୁଷିଆ ଆକ୍ରମଣରେ ୟୁକ୍ରେନ୍‌ର ବହୁ ଆବାସିକ କୋଠା, ହସ୍ପିଟାଲ, ଶିକ୍ଷାନୁଷ୍ଠାନ ଆଦି ଧ୍ୱଂସ ହୋଇଛି। ଯୁଦ୍ଧରେ ୟୁକ୍ରେନ୍‌ର ପ୍ରାୟ ୫୬୫ ଶହ କୋଟି ଡଲାର କ୍ଷତି ହୋଇଛି। ଏହା ସହିତ ୭୮୮୬ କିଲୋମିଟର ରାସ୍ତାଘାଟ ନଷ୍ଟ ହୋଇଯାଇଛି। ଏସବୁକୁ ସ୍ବାଭାବିକ କରିବା ପାଇଁ ବହୁ ବର୍ଷ ଲାଗିବାର ସମ୍ଭାବନା ରହିଛି।

ଇତିମଧ୍ୟରେ ୪୦ ଲକ୍ଷରୁ ଅଧିକ ଲୋକ ଜୀବନ ବିକଳରେ ୟୁକ୍ରେନ୍‌ ଛାଡ଼ି ଅନ୍ୟ ଦେଶରେ ଶରଣାର୍ଥୀ ସାଜିଛନ୍ତି। ୟୁକ୍ରେନ୍‌ର ସ୍ଥିତି ସୁଧୁରିଲେ ସେମାନେ ନିଜ ଭିଟାମାଟିକୁ ଫେରିବେ କି ନାହିଁ ତାହା ଅନିଶ୍ଚିତତା ମଧ୍ୟରେ ରହିଛି।

ରୁଷିଆ କ୍ଷେପଣାସ୍ତ୍ର ମାଡ଼ରେ ମାରିଆପୋଲ୍‌ ସହରର ୯୦ ପ୍ରତିଶତ ଧ୍ୱଂସସ୍ତୁପରେ ପରିଣତ ହୋଇଛି। ୟୁକ୍ରେନ୍‌ ମନ୍ତ୍ରୀ ୟୁଲିୟା ସିବ୍ରିଣ୍ଡେକୋ ଏସମ୍ପର୍କରେ ଫେସ୍‌ବୁକ୍‌ରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ପରେ ଏବେ କ୍ରିକେଟ ମଇଦାନରେ ଜନ ଆବ୍ରାହମଙ୍କ ଏଣ୍ଟ୍ରି, ହେଲେ ଏହି ଟିମ୍‌ର ମାଲିକ

ନୂଆଦିଲ୍ଲୀ, ୨୬।୬: ବଲିଉଡର ଆକ୍ସନ ଷ୍ଟାର୍ ଜନ ଅବ୍ରାହମ୍ ଏବେ କ୍ରିକେଟ୍ ପିଚ୍‌ରେ ନଜର ଆସିବେ। ସେ ପ୍ରଥମ ୟୁରୋପିଆନ୍ ଟି-୨୦ ପ୍ରିମିୟର ଲିଗ୍ (ETPL)ର ଫ୍ରାଞ୍ଚାଇଜ୍…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ନିରାଶ ହେଲେ ପ୍ରଶଂସକ, ଖେଳିବେନି ବୈଭବ

ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି। ଏହା…

ଆଫଗାନିସ୍ତାନ ମାଡ଼ରେ ଉଡ଼ିଲା ପାକିସ୍ତାନର ହୋଶ! ଭାରତ ବିରୋଧରେ ଖ୍ବାଜା ଆସିଫ ଆଣିଲେ…

ଇସଲାମାବାଦ,୨୬।୬: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଆଫଗାନିସ୍ତାନରୁ ହୋଇଥିବା ଡ୍ରୋନ ଆକ୍ରମଣ ପାଇଁ ଭାରତକୁ ଦାୟୀ କରିଛନ୍ତି। ଗତ ସପ୍ତାହରେ, ଆଫଗାନ ତାଲିବାନ ବାହିନୀ ଦୁଇଟି…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ବଢିବ ସିୟାଙ୍କ ସମସ୍ୟା! କସାବକୁ ମୃତ୍ୟୁଦଣ୍ଡ ଦେଇଥିବା ଓକିଲ ଲଢ଼ିବେ କେତନଙ୍କ ହତ୍ୟା ମାମଲା

ପୁଣେ,୨୬।୬: ପୁଣେର ପ୍ରସିଦ୍ଧ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ଏହି ହାଇପ୍ରୋଫାଇଲ ହତ୍ୟାକାଣ୍ଡକୁ ନେଇ ସାରା ମହାରାଷ୍ଟ୍ରରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri