ଭୋଜି ଖାଇ ୧୫୦ ଅସୁସ୍ଥ

ଭୋଗରାଇ,୧୭।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଭୋଗରାଇ ବ୍ଲକ ଅଧୀନ ରାଣୀବସାଣ ଗ୍ରାମର ଜଣେ ବ୍ୟକ୍ତିଙ୍କ ବାହାଘର ଭୋଜି ଖାଇ ୧୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଅସୁସ୍ଥ ହୋଇ ପଡ଼ିଛନ୍ତି। ସେମାନଙ୍କୁ ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଉଛି। ଘଟଣାସ୍ଥଳକୁ ଏକ ଡାକ୍ତରୀ ଦଳ ଯାଇ ଚିକିତ୍ସା କରୁଥିବାର ସୂଚନା ମିଳିଛି।


All Right Reserved By Dharitri.Com

ପ୍ରଦୂଷିତ ସହର ତାଲିକାରେ ବାଲେଶ୍ୱର: ସଚେତନ କଲା ଜଳସମ୍ପଦ ଓ ପରିବେଶ ସୁରକ୍ଷା ସମିତି

ବାଲେଶ୍ୱର ଅଫିସ, ୮।୧୧-ନ୍ୟାଶନାଲ ଟ୍ରିବ୍ୟୁନାଲ ସର୍ଭେ ରିପୋର୍ଟକୁ ଭିତ୍ତି କରି ଭାରତର ୧୦୬ଟି ସହରକୁ ପ୍ରଦୂଷଣଯୁକ୍ତ ଏବଂ ଚାଷ ଅନୁପଯୋଗୀ ଘୋଷଣା କରାଯାଇଛି। ଏହି ସହର...

ବୈତରଣୀ ନଦୀ ସେତୁରୁ ବେରିଂ ଖସିବା ଘଟଣା: ବର୍ଷେ ପରେ ବି ବିଳମ୍ବ ମରାମତି

ଆନନ୍ଦପୁର, ୭।୬(ସ୍ବ.ପ୍ର.)- ଆନନ୍ଦପୁର ବୈତରଣୀ ନଦୀ ସେତୁକୁ ଦଇବ ସାହା। ବିପଦସଙ୍କୁଳ ଅବସ୍ଥାରେ ରହିଥିବା ଏହି ସେତୁର ଏକ ପିଲାରରୁ ୨୦୧୮ ଜୁଲାଇ ୬ ତାରିଖରେ...

ଗଣତି କାର୍ଯ୍ୟ ଶୃଙ୍ଖଳିତ କରିବାକୁ ତତ୍ପରତା

ବାଲେଶ୍ୱର ଅଫିସ, ୨୨।୫-ସାଧାରଣ ନିର୍ବାଚନ ପରେ ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍‌ ପୋଲ ପ୍ରକାଶ ପାଇଥିଲା। ଏହାକୁ ନେଇ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ଉଷ୍ମତା ବଢ଼ି...

କେନାଲ, ରାସ୍ତା କାମ ନିମ୍ନମାନର ଅଭିଯୋଗ : କାର୍ଯ୍ୟ ବନ୍ଦ କଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ଖଇରା, ୨୦।୪(ଡି.ଏନ.ଏ.)-ସାଳନ୍ଦୀ ବାମପାର୍ଶ୍ୱ ଆମ୍ବହତା କେନାଲର ଖଇରା ଉପଖଣ୍ଡ ଅଧୀନ ଗଡ଼ ଗ୍ରାମ ନିକଟରେ ଚାଲିଥିବା କେନାଲ ଓ ତତ୍‌ସଂଲଗ୍ନ ଆପ୍ରୋଚ ରୋଡ଼ କାର୍ଯ୍ୟ ନିମ୍ନମାନର...

ସ୍ନାନମଣ୍ଡପରେ ଦର୍ଶନ ଦେଲେ ତିନିଠାକୁର

ବାରିପଦା ଅଫିସ,୧୭।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦା ଜଗନ୍ନାଥ ମନ୍ଦିରରେ ସୋମବାର ଭୋର ୪ଟାରେ ମହାପ୍ରଭୁ ପହଣ୍ଡି ହୋଇ ସ୍ନାନମଣ୍ଡପକୁ ଆସିଥିଲେ। ଭୋର ପ୍ରାୟ ୫ଟାରେ...

ବର୍ଷା ପାଇଁ ପୂଜାର୍ଚ୍ଚନା

କେନ୍ଦୁଝର,୭ା୬(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ବଉଳମାଳ ଗ୍ରାମ ତଥା ଆଖପାଖ ଅଞ୍ଚଳରେ ବର୍ଷା ହୋଇ ନ ଥିବାରୁ ଚାଷୀକୁଳ ହତାଶ ହୋଇପଡ଼ିଛନ୍ତିା ଫଳରେ ଲୋକେ ବର୍ଷା...

ଯଦୁନାଥ କଲେଜରେ ର଼୍ୟାଗିଂରୁ ଉତ୍ତେଜନା: ପ୍ରତିଶୋଧ ନେଲେ ଜୁନିୟର ଛାତ୍ର

ବାଲେଶ୍ୱର ଅଫିସ/ରସାଳପୁର, ୧।୯(ଡି.ଏନ.ଏ.)-ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ଘଟଣାକୁ ନେଇ ଦୁଇ ଛାତ୍ରଗୋଷ୍ଠୀ ମୁହଁାମୁହିଁ ହେବା ଏବଂ ଜୁନିୟର ଛାତ୍ରମାନେ ପ୍ରତିଶୋଧ ପରାୟଣ ହୋଇ ଜଣେ ସିନିୟର ଛାତ୍ରଙ୍କୁ...

ଚିଟ୍‌ଫଣ୍ଡ ଅର୍ଥ ଫେରସ୍ତ ଦାବି: ଏଜେଣ୍ଟଙ୍କ ବିରୋଧରେ ଏତଲା ଦେଲେ ଜମାକାରୀ

ରେମୁଣା, ୩୦।୮(ଡି.ଏନ.ଏ.)-ରେମୁଣା ଥାନା ଅଧୀନ ବିଦ୍ୟାଧରପୁର ଗଁାର କେତେକ ଚିଟ୍‌ଫଣ୍ଡ ଜମାକାରୀ ସେହି ଗଁାର ଜଣେ ଏଜେଣ୍ଟଙ୍କ ନଁାରେ ଥାନାରେ ଅଭିଯୋଗ କରିଛନ୍ତି। ଉକ୍ତ ଏଜେଣ୍ଟ...

Leave a comment

Your email address will not be published. Required fields are marked *