କମୁଛି ସଂକ୍ରମଣ: ଚିହ୍ନଟ ହେଲେ ୫୭ କରୋନା ଆକ୍ରାନ୍ତ

ଭୁବନେଶର, ୨୨।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୮ ଜଣ ଆକ୍ରାନ୍ତି ରହିଛନ୍ତି। ସେହିପରି ୩୨ ଜଣ କ୍ୱାରାଣ୍ଟାଇନ୍‌ ରହିଥିବା ବେଳେ ୨୫ ଜଣ ଲୋକାଲ କେସ୍‌ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୧୯ ଜଣ, ଖୋର୍ଦ୍ଧାରୁ ୮ ଜଣ, ବାଲେଶ୍ବର, କଟକ, ଦେବଗଡ଼ ଓ ନୟାଗଡ଼ ଜିଲାରୁ ୪ ଜଣ ଲେଖାଏ ରହିଥିବା ବେଳେ ଗଜପତି ଓ ସମ୍ବଲପୁରରୁ ୨ ଜଣ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, କୋରାପୁଟ, ନୂଆପଡ଼ା, ପୁରୀ, ରାୟଗଡ଼ା ଓ ସୋନପୁରରୁ ଜଣେ ଲେଖାଏ ଏବଂ ଷ୍ଟେଟ ପୁଲ୍‌ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri