ଭୁବନେଶ୍ୱରରୁ ଆଜି ପୁଣି ୫୭ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୧୨୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୨୯୨୨୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।୧୯୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅବଶିଷ୍ଟାଂଶ ଚିକିତ୍ସାଧୀନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ ହାଉସ୍‌ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ପ୍ରେମିକଙ୍କୁ ଅଟକ ରଖିଲା ସମୁଦ୍ରକୂଳ ପୋଲିସ

ପୁରୀ ଅଫିସ,୧୮।୨: ପୁରୀ ଚକ୍ରତୀର୍ଥ ରୋଡସ୍ଥିତ ଏକ ଗେଷ୍ଟ ହାଉସ୍‌ରୁ ମଙ୍ଗଳବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ନୟାଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି।...

ଭୁବନେଶ୍ୱରକୁ ନୂଆ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର, ୨୫-୯(ବ୍ୟୁରୋ): ପ୍ରଥମେ ଏୟାର ଇଣ୍ଡିଆ ଓ ପରେ ଏୟାର ଏସିଆ ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ସେବା ପ୍ରତ୍ୟାହାର କରିସାରିଲେଣି। ହେଲେ ଏବେ...

ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ: ୬ ବାତିଲ, ବଦଳିଲା ୮ ଟ୍ରେନ୍‌ର ଗତିପଥ

ଅନୁଗୋଳ ଅଫିସ,୧୪।୯: ଅନୁଗୋଳ ଜିଲା ତାଳଚେର ରୋଡ଼ ଭୋଗବେରେଣି ପୋଲ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ଟି ସମ୍ବଲପୁରରୁ...

ଘରଭଙ୍ଗା ତଦନ୍ତରେ ଅନିୟମିତତା: ସତ୍ୟବାଦୀ ତହସିଲ ଅଫିସ ଘେରାଉ କଲେ ଫନୀ କ୍ଷତିଗ୍ରସ୍ତ

ସାକ୍ଷୀଗୋପାଳ, ୨୧।୧(ଡି.ଏନ୍‌.ଏ)-ଫନୀ ପ୍ରଭାବରେ କ୍ଷତିଗ୍ରସ୍ତ ପରିବାର ନ୍ୟାୟ ପ୍ରଦାନ ଦାବିରେ ମଙ୍ଗଳବାର ସତ୍ୟବାଦୀ ତହସିଲଦାରଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ। ଘରଭଙ୍ଗା ତଦନ୍ତରେ ଅନିୟମିତତା ଅଭିଯୋଗ କରି...

ରିମାଣ୍ଡ ନୋହିଲା, ଆଜି ଆସିବେ ସର୍ବେଶ୍ୱର

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ରବିବାରଠାରୁ ୨ଦିନିଆ ରିମାଣ୍ଡ ଅନୁମତି ଦେଇଥିଲେ କୋର୍ଟ। ହେଲେ କାଗଜପତ୍ରଜନିତ କିଛି...

ରାଜଘାଇ ପାଣି ଦୂଷିତ, ପାନୀୟଜଳ ପ୍ରକଳ୍ପ ଅଚଳ

ହିଞ୍ଜିଳିକାଟୁ,୨୧ା୩(ଡି.ଏନ୍‌.ଏ.) – ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଅଧୀନ ଗୋପୀନାଥପୁର ଗ୍ରାମରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଗ୍ରାମ୍ୟ ଜଳ ଯୋଗାଣ...

‘ଟିକା ନ ନେଲେ ଭୁଲିଯାଅ ଦରମା ’

କଟକ, ୫ା୨- ପଞ୍ଜୀକରଣ କରି ଟିକା ନ ନେଲେ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନବାଡ଼ି କର୍ମୀଙ୍କୁ ଦରମା ମିଳିବ ନାହିଁ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି କଟକ...

ଓଡ଼ିଆ ଆଇଏଏସ୍‌ ଅଫିସର ପି.କେ. ମିଶ୍ର ହେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ବୁଧବାର ଦାୟିତ୍ୱ ନେଇଛନ୍ତି ଓଡ଼ିଆ ଆଇଏଏସ୍‌ ଅଫିସର ପ୍ରମୋଦ କୁମାର ମିଶ୍ର। ନୃପେନ୍ଦ୍ର ମିଶ୍ରଙ୍କ ଅବସର ପରେ ...

Advertisement


Archives

Model This Week