୫୭୦୦ ଲକ୍ଷ ବର୍ଷ ପୁରାତନ ପ୍ରାଣୀ ଜୀବାଶ୍ମର ମିଳିଲା ସନ୍ଧାନ

ଭୋପାଳ,୧୦।୨: ମଧ୍ୟପ୍ରଦେଶର ଭୋପାଳ ଠାରୁ ୪୦ କିଲୋମିଟରର ଦୂରରେ ଥିବା ୟୁନେସ୍କୋ ଦ୍ୱାରା ସଂରକ୍ଷିତ ଅଞ୍ଚଳ ଭାବେ ଘୋଷଣା କରାଯାଇ ଥିବା ଭୀମ୍‌ବେଟ୍‌କାରେ ୫୭୦୦ ଲକ୍ଷ ବର୍ଷ ତଳେ ପୃଥିବୀରେ ବାସ କରୁଥିବା ପ୍ରାଣୀର ଜୀବାଶ୍ମର ସନ୍ଧାନ ମିଳିଛି। ଏହାର ଲମ୍ବ ୧୭ ଇଞ୍ଚ୍‌। ପୃଥିବୀର ସର୍ବ ପୁରାତନ ପ୍ରାଣୀ ଡିକ୍‌ଇନ୍‌ସୋନିଆର ଏହା ଜୀବାଶ୍ମ ବୋଲି ଗବେଷକ ଅନୁମାନ କରୁଛନ୍ତି। ଏଠାରେ ଥିବା ଏକ ଗୁମ୍ଫାର ଛାତ ଉପରୁ ଜୀବାଶ୍ମ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ଭାରତର ଅଂଶ : ସେନା ମୁଖ୍ୟ

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ସେନା ମୁଖ୍ୟ ବିପିନ ରାଓ୍ବତ ଶୁକ୍ରବାର କହିଛନ୍ତି ପାକ୍‌ ଅଧିକୃତ କଶ୍ମୀର(ପିଓକେ) ଓ ଗିଲଗିଟ ବାଲତିସ୍ତାନ ଭାରତର ଅଂଶ। ଏହାକୁ ପାକିସ୍ତାନ ଆତଙ୍କବାଦୀ...

ରେଡ୍ ଜୋନ୍‌ରେ ଦିଲ୍ଲୀ ଏନ୍‌ସିଆର୍‌

ନୂଆଦିଲ୍ଲୀ,୭ ।୧୧: ବେଳକୁ ବେଳ ଖରାପ ହେବାରେ ଲାଗିଛି ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ମାତ୍ରା । ବିଶେଷ ଭାବେ ଦିଲ୍ଲୀ ଏନ୍‌ସିଆର୍‌ରେ ପ୍ରଦୂଷଣ ମାତ୍ରା...

ଜଗ୍ଗି ବାସୁଦେବରୁ ସଦ୍‌ଗୁରୁ: ଜାଣନ୍ତୁ ଆଧ୍ୟାତ୍ମ୍ୟ ପଥରେ ଯାତ୍ରା କରୁଥିବା ଏହି …

ଯୋଗ ଏବଂ ଧ୍ୟାନର ପ୍ରଚାରକ ହେଲେ ଜଗ୍ଗି ବାସୁଦେବ ଓରଫ ସଦ୍‌ଗୁରୁ। ସେ ଇଶା ଫାଉଣ୍ଡେଶନର ସଂସ୍ଥାପକ ମଧ୍ୟ। ଏହି ଅନୁଷ୍ଠାନ ସାମାଜିକ କଲ୍ୟାଣ ଦିଗରେ...

କୁନି ହାତରେ ବାଳକ ଟେକୁଛନ୍ତି ଟ୍ରାକ୍ଟର

ଖେଳକୁଦ କରିବା ବୟସରେ ବଡ଼ କାରନାମା କରି ଚର୍ଚ୍ଚାରେ ଜଣେ ବାଳକ। ନିଜର କୁନି ହାତରେ ଟ୍ରାକ୍ଟରକୁ ଟେକି ପାରୁଛନ୍ତି ସେ। ଏହାର ଏକ ଭିଡିଓ...

୧୨ରେ ବହୁଚର୍ଚ୍ଚିତ ଆଦାନୀ-ହିଣ୍ଡେନ୍‌ବର୍ଗ ମାମଲାର ହେବ ଶୁଣାଣି

ନୂଆଦିଲ୍ଲୀ,୧୧ା୫: ବହୁଚର୍ଚ୍ଚିତ ଆଦାନୀ-ହିଣ୍ଡେନ୍‌ବର୍ଗ ବିବାଦ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ୧୨ ତାରିଖରେ ହେବ। ଆଦାନୀ ଗ୍ରୁପ୍‌ ଷ୍ଟକ୍‌ ମୂଲ୍ୟରେ ଜାଲିଆତି କରିଥିବା ଏବଂ ନିୟାମକ ନିକଟରେ...

ନୁପୁର ଶର୍ମାଙ୍କ ଉପରେ ଉତ୍ତେଜନାମୂଳକ ଭିଡିଓ କରି ଗିରଫ ହେଲେ କଶ୍ମୀରର ୟୁଟ୍ୟୁବର୍‌

ନୂଆଦିଲ୍ଲୀ,୧୧।୬: ନିଲମ୍ବିତ ଭାଜପା ମୁଖପାତ୍ର ନୁପୁର ଶର୍ମାଙ୍କ ମୁଣ୍ଡ ବିରୋଧରେ ଉତ୍ତେଜନାମୂଳକ ଭିଡିଓ କରି ଗିରଫ ହୋଇଛନ୍ତି କଶ୍ମୀରର ୟୁ-ଟ୍ୟୁବର ଫୈଜଲ ୱାନି। ଶନିବାର ତାଙ୍କୁ...

୪ ସେନା ଅଧିକାରୀଙ୍କୁ ହତ୍ୟା ଘଟଣାରେ ଯବାନ ଗିରଫ

ବଠିଣ୍ଡା, ୧୮।୪: ପଞ୍ଜାବ ବଠିଣ୍ଡାସ୍ଥିତ ମିଲିଟାରି ଷ୍ଟେଶନ୍‌ରେ ବୁଧବାର ୪ ସେନା ଅଧିକାରୀଙ୍କୁ ଗୁଳିକରି ହତ୍ୟା ଘଟଣାରେ ଜଣେ ଯବାନ୍‌ଙ୍କୁ ପୋଲିସ ଗିରଫ କରିଛି। ହତ୍ୟା...

୩୦ବର୍ଷ ହେଲା ସାପ ବିଷକୁ ଶରୀରକୁ ପ୍ରବେଶ କରାଉଛନ୍ତି ଏହି ବ୍ୟକ୍ତି

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ହେଉଥିବେ, ମାତ୍ର ଏହା ସମ୍ପୂର୍ଣ୍ଣ ସତ। ରକ୍‌ ସିଙ୍ଗର୍‌ ଷ୍ଟିଭ୍‌ ଲୁଡ୍‌ୱିନ୍‌ ବିଷାକ୍ତ ସାପ ବିଷକୁ ଶରୀରରେ ପ୍ରବେଶ କରାଇ ମଧ୍ୟ...

Advertisement
Archives

Model This Week