ଏସ୍‌ବିଆଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ନୂଆପଡା ଅଫିସ,୭ା୮-ସ୍ଥାନୀୟ ଏସବିଆଇ ପ୍ରଶିକ୍ଷଣ ପ୍ରତିଷ୍ଠାନ ନୂଆପଡା ଆନୁକୂଲ୍ୟରେ ମହିଳାମାନଙ୍କୁ ସିଲେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଶିକ୍ଷଣ ଶିବିରର ନିର୍ଦ୍ଦେଶକ ରଶ୍ମିରଞ୍ଜନ ମହାନ୍ତି ସଭାପତିତ୍ୱ କରିଥିବାବେଳେ ଡିଆରଡିଏ ପିଡି ବୃଷଭ ଚନ୍ଦ୍ର ନାଏକ ମୁଖ୍ୟଅତିଥି, ଓଏଲଏମର ଡିପିଏମ ଟିମନ ବାରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏଥିରେ ଯୋଗଦେଇଥିବା ପ୍ରତିଭାଗୀମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା। ଏହି ଅବସରରେ ପିିଡି ନାଏକ ମହିଳାମାନଙ୍କୁ ସ୍ବାବଲମ୍ବୀ ହୋଇ ଅନ୍ୟକୁ ମାର୍ଗଦର୍ଶନ କରିବାରେ ସହାୟକ ହେବାକୁ କହିଥିଲେ। ସୂଚନାଯୋଗ୍ୟ ଯେ, ଜିଲାର ବିଭିନ୍ନ ପ୍ରାନ୍ତରୁ ମୋଟ ୩୦ ଜଣ ପ୍ରଶିକ୍ଷାର୍ଥୀ ଯୋଗଦେଇ ତାଲିମ ନେଇଥିଲେ । ଏହାକୁ ପ୍ରଶିକ୍ଷକ ରବୀନ୍ଦ୍ର କୁମାର ରଥ ଏବଂ ଅନୀତା ପଟେଲ ପ୍ରମୁଖ ପରିଚାଳନା କରିଥିଲେ। ଅନୀତା ପଟେଲ ଧନ୍ୟବାଦ ଦେଇଥିଲେ ।


All Right Reserved By Dharitri.Com

ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ: ୩ ଦିନିଆ ବନ୍ଦ ପାଳନ ଆରମ୍ଭ

ସମ୍ବଲପୁର,୨୮।୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଜାରି ରହିଥିବାବେଳେ ଗୁରୁବାର ଠାରୁ ୩ ଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି...

ଚାଉଳ, ଭତ୍ତା ପାଇଁ ପାହାଡ଼ ଚଢି ଯାଉଛନ୍ତି ଗ୍ରାମବାସୀ

ଫିରିଙ୍ଗିଆ,୨୫ା୮-ଫିରିଙ୍ଗିଆ ବ୍ଲକ ଭୁଙ୍ଗିଯୋଡି ପଞ୍ଚାୟତ ଗାଜୁରିଘାଟି ଓ ମହଲିଙ୍ଗିଆ ଗ୍ରାମକୁ ରାସ୍ତା ନାହିଁ। ପଞ୍ଚାୟତ ସଦର ମହକୁମା ଠାରୁ ଏହି ୨ଗ୍ରାମ ପ୍ରାୟ ୬ କିମି...

ଇଷ୍ଟକୋଷ୍ଟର ଟିଟିଆଇ ପାର୍ବତୀ

କଟକ ଅଫିସ,୬।୧୨:ଟ୍ରେନ୍‌ ଟିକେଟ୍‌ ଇନ୍ସପେକ୍ଟର(ଟିଟିଆଇ) ଡ୍ୟୁଟି ଅତ୍ୟନ୍ତ କଷ୍ଟକର। ଡ୍ୟୁଟିବେଳେ ଅନେକ ସମୟରେ ପ୍ରତିକୂଳ ପରିସ୍ଥିତି ସାମ୍ନା କରିବାକୁ ପଡ଼ିଥାଏ। ଗୋଟିଏ ଜୋନ୍‌ରୁ ଅନ୍ୟ ଜୋନ୍‌କୁ...

ବାଲିଆରେ ବୋମାମାଡ: ୨ ଜୀବନ୍ତ ଗୁଳି ଜବତ

ଡେରାବିଶ, ୧୬।୧୨(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲା ଡେରାବିଶ ଥାନା ବାଲିଆ ମୁସଲମାନ ବସ୍ତିରେ ରବିବାର ବିଳମ୍ବିତ ରାତିରେ ଏକ ବୋମାମାଡ ହୋଇଥିବା ଅଭିଯୋଗ ହୋଇଛି। ପୋଲିସ ସୂଚନା...

୨୪ ଘଣ୍ଟା ପରେ ଜେଲରୁ ମୃତଦେହ ଉଦ୍ଧାର: ପରିବାର ଲୋକେ ଥାନାରେ ଦେଲେ ଏତଲା, ଜିଲାପାଳଙ୍କୁ ଦାବିପତ୍ର

କେନ୍ଦୁଝର, ୨୦ା୧୧ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ବିଚାରାଧୀନ କଏଦୀ ପ୍ରଦୀପ ବେହେରାଙ୍କ ଆତ୍ମହତ୍ୟା କରିବାର ୨୪ ଘଣ୍ଟା ପରେ ତାଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହକୁ ଉଦ୍ଧାର...

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା

ଚନ୍ଦ୍ରଗିରି,୧୫ା୮(ଡି.ଏନ.ଏ.):ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରିର ଚନ୍ଦନପୁର ବସ୍ତିରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀ...

କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ନୟାଗଡ଼ ଜିଲା ପରିଦର୍ଶନ

ନୟାଗଡ଼ ଅଫିସ,୧ା୧୨-କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ଶନିବାର ନୟାଗଡ଼ ଜିଲା ଗସ୍ତ କରିଥିଲେ। ପ୍ରଥମେ ସେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ଜିଲାପାଳଙ୍କ ମିନି...

ଛାତ୍ରୀଛାତ୍ରଙ୍କ ଅହିଂସା ପଦଯାତ୍ରାକୁ ଅଟକାଇଲା ପ୍ରଶାସନ

ବାରିପଦା ଅଫିସ,୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ୍‌, ଏମଏଡ୍‌...

Leave a comment

Your email address will not be published. Required fields are marked *