Posted inଜାତୀୟ

‘ଦିଦି ମୋର ଏକ ଅଭିଯୋଗ, ପ୍ରତିଶ୍ରୁତି ପାଳନ ନ କରି ଚାଲିଗଲ’

ନୂଆଦିଲ୍ଲୀ, ୭।୮: ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ସୁଷମାଙ୍କୁ ମନେପକାଇ ଏକ ଭାବୁକ ଟୁଇଟ୍‌ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସେ ଲେଖିଛନ୍ତି, ଦିଦି ଆପଣଙ୍କ ନିକଟରେ ମୋର ଏକ ଅଭିଯୋଗ, ବାଂଶୁରୀକୁ ଏକ ରେଷ୍ଟୁରାଣ୍ଟ ବାଛିବାକୁ କହିଥିଲ, ଯେଉଁଠାକୁ ଆପଣ ମୋତେ ମଧ୍ୟାହ୍ନ ଭୋଜନରେ ନେଇଯିବାକୁ ପ୍ରତଶ୍ରୁତି ଦେଇଥିଲ। କିନ୍ତୁ ତାହା ପାଳନ ନ କରି ଆମ ଦୁଇଜଣଙ୍କଠାରୁ ଚାଲିଗଲ। ସୂଚନାଯୋଗ୍ୟ, ସୁଷମାଙ୍କ ହୃଦଘାତରେ ପରଲୋକ ଘଟିଛି।


All Right Reserved By

ମନ୍ଦିର ଭିତରକୁ ପଶିଆସିଲା କୁମ୍ଭୀର: ଲୋକେ କଲେ ପୂଜାର୍ଚ୍ଚନା

ଅହମ୍ମଦାବାଦ, ୨୪।୬: ଗୁଜରାଟର ମହିସାଗର ଜିଲାରେ ଥିବା ଖୋଡିୟାର ମାତା ମନ୍ଦିର ଭିତରକୁ ଏକ କୁମ୍ଭୀର ପଶିଆସିଥିଲା। ଶ୍ରଦ୍ଧାଳୁ ମାତାଙ୍କ ରୂପ ଭାବ କୁମ୍ଭୀରକୁ ପୂଜାର୍ଚ୍ଚନା...

ଚନ୍ଦ୍ରୟାନ-୨ର ବିଫଳତାରେ ଜୋର୍‌ରେ କାନ୍ଦିଲେ ମନ୍ତ୍ରୀ

ଲକ୍ଷ୍ନୌ,୭।୯: ଭାରତର ବହୁ ପ୍ରତିକ୍ଷିତ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ବିଫଳତା ନେଇ ଉତ୍ତରପ୍ରଦେଶ ମନ୍ତ୍ରୀ ଜୋର୍‌ରେ କାନ୍ଦି ଉଠିଛନ୍ତି। ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ ଯୋଗୀଙ୍କ ମନ୍ତ୍ରୀ ମୋହସିନ୍‌...

କମଲେଶ ହତ୍ୟାକାଣ୍ଡ: ୫ ଗିରଫ

ଲକ୍ଷ୍ନୌ,୨୦ା୧୦ : ଉତ୍ତରପ୍ରଦେଶର ହିନ୍ଦୁବାଦୀ ନେତା କମଲେଶ ତିଓ୍ବାରୀ ହତ୍ୟା ମାମଲାରେ ୫ ଜଣଙ୍କୁ ଗିରଫ କରାଯାଇଛି। ଶୁକ୍ରବାର କମଲେଶଙ୍କୁ ତାଙ୍କ ଲକ୍ଷ୍ନୌ ଘରେ ହତ୍ୟା...

ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ଇଡିର ଜେରା

ନୂଆଦିଲ୍ଲୀ, ୧ା୮(ପି.ଟି.): ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ କନ୍‌ଫରେନ୍ସ ନେତା ଫାରୁକ୍‌ ଅବ୍‌ଦୁଲ୍ଲାଙ୍କୁ ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ବୁଧବାର ଜେରା...

ମେନ୍ଧର ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୪।୯: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାର ମେନ୍ଧର ସେକ୍ଟରରେ ପାକିସ୍ତାନ ଶନିବାର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସକାଳ ପ୍ରାୟ ୯ଟା ୩୦ରେ ମୋର୍ଟାର ମାଡ କରିବା ସହ...

ବଳାତ୍କାର, ହତ୍ୟା ମାମଲା: ଦୋଷୀଙ୍କୁ ୩ ଥର ଆଜୀବନ, ୨୬ ବର୍ଷ ଜେଲ୍‌

ଥିରୁଭାନନ୍ତପୁରମ୍‌,୧୮ା୭: ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ କୋଲାମ୍‌ସ୍ଥିତ ଅତିରିକ୍ତ ସେସନ୍ସ (ପୋକ୍ସୋ) ଅଦାଲତ ବୁଧବାର ଅପରାଧୀଙ୍କୁ ତିନି ଥର ଆଜୀବନ ଜେଲ୍‌ଦଣ୍ଡାଦେଶ ସହିତ...

ଆସୁଛି ସାମୁଦ୍ରିକ ଝଡ଼ ‘ହିକ୍କା’ ୨୫ରେ ଉପକୂଳ ଛୁଇଁବା ସମ୍ଭାବନା

ନୂଆଦିଲ୍ଲୀ,୨୩।୯: ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ହିକ୍କା’ ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ଓମାନ ଉପକୂଳ ଛୁଇଁବ ବୋଲି ଅନୁମାନ କରିଛି...

ଆଦିତ୍ୟନାଥଙ୍କ ବିରୋଧରେ ଆପତ୍ତିଜନକ ପୋଷ୍ଟିଂ:ହାର୍ଡ କୌରଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଲକ୍ଷ୍ନୌ,୨୧।୬:ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ବିରୋଧରେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରିବା ଅଭିଯୋଗରେ ଗାୟକ ତାରଣ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *