ବଢ଼ି ଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୫୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪,୦୭୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୩୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୬୯ ଜଣ ଶିଶୁ ବି ଅଛନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ୨୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୮ ଏବଂ ସୁନ୍ଦରଗଡ଼ରୁ ୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧୪, ବାଲେଶ୍ୱର ୧୨, ବରଗଡ଼ ୧, ଭଦ୍ରକ ୩, ବଲାଙ୍ଗୀର ୨, ବୌଦ୍ଧ ୧, ଦେବଗଡ଼ ୨, ଗଜପତି ୫, ଜଗତସିଂହପୁର ୮, ଯାଜପୁର ୧୫, ଝାରସୁଗୁଡ଼ା ୬, କଳାହାଣ୍ଡି ୫, କନ୍ଧମାଳ କେନ୍ଦ୍ରାପଡ଼ା ୧, କେନ୍ଦୁଝର ୩, କୋରାପୁଟ ୪, ମୟୂରଭଞ୍ଜ ୧୬, ନୟାଗଡ଼ ୫, ନୂଆପଡ଼ା ୮, ପୁରୀ ୧୨, ରାୟଗଡ଼ା ୨, ସମ୍ବଲପୁରରୁ ୪୧ ଏବଂ ସୋନପୁରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୫୩।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪,୦୭୬ରେ ପହଞ୍ଚିଥିବା ବେଳେ ୧୨,୮୧,୫୩୭ ଜଣ ସୁସ୍ଥ ହୋଇଛନ୍ତି। ୩୩୬୦ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri