Posted inଜାତୀୟ

ଭାଜପା ଅଫିସ୍‌କୁ ଅଣାଗଲା ସୁଷମାଙ୍କ ମରଶରୀର

ନୂଆଦିଲ୍ଲୀ, ୭।୮:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ୬୭ବର୍ଷରେ ପରଲୋକ ଘଟିଛି। ଦିଲ୍ଲୀ ଏମ୍ସଠାରେ ପରଲୋକ ହେବା ପରେ ସୁଷମାଙ୍କ ମରଶରୀର ପ୍ରଥମେ ତାଙ୍କ ଦିଲ୍ଲୀସ୍ଥିତ ବାସଭବନକୁ ନିଆଯାଇଥିଲା। ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସମେତ ଦେଶର ବିଭିନ୍ନ ନେତା ସୁଷମାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ୧୧ଟା ପରେ ସୁଷମାଙ୍କ ମରଶରୀର ଭାଜପା ମୁଖ୍ୟାଳୟକୁ ଅଣାଯାଇଛି। ସେଠାରେ ଦଳର ନେତା ଏବଂ କର୍ମୀମାନେ ସୁଷମାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। ଏହାପରେ ଅପରାହ୍ଣ ୩ଟାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡିଛି।


All Right Reserved By Dharitri.Com

ବିସିଜି ଟୀକା ଦିଆଯାଇଥିବା ଦେଶରେ କରୋନା ଆତଙ୍କ ହେବ କମ୍‌: ଭାରତରେ ଅଧିକ କ୍ଷତିର ନାହିଁ ଆଶଙ୍କା !

ନୂଆଦିଲ୍ଲୀ/ମେଲବୋର୍ନ,୧।୪: ଯେଉଁ ଦେଶରେ ଟିବି ପାଇଁ  ପ୍ରତିଷେଧକ ଟୀକା ବିସିଜି(ବାସଲି କାଲାମେଟ୍‌-ଗ୍ୟୁରିନ୍‌)ର ବ୍ୟବହାର କରାଯାଇଛି ସେସବୁ ଦେଶରେ କରୋନା ଆତଙ୍କ କମ ଦେଖାଯିବ ବୋଲି ନ୍ୟୁୟର୍କ...

ଗଙ୍ଗା ନଦୀରେ ଚାଷୀଙ୍କ ଜଳ ସତ୍ୟାଗ୍ରହ

ବିଜନର,୨୧।୮: ଉତ୍ତରପ୍ରଦେଶର ବିଜନର ଜିଲାର ଭାରତୀୟ କିଷାନ ୟୁନିୟନ(ଭାକିୟୁ) ପକ୍ଷରୁ ଚାଷୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଦେବଲଗଢ଼ ଗଁାର ଗଙ୍ଗା ନଦୀରେ ସେତୁ ନିର୍ମାଣ ଦାବିରେ ଶହ...

ଘରୁ ଅସରପା ଦୂରେଇ ରଖିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଅଳିଆ ଆବର୍ଜନା ସ୍ଥାନରେ ଅସରପା ରହିଥାନ୍ତି। ଏହାଦ୍ୱାରା ଘର ମଇଳା ହୋଇଥାଏ। ତେବେ ଅସରପାଙ୍କୁ ଘରୁ ଦୂରେଇ ରଖିବା ପାଇଁ ଚିନି ସହିତ ବେକିଙ୍ଗ୍‌ ସୋଡ଼ା...

ଆଳୁ ଚାଷୀଙ୍କ ଭୋକିଲା ପେଟରେ ପେପ୍ସିକୋର ଆଇନ ଛାଟ: ଚିପ୍ସ୍‌ରେ ବ୍ୟବହୃତ କିସମ ପାଇଁ ମାଗିଲା କ୍ଷତିପୂରଣ

ଅହମ୍ମଦାବାଦ,୨୫।୪: ଦେଶରେ ଚାଷୀ ଆତ୍ମହତ୍ୟା ଏବେ ବି ଥମିନି। ଚାଷୀ ଫସଳ ଅମଳ ପାଇଁ ଋଣ ପରିଶୋଧ କରିବାକୁ ଅକ୍ଷମ ହେଉଛନ୍ତି। ଆବଶ୍ୟକତା ଅନୁସାରେ ଫସଲ...

କହ୍ନେୟାଙ୍କ ନଁ। ରେ ଚାଲିବ ଦେଶଦ୍ରୋହ ମାମଲା

ନୂଆଦିଲ୍ଲୀ,୨୯ା୨(ପି.ଟି.): ଜବାହରଲାଲ ନେହେରୁ ଛାତ୍ର ସଂସଦ (ଜେଏନ୍‌ୟୁଏସ୍‌ୟୁ)ର ପୂର୍ବତନ ସଭାପତି କହ୍ନେୟା କୁମାର ଓ ଅନ୍ୟ ଦୁଇଜଣଙ୍କ ବିରୋଧରେ ଦେଶଦ୍ରୋହ ମୋକଦ୍ଦମା ଚାଲିବ। ଏଥିପାଇଁ ଦିଲ୍ଲୀ...

ସୁଖୀ ସୂଚକାଙ୍କରେ ଭାରତର ସ୍ଥାନ ନବମ

ନୂଆଦିଲ୍ଲୀ,୩୧।୮: ଉତ୍ତମ ଆର୍ଥିକ ପରିସ୍ଥିତି ଓ ସୁସ୍ଥ ଜୀବନଯାପନ ଦ୍ୱାରା ଜଣେ ସୁଖୀ ହୋଇପାରେ ବୋଲି ଭାରତୀୟଙ୍କର ଧାରଣା। ଏକ ନୂତନ ସର୍ବେକ୍ଷଣ ରିପୋର୍ଟରୁ ଏହି...

କ୍ରସ୍‌ ମଦର ମିଲ୍କ ବ୍ୟାଙ୍କ ଜରିଆରେ ଅନ୍ୟର ଶିଶୁଙ୍କୁ ସ୍ତନ୍ୟପାନ କରାଇ ପାରିବେ ମା’

ଭୋପାଳ,୩୦।୭: ଅଗଷ୍ଟ ପ୍ରଥମ ସପ୍ତାହକୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ଭାବେ ପାଳନ କରାଯାଇଥାଏ। ଏବେବି ଅଧିକାଂଶ ଶିଶୁ ସ୍ତନ୍ୟପାନରୁ ବଞ୍ଚିତ ହେଉଥିବା ଦେଖାଯାଏ। ତେବେ ଭୋପାଳରେ...

ଝାଡ଼ଖଣ୍ଡରେ ୬୩% ମତଦାନ: ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌

ରାଞ୍ଚି, ୩୦ା୧୧ : ଝାଡ଼ଖଣ୍ଡ ବିଧାନସଭା ଲାଗି ହେଉଥିବା ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଶନିବାର ଅନୁଷ୍ଠିତ ଏହି...

Leave a comment

Your email address will not be published. Required fields are marked *