ହାଫିଜ୍‌ ସଇଦ୍‌ ଦୋଷୀ ସାବ୍ୟସ୍ତ: ମାମଲା ଗୁଜରାଟ ଅଦାଲତକୁ ସ୍ଥାନାନ୍ତର

ଲାହୋର, ୭।୮: ଆତଙ୍କବାଦୀ ହାଫିଜ୍‌ ସଇଦ୍‌ଙ୍କୁ ପାକିସ୍ତାନର ଏକ ଅଦାଲତ ଦୋଷୀ ସାବସ୍ତ୍ୟ କରିଛି। ତାଙ୍କ ନାମରେ ଏକାଧିକ ମାମଲା ରହିଥିବାବେଳେ ଏକ ମାମଲାରେ ତାଙ୍କର ସମ୍ପୃକ୍ତି ଥିବା ଅଦାଲତ କହିଛନ୍ତି। ଏହା ସହିତ ହାଫିଜ୍‌ଙ୍କ ଉପରେ ଚାଲିଥିବା ଏହି ମାମଲାକୁ ଲାହୋର ଅଦାଲତରୁ ଗୁଜରାଟ ଅଦାଲତକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ଜୁଲାଇ ୧୭ରେ ତାଙ୍କୁ ଗୁଞ୍ଜରଓ୍ବାଲାଠାରୁ ପାକିସ୍ତାନର ଆତଙ୍କବାଦ ନିରୋଧୀ ଟିମ୍‌ ଦ୍ୱାରା ଗିରଫ କରାଯାଇଥିଲା। ତାଙ୍କ ନାମରେ ବ୍ୟାପକ ଅର୍ଥ ହେର୍‌ ଫେର୍‌ ତଥା ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗ ରହିଛି।


All Right Reserved By Dharitri.Com

ହିନ୍ଦୁଙ୍କୁ ଖାଦ୍ୟ ଯୋଗାଇବାକୁ ମନା କଲା ପାକିସ୍ତାନ

କରାଚୀ,୨ା୪: ମହାମାରୀ କିମ୍ବା ପ୍ରାକୃତିକ ବିପର୍ଯ୍ୟୟ ବେଳେ ଜାତି ଧର୍ମ ଭେଦଭାବ ଦେଖାଯାଇ ନ ଥାଏ। କରୋନା ମହାମାରୀ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହା...

ଯୁବକଙ୍କ ବାଇକ୍‌ କିଣିବା ନିଶା, ମା’-ବାପାଙ୍କ ଅସ୍ଥି ବିକିବାକୁ ଖୋଳିଲେ କବର

ଆଜିକାଲି ଲୋକେ ଟଙ୍କା ପାଇଁ କିଛି ବି କରିବାକୁ ପ୍ରସ୍ତୁତ ହୋଇଯାଉଛନ୍ତି। ଏହାର ଏକ ସଦ୍ୟତମ ଉଦାହରଣ ଦକ୍ଷିଣ ଆଫ୍ରିକାରେ ଦେଖିବାକୁ ମିଳିଛି। ମେଜାମ୍ବିକ୍ୟୁରେ ଜଣେ...

‘ଟ୍ରମ୍ପଙ୍କ ଭୂଗୋଳ ଜ୍ଞାନ କମ୍‌’

ୱାଶିଂଟନ,୧୭।୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭୂଗୋଳ ଜ୍ଞାନ କମ । ଭାରତ ଏବଂ ଚାଇନା ମଧ୍ୟରେ ଅନ୍ତର୍ଜାତୀୟ ସୀମା ରହିଛି ବୋଲି ସେ ଜାଣିନାହାନ୍ତି। ଦୁଇଜଣ...

ପିତାଙ୍କ ଏମିତି ଫଟୋ ଛାଡିଲେ ଝିଅ, ଲୋକେ ହେଲେ ଭାବୁକ

କାନବେରା,୭।୧: ଅଷ୍ଟ୍ରେଲିଆରେ ଥିବା ଜଙ୍ଗଲରେ ଭୟଙ୍କର ନିଆ ଲାଗିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଅଗ୍ନିଶମ ବିଭାଗ କର୍ମଚାରୀ ରାତିଦିନ ଲାଗିପଡିଛନ୍ତି। କିଛିଦିନ ପୂର୍ବରୁ ଅଗ୍ନିଶମ...

କାବୁଲରେ କାର୍‌ ବୋମା ବିସ୍ଫୋରଣ, ୧୦ମୃତ

କାବୁଲ,୫।୯: ଆଫଗାନିସ୍ତାନ ରାଜଧାନୀ କାବୁଲରେ ଗୁରୁବାର ସକାଳେ କାର୍‌ ବୋମା ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ୧୦ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଆହତ...

ଆମେରିକା ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା କଲେ ରାଷ୍ଟ୍ରପତି ରୁହାନି

ତେହେରାନ୍‌,୭।୧: ଆମେରିକା ଏବଂ ଇରାନ୍‌ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଇରାନ୍‌ ରାଷ୍ଟ୍ରପତି ହସନ ରୁହାନି ଆମେରିକାର ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା...

ଗ୍ଲୋବାଲ୍‌ ଓ୍ବାର୍ମିଂ ଯୋଗୁ ଜନବସତି ମୁହାଁ ହେଲେଣି କୁମ୍ଭୀର

ସିଡ୍‌ନୀ,୨୩।୬: ଗ୍ଲୋବଲ୍‌ ଓ୍ବାର୍ମିଂ ଯୋଗୁ ଏବେ କୁମ୍ଭୀରଙ୍କ ଆକ୍ରମଣ ବୃଦ୍ଧି ପାଇବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଧୀରେ ଧୀରେ ଜଳସ୍ତର କମିଯାଉଥିବାରୁ ଓ ଗ୍ରୀଷ୍ମ...

୧୨ ହଜାର ଟଙ୍କାରେ ଚଳିପାରିବେ ଆପଣ: ରୁଷିଆ ରାଷ୍ଟ୍ରପତିଙ୍କୁ ପ୍ରଶ୍ନ କଲେ ମହିଳା

ସେଣ୍ଟ ପିଟର୍ସବର୍ଗ,୨୦।୨: ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କୁ ଜଣେ ମହିଳା କରିଥିବା ପ୍ରଶ୍ନ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ପୁଟିନ୍‌ ପୂର୍ବରୁ ବାସ କରୁଥିବା...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *