ବରିଷ୍ଠ ଆଇପିଏସ୍‌ ବି.କେ. ଶର୍ମାଙ୍କୁ ଇନ୍‌ଚାର୍ଜ ଡିଜିପି ଦାୟିତ୍ୱ

ଭୁବନେଶ୍ୱର, ୭।୮(ବ୍ୟୁରୋ): ୧୯୮୬ ବ୍ୟାଚର ବରିଷ୍ଠ ଆଇପିଏସ୍‌ ବିଜୟ କୁମାର ଶର୍ମାଙ୍କୁ ବୁଧବାର ଇନ୍‌ଚାର୍ଜ ଡିଜିପି ଭାବେ ନିଯୁକ୍ତି ଦିଆଯାଇଛି। ତେବେ ଡିଜିପି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ନୂତନ ନିଯୁକ୍ତି ଦିଆଯିବା ହେତୁ ବିଜୟଙ୍କୁ ଭାରପ୍ରାପ୍ତ ଅଧିକାରୀ ଭାବେ ଦାୟିତ୍ୱ ମିଳିଛି। ତେବେ ବି.କେ ଶର୍ମା ବର୍ତ୍ତମାନ ଅଗ୍ନିଶମ ବିଭାଗ ଡିଜି ଅଛନ୍ତି।

ପ୍ରକାଶଯୋଗ୍ୟ, ନୂତନ ଲୋକାୟୁକ୍ତ ସଦସ୍ୟଭାବେ ଆର୍‌.ପି.ଶର୍ମାଙ୍କୁ ମଙ୍ଗଳବାର ମନୋନୀତ କରାଯାଇଛି। ଏଥିପାଇଁ ଚୟନ କମିଟି ପକ୍ଷରୁ ଶର୍ମାଙ୍କ ନାମକୁ ସୁପାରିଶ କରାଯିବା ପରେ ଏହାକୁ ରାଜ୍ୟପାଳ ଗଣେଶୀ ଲାଲ ଗ୍ରହଣ କରିନେଇଛନ୍ତି। ଏଣୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବଦଳିବେ ବୋଲି ସ୍ପଷ୍ଟ ହୋଇଥିଲା।


All Right Reserved By Dharitri.Com

ରଥକୁ ଉଠିଲା ଦୁଆର ବେଢା

ପୁରୀ ଅଫିସ,୨।୭ ଆଉ ଦୁଇଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଖଳାରେ ଦ୍ରୁତଗତିରେ ଚାଲିଛି ରଥ କାମ। ସୋମବାର ତିନିରଥର ଦୁଇଟି ଲେଖାଏ ଦୁଆର ବେଢା ଉଠିଛି।...

ନକଲି ମଦ କାରଖାନା ଠାବ, ୪ ଅଟକ

ଦିଗପହଣ୍ଡି,୭ା୯(ଡି.ଏନ୍‌.ଏ.)- ଦିଗପହଣ୍ଡି ପୋଲିସ ଶନିବାର ରାତି ପ୍ରାୟ ସାଢ଼େ ୯ଟାରେ କୈଠଖଣ୍ଡି ପଞ୍ଚାୟତ ବିରପାଟଣା ଗ୍ରାମ ନିକଟ ଏକ କୁକୁଡ଼ା ଫାର୍ମ ଭିତରେ ଚାଲିଥିବା ନକଲି...

ଥମୁନି ଟ୍ରାଫିକ କଡ଼ା ନିୟମ ବିବାଦ

ଭୁବନେଶ୍ୱର,୯ା୯(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ନୂଆ ମୋଟର ଯାନ ଆଇନ ଗତ ୧ତାରିଖରୁ କଡ଼ାକଡ଼ି ଭାବେ ରାଜ୍ୟରେ ଲାଗୁ ହୋଇଛି। ପୋଲିସ ଓ ଆରଟିଓ ଯାଞ୍ଚକୁ...

ଗାଁର ନାଁ କାମାରଗୁଡା: ୮କିମି ଗଲେ ଡାକ୍ତରଖାନା, ୧୫ କିମି ଗଲେ ପଞ୍ଚାୟତ କାର୍ଯ୍ୟାଳୟ

ଏମଭି ୭୯,୧୨ା୭: ମାଲକାନଗିରି ଜିଲା କାଲିମେଳା ବ୍ଲକ ପଶୁଗୁ ପଞ୍ଚାୟତର ଜିନେଲଗୁଡାଠାରୁ ୪ କିମି ଦୂରରେ ରହିଛି ଆଦିବାସୀ ଗାଁ କାମାରଗୁଡା। ସ୍ବାଧୀନତାର ଦୀର୍ଘ ବର୍ଷ...

୫ ଆଇଏଏସ୍‌ ଅଧିକାରୀ ଓଡ଼ିଶା ଫେରିବେ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ୨୦୧୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ସମସ୍ତ ଆଇଏଏସ୍‌ ଅଧିକାରୀ କେନ୍ଦ୍ରରୁ ରାଜ୍ୟକୁ ଆସିବେ। ଏହି ଅଧିକାରୀମାନେ ହେଉଛନ୍ତି- ସୋମେଶ କୁମାର ଉପାଧ୍ୟାୟ, ପି. ଅନ୍ବେଷା...

ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମଙ୍ଗଳା

କାକଟପୁର, ୭।୧୦(ଡି.ଏନ୍‌.ଏ.): ସୋମବାର ପୀଠେ ଦଶହରା ପାଳନ ଅବସରରେ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳା ଜଗଜ୍ଜନନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ବ୍ରାହ୍ମ...

ଡାହୁକା ନଦୀରେ ନାହିଁ ଗାର୍ଡଓ୍ବାଲ୍‌ : ୧୦୦ରୁ ଊର୍ଦ୍ଧ୍ୱ ଘର ଭାସିଯିବା ଆଶଙ୍କା

ନୂଆଗାଁ,୭।୮(ଡି.ଏନ.ଏ.)-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତସ୍ଥ ଏହି ଗ୍ରାମକୁ ଲାଗି ପ୍ରବାହିତ ହେଉଛି ଡାହୁକା ନଦୀ। ତେବେ ଏହି ନଦୀରେ ଗାର୍ଡଓ୍ବାଲ ନ ଥିବାରୁ...

ଚାଲିବ ୧୦ ସ୍ବତନ୍ତ୍ର ବିଳାସପୂର୍ଣ୍ଣ ଟ୍ରେନ୍‌: ରାଜକୀୟ ଆତିଥ୍ୟ ପାଇବା ସହ ପର୍ଯ୍ୟଟନସ୍ଥଳୀ ବୁଲିବେ ଯାତ୍ରୀ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ରାଜସ୍ବ ବୃଦ୍ଧି ସହ ବିଳାସପୂର୍ଣ୍ଣ ସେବା କ୍ଷେତ୍ରକୁ ଆହୁରି ଆଗକୁ ନେବାକୁ ଭାରତୀୟ ରେଳପଥ ନୂଆ ପଦକ୍ଷେପ ଗ୍ରହଣ କରିଛି। ଯାତ୍ରୀଙ୍କୁ ରାଜକୀୟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *