ଚାଇନାକୁ ଗୁହାରି କରିବ ପାକିସ୍ତାନ

ଇସ୍‌ଲାମାବାଦ,୮ା୮: ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ବୁଧବାର ରାତିରେ ଚାଇନା ଗସ୍ତ କରିଛନ୍ତି। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଭାରତର ନିଷ୍ପତ୍ତି ନେଇ ସେ ସେଠାରେ ଆଲୋଚନା କରିବେ। ପାକିସ୍ତାନ ପାର୍ଲାମେଣ୍ଟର ମିଳିତ ଅଧିବେଶନରେ ସେ ଏନେଇ ସୂଚନା ଦେଇଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ନିଷ୍ପତ୍ତିକୁ ଖୋଦ୍‌ ଭାରତୀୟମାନେ ନିନ୍ଦା କରୁଥିବା କୁରେଶୀ କହିଛନ୍ତି।


All Right Reserved By Dharitri.Com

ସିଏଏ ଅନାବଶ୍ୟକ, କିନ୍ତୁ …

ଦୁବାଇ,୨୦ା୧(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଭାରତର ଆଭ୍ୟନ୍ତରୀଣ ବ୍ୟାପାର ବୋଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା କହିଛନ୍ତି।...

ଚିନ୍ତା ବଢାଇଛି ଆଣବିକ ବିକିରଣ ଯୋଗୁ ଲାଗିଥିବା ନିଆଁ

କିଭ,୧୩।୪: ୟୁକ୍ରେନର ଚେର୍ନୋବିଲ ଆଣବିକ କାରଖାନାର ପରିତ୍ୟକ୍ତ ଅଞ୍ଚଳରେ ଲାଗିଥିବା ନିଆଁ ଏବେ ଚିନ୍ତାର କାରଣ ପାଲଟିଛି। ଏହାକୁ ଆୟତ୍ତ କରିବାକୁ ଶହ ଶହ ଅଗ୍ନିଶମ...

ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ଦେଖି ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୨୫।୮: କ୍ରାଉନ୍‌ ପ୍ରିନ୍ସ ଶେଖ୍‌ ମହମ୍ମଦ ବିନ ଜାୟଦ ଅଲ ନାହୟନ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟୁଏଇର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଅର୍ଡର ଅଫ୍‌...

ଭାରତ ସହ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ରାମାୟଣ ଉପରେ ଡାକ ଟିକଟ ଜାରି କଲା ଇଣ୍ଡୋନେସିଆ

ଜାକର୍ତ୍ତା,୨୪।୪: ଭାରତ ସହିତ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ଇଣ୍ଡୋନେସିଆ ରାମାୟଣ ଉପରେ ସ୍ବତନ୍ତ୍ର ଡାକ ଟିକଟ ଜାରି କରିଛି। ଏହାକୁ ଇଣ୍ଡୋନେସିଆ ଶିଳ୍ପୀକାର...

କରୋନା ହେଲେ ବେଲଗାମ: ୩ ମାସରେ ଆମେରିକାରେ ୯୪ ଲକ୍ଷ ଲୋକ ହେବେ ସଂକ୍ରମିତ !

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଆମେରିକାରେ ଧୀରେଧୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସରକାର କରୋନା...

ମଡେଲଙ୍କ ବଙ୍ଗଳାରୁ ଚୋରି

ଲଣ୍ଡନ,୧୬।୧୨: ଲଣ୍ଡନର ଜଣାଶୁଣା ମଡେଲ ତଥା ଟିଭି ପର୍ସନାଲିଟି ତମାରା ଏକଲେଷ୍ଟୋନଙ୍କ ଘରୁ ଚୋରି ହୋଇଥିବା ଖବର ସାମ୍ନାକୁ ଆସିଛି। ମାତ୍ର ୫୦ ମିନିଟ୍‌ରେ ଚୋରମାନେ...

ସରକାରୀ କର୍ମଚାରୀ ଯାଉଥିବା ବସ୍‌କୁ ଟାର୍ଗେଟ କଲେ ଆତଙ୍କବାଦୀ

କାବୁଲ,୨୭।୫: ଆଫଗାନୀସ୍ତାନର କାବୁଲ ସହର ଦେଇ ସରକାରୀ କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ। ଏହି ବସ୍‌କୁ ଟାର୍ଗେଟ କରି ସେମାନେ...

ମୁଦ୍ରା ବ୍ୟବହାର କମାଇଲା ଇରାନ

ଦୁବାଇ,୬ା୩: ଇରାନରେ କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ସେଠାରେ କାଗଜ ମୁଦ୍ରା ବ୍ୟବହାର ଯଥା ସମ୍ଭବ କମାଇବା ପାଇଁ ସରକାର ଦେଶବାସୀଙ୍କୁ ପ୍ରୋତ୍ସାହିତ କରୁଛନ୍ତି। ଇରାନରେ...

Leave a comment

Your email address will not be published. Required fields are marked *