Posted inଜାତୀୟ

ସଙ୍କଟାପନ୍ନ ଅବସ୍ଥାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ଗୌର

ଭୋପାଳ,୮।୮: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ବାବୁଲାଲ ଗୌରଙ୍କର ସ୍ବାସ୍ଥ୍ୟାବସ୍ଥା ଭଲ ନାହିଁ ବୋଲି ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁବାର ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସି ନ ଥିବା ଡାକ୍ତର କହିଛନ୍ତି। ସୂଚନାଯୋଗ୍ୟ, ବୁଧବାର ତାଙ୍କ ସ୍ବାସ୍ଥ୍ୟ ବିଗିଡି ଯିବାରୁ ତାଙ୍କୁ ନର୍ମଦା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଫୁସଫୁସ୍‌ ସଂକ୍ରମଣ ସହ ନିମୋନିଆରେ ପୀଡିତ ଥିବା ବାବୁଲାଲଙ୍କୁ ବୁଧବାର ଆଇସିୟୁରେ ଭର୍ତ୍ତି କରାଯାଇଥିଲା।


All Right Reserved By

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ପାକିସ୍ତାନ ନେତାଙ୍କୁ ମିଳିଲାନି ନିମନ୍ତ୍ରଣ

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ଦେଶର ଶାସନ ଭାର ନେବାକୁ ଯାଉଛନ୍ତି।...

ଭାଜପା ବିଧାୟକଙ୍କ ଦାଦାଗିରି: ଏସ୍‌ଡିଏମ୍‌ଙ୍କୁ ଧମକ ଦେଉଥିବା ଭିଡ଼ିଓ ଭାଇରାଲ

ଭୋପାଳ,୧୬।୭: ମଧ୍ୟପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ବିଧାୟକ ଏସ୍‌ଡିଏମ୍‌ଙ୍କ ଆଗରେ ଦାଦାଗିରି ଦେଖାଇଛନ୍ତି। ସେ ଏସ୍‌ଡିଏମ୍‌ଙ୍କୁ ଧମକଚମକ ଦେଇଥିବାବେଳେ ତାଙ୍କ ସମର୍ଥକ...

ମଧ୍ୟ ପ୍ରଦେଶ କଂଗ୍ରେସରେ ଫାଟ: ଜ୍ୟୋତିରାଦିତ୍ୟଙ୍କ ପାଇଁ ଦଳ ଛାଡି ପାରନ୍ତି ୫ଶହ କର୍ମୀ

ଭୋପାଳ,୩୦।୮:  ମଧ୍ୟ ପ୍ରଦେଶରେ କଂଗ୍ରେସ ଦଳର ଅଧ୍ୟକ୍ଷ ପଦକୁ ନେଇ ଚାଲିଛି ଟଣା ଓଟରା। ଏହି ପଦରେ ଜଣେ ଆଦିବାସୀ ନେତାଙ୍କୁ ଚୟନ କରିବାକୁ କେତେଜଣ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଘର ଭଡା ପାଇଁ ଆସିବ ନୂଆ ଆଇନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ଚାଲିଛିି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ...

ମମତାଙ୍କ ଉପସ୍ଥିତିରେ ସ୍ଥାପନ ହେବ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତି

କୋଲକାତା,୧୧।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କାର୍ଯ୍ୟକ୍ରମରେ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହା କୋଲକାତାର କଲେଜ ଷ୍ଟ୍ରିଟ...

ରବିବାର ଅପରାହ୍ନ ୨ଟାରେ ନିଗମ ବୋଧ ଘାଟରେ ଜେଟଲୀଙ୍କର ହେବ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରବିବାର ଅପରାହ୍ନ ୨ଟାରେ ଦିଲ୍ଲୀ ସ୍ଥିତ ନିଗମ ବୋଧ ଘାଟରେ ତାଙ୍କର...

ଜମ୍ମୁ-କଶ୍ମୀରରେ ଗିରଫ ହେଲେଣି ୪ ହଜାର

ନୂଆଦିଲ୍ଲୀ,୧୯ା୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଅଗଷ୍ଟ ୫ ନିଷ୍ପତ୍ତି ପରଠୁ ଅଦ୍ୟାବଧି ୪,୦୦୦ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ପ୍ରଶାସନ ମୁଖପାତ୍ର ରୋହିତ୍‌...

୧୦୦ ସ୍ପାଇସ୍‌ ବୋମା କିଣିବ ଭାରତ

ନୂଆଦିଲ୍ଲୀ,୮ା୬: ଇସ୍ରାଏଲ୍‌ରୁ ପାଖାପାଖି ୩୦୦ କୋଟି ଟଙ୍କା ବ୍ୟୟରେ ୧୦୦ରୁ ଅଧିକ ସ୍ପାଇସ୍‌ ୨୦୦୦ ବୋମା କିଣିବା ଲାଗି ଭାରତୀୟ ବାୟୁସେନା ଗୁରୁବାର ଚୁକ୍ତି ସ୍ବାକ୍ଷର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *