Posted inଜାତୀୟ

ତାପ୍ତି ନଦୀର ଜଳସ୍ତର ବୃଦ୍ଧି ଯୋଗୁ ଖୁସି ମନାଇଲେ ଲୋକେ

ବେତୁଲ,୮।୮: ମଧ୍ୟପ୍ରଦେଶର ବେତୁଲରେ ବହିଯାଇଛି ତାପ୍ତି ନଦୀ। ଚଳିତ ବର୍ଷାରେ ଏହାର ଜଳସ୍ତର ବୃଦ୍ଧି ପାଇଥିବାରୁ ଏଠାକାର ଲୋକେ ଖୁସି ମନାଇଛନ୍ତି। ତେବେ ଦୀର୍ଘ ୩ ବର୍ଷପରେ ଏହି ନଜୀର ଜଳସ୍ତର ବୃଦ୍ଧି ପାଇବା ସହ ଏହା ନିକଟରେ ଥିବା ତାପ୍ତି ମନ୍ଦିରରେ ପ୍ରବେଶ କରିଥିଲା। ଫଳରେ ମୁଲତାଇ ଉତ୍ସବ ପାଳନ ପାଇଁ ମନ୍ଦିରକୁ ଆସିଥିବା ଲୋକେ ଖୁସି ମନାଉଥିବା ଦେଖାଯାଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଲଗାଣ ବର୍ଷାରେ ଦେଶର ଅଧିକାଂଶ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ହେଲେ ତାପ୍ତି ନଦୀର ଜଳସ୍ତର ବୃଦ୍ଧି ବେତୁଲରେ ଏକ ଭିନ୍ନ ବାତାବରଣ ସୃଷ୍ଟି କରିଛି।


All Right Reserved By

ଫିଲ୍ମ ଷ୍ଟାଇଲରେ ପରସ୍ପରକୁ ଗୁଳି ମାରିଲେ ପ୍ରେମୀଯୁଗଳ

ଜୟପୁର,୧୩।୬: ରାଜସ୍ଥାନର ବାରମେର ଜିଲାରେ ଏଭ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ଜଣେ ପ୍ରେମୀଯୁଗଳ ଫିଲ୍ମ ଷ୍ଟାଇଲରେ ପରସ୍ପରକୁ ଗୁଳି ମାରି ଆତ୍ମହତ୍ୟା କରିଛନ୍ତି।...

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ...

ରାଜୀବ ଗାନ୍ଧୀ ହତ୍ୟା ମାମଲା: ନଳିନୀଙ୍କୁ ମିଳିଲା ୩୦ ଦିନର ପାରୋଲ

ଚେନ୍ନାଇ,୫।୭: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଜେଲଦଣ୍ଡ ଭୋଗୁଥିବା ନଳିନୀ ଶ୍ରୀହରନଙ୍କୁ ମାଡ୍ରାସ ହାଇକୋର୍ଟ ୩୦ ଦିନର...

ଜିଲାପାଳଙ୍କୁ ପାଲିଙ୍କିରେ ପାଛୋଟି ନେଲେ ଗ୍ରାମବାସୀ

ସିଆହା,୩୦।୮: ମିଜୋରାମର ତିପୋଶିରେ ଥିବା ଏକ ଅପହଞ୍ଚ ଅଞ୍ଚଳକୁ ଯେତେବେଳେ ଜିଲାପାଳ ପହଞ୍ଚିଥିଲେ ସେତେବେଳେ ସେଠାକାର ଲୋକଙ୍କ ଖୁସି କହିଲେ ନ ସରେ। ଏମାନେ ଜିଲାପାଳଙ୍କୁ...

ପଶ୍ଚିମବଙ୍ଗରେ ରହିବାକୁ ହେଲେ ବଙ୍ଗଳା କହିବା ଜରୁରୀ: ମମତା

କୋଲକାତା,୧୪।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ପୁଣି ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ମମତା କହିଛନ୍ତି ପଶ୍ଚିମବଙ୍ଗକୁ ଆଗକୁ ନେବାକୁ ହେଲେ ଏଠାରେ...

କର୍ନାଟକ ମନ୍ତ୍ରିମଣ୍ଡଳର ହେଲା ସମ୍ପ୍ରସାରଣ

ବେଙ୍ଗାଲୁରୁ,୨୦।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ମଙ୍ଗଳବାର କରାଯାଇଛି। ଏଥିରେ ୧୭ ଜଣ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଜୁଲାଇ ୨୬ ତାରିଖରେ...

ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ରାହୁଲଙ୍କୁ ଦେବେଗୌଡ଼ାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯ା୫: ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ଙ୍କ ପରେ ଜେଡିଏସ୍‌ ସୁପ୍ରିମୋ ଦେବେଗୌଡା କଂଗ୍ରେସ ଅଧ୍ୟକ୍ଷ ରାହୁଲଙ୍କ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଶନିବାର ସମର୍ଥନ କରିଛନ୍ତି।...

ମାସେ ଧରି ଝିଅର ମୃତଦେହକୁ ନିଜ ପାଖରେ ରଖି ଶୋଉଥିଲେ ମା’ ବାପା

ମିର୍ଜାପୁର,୧୮।୬: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। କଟରାର କୋତବାଲି ନିକଟସ୍ଥ ହଥିଆ ଫାଟକ ମହଲାରେ ଅବସରପ୍ରାପ୍ତ କନଷ୍ଟେବଳ ଦିଲାବର ଖାଁ ଓ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *