ମଦ ଦୋକାନ ଉଚ୍ଛେଦ ଦାବି ଆନ୍ଦୋଳନରେ ବସିଥିବା ୬ ମହିଳା ଅସୁସ୍ଥ

ରାଜନଗର,୮।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ଭିତରଗଡ଼ ପଞ୍ଚାୟତରେ ନୂତନ ଭାବେ ଖୋଲା ଯାଇଥିବା ବିଦେଶୀ ମଦ ଦୋକାନ ଉଚ୍ଛେଦ ଦାବିରେ ଭିତରଗଡ଼ ପଞ୍ଚାୟତର ଶତାଧିକ ମହିଳା ବୁଧବାରଠାରୁ ଆନ୍ଦୋଳନ ଚଳାଇଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ଗୁରୁବାର ପୂର୍ବାହ୍ନରେ ୬ ଜଣ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଡାକ୍ତର ପ୍ରବଣ ଶୁକ୍ଳା ସେମାନଙ୍କୁ ପ୍ରାଥମିକ ଚିକିତ୍ସା କରୁଛନ୍ତି।


All Right Reserved By Dharitri.Com

ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦର ୩ୟ ଦିନ: କଟାଗଲା ଶତାୟୁ ବରଗଛ

ପୁରୀ ଅଫିସ,୨୨ା୮: ଲଗାତର ତୃତୀୟ ଦିନରେ ପହଞ୍ଚତ୍ଛି ମେଘନାଦ ପାଚେରି ପାର୍ଶ୍ୱ ଉଚ୍ଛେଦ ପ୍ରକ୍ରିୟା। ବୁଧବାର ମଧ୍ୟ ଦିନତମାମ୍‌ ପ୍ରଶାସନ ପକ୍ଷରୁ ଅନେକ ନିର୍ମାଣ ଭଙ୍ଗାଯାଇଛି।...

ସ୍କୁଲରେ ଛାତ୍ରଙ୍କୁ ତାଲା ପକାଇବା ଘଟଣା: ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଡିଇଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାଲେଶ୍ୱର ଅଫିସ,୧୨।୯ (ବ୍ୟୁରୋ): ବାଲେଶ୍ୱର ସହର ମଠସାହି ମହାବୀର ନୋଡାଲ ସ୍କୁଲରେ ପ୍ରଥମ ଶ୍ରେଣୀ ଛାତ୍ରଙ୍କୁ ତାଲା ପକାଇ ପଳାଇବା ଘଟଣାରେ ସ୍କୁଲ ଓ ଗଣଶିକ୍ଷା...

ସରିଲା ଲଗ୍ନଧରା,କନ୍ୟା ଘରକୁ ଗଲା ଚିଟାଉ

ତିହିଡ଼ି, ୨୮।୫(ଡି.ଏନ୍‌.ଏ.)- ଭଦ୍ରକ ଜିଲାରେ ଶୀତଳଷଷ୍ଠୀ ପର୍ବ ପାଳନ ସାଂସ୍କୃତିକ ଜୀନଧାରାରେ ଏକ ଅବିଚ୍ଛେଦ ଅଙ୍ଗ ପାଲଟିଛି। ଏହି ପର୍ବ ଲାଗି ବିଭିନ୍ନ ଶୈବପୀଠରେ ପ୍ରସ୍ତୁତି...

୩୪ତମ ବୋଇତ ବନ୍ଦାଣ ମହୋତ୍ସବ ଉଦ୍‌ଘାଟିତ: ସୁଦୃଢ଼ ପାଇଁ ସହଯୋଗ କରିବ ସଂସ୍କୃତି ବିଭାଗ

ଅନୁଗୋଳ ଅଫିସ, ୧୦।୧୧ – ଅନୁଗୋଳର ସେବା ଓ ସାଂସ୍କୃତିକ ଅନୁଷ୍ଠାନ ‘କଳାକାର’ ପକ୍ଷରୁ ୩୪ତମ ବୋଇତ ବନ୍ଦାଣ ମହୋତ୍ସବ ୨୦୧୯ ଶନିବାର ଉଦ୍‌ଘାଟିତ ହୋଇଯାଇଛି।...

ବେଆଇନ ବାଲି ଚାଲାଣ: ୨ ଗାଡ଼ି ଜବତ

ଆନନ୍ଦପୁର, ୭।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ପଞ୍ଚୁପଲ୍ଲୀଠାରେ ବୈତରଣୀ ନଦୀରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ୨ଟି...

ମଦ ନିଗମ ସମ୍ମୁଖରେ ଶ୍ରମିକଙ୍କ ଧାରଣା

ଖୋର୍ଦ୍ଧା ଅଫିସ, ୨୩।୮: ଛଟେଇ ବନ୍ଦ କରିବା, ଲୋଡିଂ ଅନଲୋଡିଂ ଗୋଟିଏ ପେଟି ପ୍ରତି ୧ ଟଙ୍କା କରାଇବା ଓ ଦାୟିତ୍ୱ ନ ପାଇ ସବୁ...

ନୂଅଁ।ଖାଇ, ସହର ବଜାର ଚଳଚଞ୍ଚଳ ସବୁସ୍ତରରେ ପ୍ରସ୍ତୁତି ଶେଷ

ନୂଆପଡା ଅଫିସ,୨ା୯ ପୂର୍ବବର୍ଷ ଭଳି ଭାଦ୍ରବ ମାସ ପଞ୍ଚମୀ ତିଥିରେ ସମଗ୍ର ପଶ୍ଚିମ ଓଡିଶାରେ ନୂଆଖାଇ ପାଇଁ ଦିନ ଧାର୍ଯ୍ୟ ହୋଇଛି । ଏଥିପାଇଁ ସବୁଠି...

ଉଦାହରଣ: ସରକାରୀ ଡାକ୍ତରଖାନାରେ ସ୍ତ୍ରୀଙ୍କ ପ୍ରସବ କରାଇଲେ ମାଲକାନଗିରି ଜିଲାପାଳ

ମାଲକାନଗିରି,୧୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଡାକ୍ତରଖାନାରେ ବିଭିନ୍ନ ସମୟରେ ରୋଗୀମାନଙ୍କ ଚିକିତ୍ସାରେ ଅବହେଳା ଓ ଟିକ୍‌ଟକ୍‌ ଭିଡିଓକୁ ନେଇ ମାଲକାନଗିରି ଜିଲା ଚର୍ଚ୍ଚା ହୋଇ ଆସୁଥିବାବେଳେ ଏବେ...

Leave a comment

Your email address will not be published. Required fields are marked *