Posted inଭଦ୍ରକ

୨ ଦୋକାନରୁ ଚୋରି

ବନ୍ତ,୮।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡା ଥାନା କଳାପାହାଡ ଛକରୁ ବୁଧବାର ବିଳମ୍ବିତ ରାତିରେ ୨ଟି ଦୋକାନରୁ ଚୋରି ହୋଇଥିବା ଜଣାପଡ଼ିଛି। ଉକ୍ତ ଗାଁର ନିଲୁ ରଞ୍ଜନ ରାଉତଙ୍କ ଦୋକାନ ତାଲା ଭାଙ୍ଗି ଟଙ୍କା ବାକ୍ସ ସମେତ ଅନ୍ୟାନ୍ୟ ସାମଗ୍ରୀ ଲୁଟି ନେଇଥିବା ସୂଚନା ମିଳିଛି। ସେହିପରି ଦୀଲ୍ଲିପ ମଲ୍ଲିକଙ୍କ ଦୋକାନରୁ ମଧ୍ୟ ତାଲା ଭାଙ୍ଗି କେହି ଦୁର୍ବୃତ୍ତ ଚୋରି କରିନେଇଥିବା ଅଭିଯୋଗ ହୋଇଛି। ଏନେଇ ୨ଦୋକାନ ମାଲିକ ସ୍ଥାନୀୟ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


All Right Reserved By

୨ କ୍ୟାବିନ୍‌ରୁ ଚୋରି : ନଗଦ ୧୦ ହଜାର ଟଙ୍କା ସହ ବିଭିନ୍ନ ସାମଗ୍ରୀ ଚୋରି

ଆରଡ଼ି,୬।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକରେ ଗୁରୁବାର ରାତିରେ ୨ଟି କ୍ୟାବିନ୍‌ରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ...

ବେଆଇନ କାଠଗୋଲାରେ ଚଢ଼ାଉ

ବନ୍ତ, ୩୦।୯ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ଓ ଏହାର ଆଖପାଖ ଅଞ୍ଚଳରେ ଥିବା ବେଆଇନ କାଠଗୋଲାରେ ସୋମବାର ଜିଲା ବନ ବିଭାଗ ପକ୍ଷରୁ ଚଢ଼ାଉ...

ପ୍ରକୃତି ବନ୍ଧୁ ବିଦ୍ୟାଳୟ

ଭଦ୍ରକ ସହର ଉପକଣ୍ଠ ତ୍ରିଶଳପୁରଠାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅନ୍ୟମାନଙ୍କ ପାଇଁ ପାଲଟିଛି ଏକ ଆଦର୍ଶ ଶିକ୍ଷାନୁଷ୍ଠାନ। ସ୍କୁଲ ହତା ମଧ୍ୟରେ ସୁନ୍ଦର...

ଆରଡିରେ ୪୦ ହଜାର କାଉଡ଼ିଆଙ୍କ ଜଳଲାଗି

ଆରଡି,୫ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରମୁଖ ଶୈବପୀଠ ଆରଡ଼ିରେ ଶ୍ରାବଣ ମାସ ୩ୟ ସୋମବାରରେ ହଜାର ହଜାର କାଉଡ଼ିଆ ଜଳଲାଗି କରିଛନ୍ତି। ଭିଡ଼କୁ ଦୃଷ୍ଟିରେ ରଖି ଜିଲା...

ଭଦ୍ରକ କଂଗ୍ରେସର ବିକ୍ଷୋଭ

ଭଦ୍ରକ ଅଫିସ, ୩।୮ – ବିଧାନସଭାରେ ବିରୋଧୀ ଦଳ ଉପନେତା ତଥା ଭାଜପା ବିଧାୟକ ବିଷ୍ଣୁ ସେଠୀ ମୁସଲିମ୍‌ ମହିଳାଙ୍କ ଉପରେ ଦେଇଥିବା ମନ୍ତବ୍ୟକୁ ବିରୋଧ...

ଓଳଗରେ ବାଡ଼ି, ଖଣ୍ଡା ପୂଜା

ଆରଡ଼ି, ୭।୧୦ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବଡ଼ଓଳଗ ଓ ସାନଓଳଗରେ ବିଲ୍ବବରଣଠାରୁ ଚାଲିଛି ମା’ ଦୁର୍ଗାଙ୍କ ପୂଜା। ସୋମବାର ମହାନବମୀରେ ମା’ଙ୍କ ପାଖରେ...

୧୭ ଦିନରେ ମୋଦି ସେନାର ଅନଶନ

ଚାନ୍ଦବାଲି, ୨୬।୭ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲିର କେତେକ ସମସ୍ୟାର ସମାଧାନ ପାଇଁ ୫ଟି ଦାବି ନେଇ ମୋଦି ସେନା ସେବା ସଂଘ ପକ୍ଷରୁ ତହସିଲ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ବିଭାଗ ବନ୍ଦ କଲା ସମବାୟ ସମିତି ସଭାପତିଙ୍କ ବ୍ୟବସାୟିକ ଅନୁଷ୍ଠାନ

ପଦ୍ମପୁର,୨୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବରଣ୍ଡୁଆ ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ବାମୀ ସମବାୟ ସମିତିର ସଭାପତିଙ୍କ ମାଲିକାନାରେ ଥିବା ବ୍ୟବସାୟିକ ପ୍ରତିଷ୍ଠାନଗୁଡିକୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *