Posted inଖେଳ

ପ୍ରଥମ ଦିନିକିଆ ପୂର୍ବରୁ ଅନୁଷ୍କାଙ୍କ ସହ ବୁଲିଲେ କୋହଲି

ଗୁଆନା, ୮।୮: ବିଶ୍ୱକପ ପରେ ଭାରତ ପ୍ରଥମଥର ପାଇଁ ଦିନିକିଆ ମ୍ୟାଚ ଖେଳିବାକୁ ଯାଉଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। ଟି୨୦ ସିରିଜରେ ୩-୦ରେ କ୍ଲିନ ସୁଇପ କରିବା ପରେ ବିଜୟରୁ ଦିନିକିଆ ସିରିଜ ଆରମ୍ଭ କରିବା ଲକ୍ଷ୍ୟରେ ରହିଛି। ମ୍ୟାଚ ପୂର୍ବରୁ ବିରାଟ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ନଜର ଆସିଛନ୍ତି। ଉଭୟଙ୍କ ଏକ ରେଷ୍ଟୁରାଣ୍ଟ ବାହାରେ ବୁଲୁଥିବାର ଫଟୋ ଭାଇରାଲ ହୋଇଛି। ବିରାଟଙ୍କୁ ଚିୟର୍‌ କରିବା ପାଇଁ ଅନୁଷ୍କା ବି ତାଙ୍କ ସହ ଓ୍ବେଷ୍ଟଇଣ୍ଡିଜ୍‌ରେ ଅଛନ୍ତି।


All Right Reserved By Dharitri.Com

Posted inଖେଳ View All

ହରମନପ୍ରୀତଙ୍କ ଡବଲ୍‌ ଗୋଲ: ଭାରତୀୟ ହକି ଦଳର ବୃହତ ବିଜୟ

ଆଣ୍ଟରେପ୍‌(ବେଲଜିୟମ), ୨୯।୯(ପି.ଟି.)- ବେଲଜିୟମ ଗସ୍ତରେ ଯାଇଥିବାର ଭାରତୀୟ ହକି ଦଳ ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ବିଜୟ ହାସଲ କରିଛି। ଶନିବାର ଅନୁଷ୍ଠିତ ଭ୍ୟାଚ୍‌ରେ ଭାରତ ଡ୍ରାଗ୍‌...

ମନୀଷ ପାଣ୍ଡେଙ୍କ ବିବାହ ଭୋଜିରେ ଧୂମ୍‌ ନାଚିଲେ ଯୁବରାଜ

ମୁମ୍ବାଇ,୫।୧୨: କ୍ରିକେଟର୍‌ ମନୀଷ ପାଣ୍ଡେ ନିଜ ପ୍ରେମିକା ତଥା ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଛନ୍ତି। ମୁମ୍ବାଇର ଏକ ଦ ଲୀଲା ରିସେପ୍ସନ୍‌...

ହ୍ୟାକ୍‌ ହେଲା ଅଲିମ୍ପିକ୍ସ, ଆଇଓସି ଆକାଉଣ୍ଟ

ଟୋକିଓ,୧୬।୨- ଅଲିମ୍ପିକ୍ସ ଓ ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି (ଆଇଓସି)ର ଅଫିସିଆଲ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଯାଇଛି। ଏଥିଯୋଗୁ ଆକାଉଣ୍ଟକୁ ସାମୟିକ ଭାବେ ଲକ୍‌ କରିଦିଆଯାଇଛି। ଏ...

ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା

କୋଲକାତା, ୧୬ା୨ (ପି.ଟି.)-ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ଶୃଙ୍ଖଳା କମିଟି ଆଇ-ଲିଗ୍‌ ହେଭିଓ୍ବେଟ୍‌ ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା କରିଛି। ୪ଜଣ ପୂର୍ବତନ ଖେଳାଳିଙ୍କୁ...

ପ୍ରଥମ ଆଶେସ ଟେଷ୍ଟଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ବର୍ମିଂହାମ, ୬।୮- ଷ୍ଟିଭ ସ୍ମିଥଙ୍କ ଡବଲ ଶତକ ଏବଂ ନାଥାନ ଲିୟନଙ୍କ ଚମତ୍କାର ବୋଲିଂ ବଳରେ ଅଷ୍ଟ୍ରେଲିଆ ଏଠାରେ ଅନୁଷ୍ଠିତ ପ୍ରଥମ ଆଶେସ କ୍ରିକେଟ ଟେଷ୍ଟରେ...

ପ୍ରଜନେଶଙ୍କ ବିଜୟ ଅଭିଯାନ

ନର୍ଥ କାରୋଲିନା,୧୯।୮(ପିଟି): ଦେଶର ଶୀର୍ଷ ର଼୍ୟାଙ୍କଧାରୀ ପୁରୁଷ ସିଙ୍ଗଲ୍ସ ଖେଳାଳି ପ୍ରଜନେଶ ଗୁଣେଶ୍ୱରନ ଏଠାରେ ଚାଲିଥିବା ଓ୍ବିନଷ୍ଟନ ସାଲେମ ଓପନ ଏଟିପ ଟୁର୍ନାମେଣ୍ଟରେ ବିଜୟ ସହ...

ଏସିଆନ ଟିମ୍‌ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌: କାଜାଖସ୍ତାନଙ୍କୁ ହରାଇଲା ଭାରତ

ମାନିଲା, ୧୧ା୨ (ପି.ଟି.)- କିଡାମ୍ବି ଶ୍ରୀକାନ୍ତଙ୍କ ନେତୃତ୍ୱରେ ଭାରତ ଏଠାରେ ଚାଲିଥିବା ଏସିଆନ ଟିମ୍‌ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଏହାର ଓପନିଂ ଗ୍ରୁପ୍‌ ମ୍ୟାଚରେ ୪-୧ରେ କାଜାଖସ୍ତାନକୁ...

କଟା ହାତ ସତ୍ତ୍ୱେ ଫୁଟ୍‌ବଲକୁ ଫେରିଲେ ଜ୍ୱିରେକ୍ୱି

ହରାରେ, ୨୦ା୬ (ଏଏଫ୍‌ପି)-ହାତ କଟି ଯାଇଥିଲେ ମଧ୍ୟ ଫୁଟ୍‌ବଲ ପଡ଼ିଆକୁ ଫେରିଛନ୍ତି ଜିମ୍ବୋଓ୍ବେ ଖେଳାଳି ହାର୍ଡଲାଇଫ୍‌ ଜ୍ୱିରେକ୍ୱି। ଜିମ୍ବାଓ୍ବେ ଫୁଟ୍‌ବଲ ଦଳର ଜଣେ ନିୟମିତ ସଦସ୍ୟ...

Leave a comment

Your email address will not be published. Required fields are marked *