ପାକିସ୍ତାନରେ ପ୍ରଦର୍ଶିତ ହେବନାହିଁ କୌଣସି ଭାରତୀୟ ଚଳଚ୍ଚିତ୍ର

ଇସଲାମାବାଦ,୮।୮: ଏଣିକି ପାକିସ୍ତାନରେ କୌଣସି ଭାରତୀୟ ଚଳଚ୍ଚିତ୍ର ପ୍ରଦର୍ଶିତ ହେବ ନାହିଁ ବୋଲି ସୂଚନା ମିଳିଛି। ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟକ ଥିବା ଡ.ଫିରଦୋସ ଆଶିକ୍‌ ଆଓ୍ବାନ ଗୁରୁବାର ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତ ସହ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ପ୍ରଥମେ କୁଟନୈତିକ ସମ୍ପର୍କ ଚିନ୍ନ କରିଥିବା ପାକିସ୍ତାନ ଏବେ ସପ୍ତାହରେ ୨ ଥର ଚାଲୁଥିବା ସମଝୋତା ଏକ୍ସପ୍ରେସର ଚଳାଚଳକୁ ମଧ୍ୟ ସବୁଦିନ ପାଇଁ ବନ୍ଦ କରିଦେଇଛି।


All Right Reserved By Dharitri.Com

ଷ୍ଟୁଡିଓରେ ନିଆଁ ଲଗାଇଦେଲେ: ୩୩ ଦଗ୍ଧ

ଟୋକିଓ,୧୯ା୭(ଏଏଫ୍‌ପି):ଜାପାନର କ୍ୟୋଟୋ ଆନିମେଶନ୍‌ କମ୍ପାନୀ ଉପରେ ଗୁରୁବାର ଆକ୍ରମଣ ହୋଇଛି। ଏଥିରେ ୩୩ ଜଣଙ୍କ ମୃତ୍ୟୁ ହେବା ସହ ୩୬ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

ଗେମ୍‌ ଖେଳୁଛି ପାକିସ୍ତାନ: ଆମେରିକା ସହ ସମ୍ପର୍କ ରଖି ଚାଇନାକୁ ବିବାହ କରୁଛି

ଇସଲାମାବାଦ,୨୦।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ପ୍ରଥମ ଉଚ୍ଛସ୍ତରୀୟ ବୈଠକ ଲାଗି ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦେଖି ଏବେ ବିଶେଷଜ୍ଞମାନେ କହିଛନ୍ତି...

ପୃଥିବୀ ଉପରେ ମାଡ଼ି ଆସୁଛି ବିପଦ: ୮୦ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୧ ମିଟରରୁ ଅଧିକ ହେବ ବୃଦ୍ଧି, ବୁଡ଼ିଯିବ ବହୁ ଉପକୂଳ ଅଞ୍ଚଳ

ଓ୍ବାଶିଂଟନ,୧୧।୫: ବିଶ୍ୱତାପନ ଯୋଗୁ ଜଳବାୟୁ ପରିବର୍ତ୍ତନ ହେବା ସହିତ ପୃଥିବୀର ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଏହାଯୋଗୁ ଆସନ୍ତା ୮୦ ବର୍ଷ ମଧ୍ୟରେ ୨୧୦୦...

ଆମେରିକାରେ ୪ ଲକ୍ଷ ଉପରେ ଆକ୍ରାନ୍ତ

ଓ୍ବାଶିଂଟନ/ରୋମ୍‌/ଲଣ୍ଡନ,୯।୪: ବିଶ୍ୱ ଏବେ କରୋନା କବଳିତ। ଚାରିଆଡ଼େ ତ୍ରାହି ତ୍ରାହି ଡାକ। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଥିଲେ ବି ଏଭଳି ଯମଯନ୍ତ୍ରଣାରୁ ମୁକୁଳିବା ଲାଗି ଅଣ୍ଟା...

ଇରାନ୍‌ରେ ଭୂକମ୍ପ

ତେହେରାନ୍‌, ୮।୭: ଇରାନ୍‌ର ପଶ୍ଚିମ ଅଞ୍ଚଳରେ ସୋମବାର ଭୂକମ୍ପ ଅନୁଭୁତ ହୋଇଛି। ସ୍ଥାନୀୟ ଅହଭାଜ୍‌ ଅଞ୍ଚଳରେ ଏହା ହୋଇଥିବା କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା...

କୁକୁରକୁ ଡକ୍ଟରେଟ୍‌ ଡିଗ୍ରୀ

ରିଚ୍‌ମୋଣ୍ଡ୍‌,୧୯।୫: ମଣିଷକୁ ଡକ୍ଟରେଟ୍‌ ଡିଗ୍ରୀ ମିଳିଥାଏ। ତେବେ କୁକୁରକୁ ଏଭି ଡିଗ୍ରୀ ମିଳିବା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଭର୍ଜିନିଆର ଭେଟେରେନାରୀ ମେଡିସିନ୍‌ କଲେଜ...

ଏପରି ଗାଁ ଯେଉଁଠି ପ୍ରେତାତ୍ମା ଭୟରେ ନେଲ୍‌ପଲିସ ଲଗାନ୍ତି ପୁରୁଷ…

ଥାଇଲାଣ୍ଡରର ପୁହଙ୍ଗ୍‌ ଗାଁରେ ପୁରୁଷମାନେ ପ୍ରେତାତ୍ମା ଭୟରେ ନେଲ୍‌ପଲିସ୍‌ ଲଗାଇଥାନ୍ତି। ଲୋକେ କୁହନ୍ତି ଅନେକ ବର୍ଷ ତଳେ ଗାଁରେ ଜଣେ ବିଧବା ମହିଳା ଆତ୍ମହତ୍ୟା କରିଥିଲେ।...

ବେଆଇନ ଭାବେ ଆମେରିକାରେ ରହୁଥିବା ୧୬୧ ଭାରତୀୟ ଫେରିବେ ସ୍ବଦେଶ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୮।୫: ଆମେରିକାରେ ବେଆଇନ ଭାବେ ରହୁଥିବା ୧୬୧ ଭାରତୀୟ ଚଳିତ ସପ୍ତାହରେ ସ୍ବଦେଶ ଫେରିବେ। ସେମାନେ ଆମେରିକାର ଦକ୍ଷିଣ ସୀମାରେ ଥିବା ମେକ୍ସିକୋ ଦେଇ ପ୍ରବେଶ...

Leave a comment

Your email address will not be published. Required fields are marked *