ଆଜି ରାଜ୍ୟରୁ ୫୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୮(ବ୍ୟୁରୋ):  ରାଜ୍ୟରୁ ଶୁକ୍ରବାର ୫୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୧,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୩ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୨୬ ଜଣ ଶିଶୁ ବି ଅଛନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୧୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୭୭ ଏବଂ ମୟୂରଭଞ୍ଜରୁ ୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୧, ବାଲେଶ୍ୱର ୧୦, ବରଗଡ଼ ୨୨, ଭଦ୍ରକ ୨, ବଲାଙ୍ଗୀର ୩୬, ବୌଦ୍ଧ ୫, କଟକ ୧୪, ଦେବଗଡ଼ ୪, ଗଜପତି ୬, ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୭, ଝାରସୁଗୁଡ଼ା ୭, କଳାହାଣ୍ଡି ୩୯, କନ୍ଧମାଳ ୧୪, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୧୧, କୋରାପୁଟ ୨,ନବରଙ୍ଗପୁର ୨୩, ନୟାଗଡ଼ ୧୭, ନୂଆପଡ଼ା ୩୮, ପୁରୀ ୧, ରାୟଗଡ଼ାରୁ ୯ ଏବଂ ସୋନପୁରର ୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୧୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୧,୭୮୦ରେ ପହଞ୍ଚିଥିବା ବେଳେ ୧୩,୦୮,୧୬୬ ଜଣ ସୁସ୍ଥ ହୋଇଛନ୍ତି। ୪୪୦୭ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?