ସେନ୍‌ସେକ୍ସ ବୃଦ୍ଧି: ନିବେଶକ ମାଲାମାଲ୍‌

ମୁମ୍ବାଇ ୯-୮: କେନ୍ଦ୍ର ସରକାର ଫରେନ ପୋର୍ଟଫୋଲିଓ ଇନ୍‌ଭେଷ୍ଟର୍ସ(ଏଫ୍‌ପିଆଇ)ଙ୍କ ନିବେଶ ଉପରେ ବୃଦ୍ଧି କରିଥିବା ସରଚାର୍ଜକୁ ପ୍ରତ୍ୟାହାର କରିନେବେ ବୋଲି ବିଚାର କରୁଥିବା ସୂଚନା ମିଳିବା ପରେ ଗୁରୁବାର ଷ୍ଟକ୍‌ ମାର୍କେଟରେ ଉଭୟ ସେନ୍‌ସେକ୍ସ ଓ ନିଫ୍ଟିରେ ବୃଦ୍ଧି ଘଟିଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ସେନ୍‌ସେକ୍ସ ୬୩୬.୮୬ ପଏଣ୍ଟ ବୃଦ୍ଧି ସହ ୩୭,୩୨୭.୮୬ରେ ବନ୍ଦ ହୋଇଥିବା ବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜରେ ନିଫ୍ଟି ୧୭୬.୯୫ ପଏଣ୍ଟ ବୃଦ୍ଧି ପାଇ ୧୧,୦୩୨.୪୫ରେ ବନ୍ଦ ହୋଇଛି। ଫଳରେ ନିବେଶକ ମାଲାମାଲ୍‌ ହୋଇଛନ୍ତି। ସେମାନଙ୍କୁ ଗୋଟିଏ ଦିନରେ ପ୍ରାୟ ୧.୯୩ ଲକ୍ଷ କୋଟି ଟଙ୍କା ଲାଭ ହୋଇଛି। ସରଚାର୍ଜକୁ ନେଇ ଉଦ୍‌ବିଗ୍ନ ଏଫ୍‌ପିଆଇ ଷ୍ଟକ ବଜାରରୁ ନିଜର ନିବେଶ ପ୍ରତ୍ୟାହାର ଆରମ୍ଭ କରିବାରୁ ଅଗଷ୍ଟ ୭ ସୁଦ୍ଧା ବିଏସ୍‌ଇରେ ତାଲିକାଭୁକ୍ତ କମ୍ପାନୀଙ୍କ ମାର୍କେଟ କ୍ୟାପିଟାଲ ୧୫୧.୩୫ ଲକ୍ଷ କୋଟିରୁ ୧୩୮.୮୨ ଲକ୍ଷ କୋଟି ଟଙ୍କାକୁ ହ୍ରାସ ପାଇସାରିଛି।


All Right Reserved By Dharitri.Com

ଆକର୍ଷଣୀୟ ରିହାତି ଦେଉଛି ଦୁରିଆନ୍‌

ଭୁବନେଶ୍ୱର,୧୮-୪: ପ୍ରମୁଖ ଫର୍ନିଚର ବ୍ରାଣ୍ଡ ଦୁରିଆନ ପକ୍ଷରୁ ଆକର୍ଷଣୀୟ ରିହାତି ଘୋଷଣା କରାଯାଇଛି। ଏହି ସମୟରେ ଗ୍ରାହକମାନେ ଦୁରିଆନର ଶୋ’ରୁମରେ ଫ୍ଲାଟ ୫୦% ରିହାତି ପାଇ...

ମାନ୍ଦାବସ୍ଥା ଦୂର ପାଇଁ ବିଭିନ୍ନ କ୍ଷେତ୍ରକୁ ଫୋକସ୍‌: ସୀତାରାମନ୍‌

ନୂଆଦିଲ୍ଲୀ,୧୧-୧୦: ଦେଶରେ ଲାଗି ରହିଥିବା ମାନ୍ଦାବସ୍ଥା ବିରୋଧରେ ଲଢିବା ଲାଗି ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କ୍ଷେତ୍ରକୁ ନଜରରେ ରଖି ସମାଧାନ ପ୍ରଦାନ...

ଅର୍ଥ ଅଭାବ ଲାଗି ଛିଡା ହେଲା ଏୟାର ଇଣ୍ଡିଆର ୧୯ ବିମାନ

ନୂଆଦିଲ୍ଲୀ,୨୬-୪: ଜେଟ୍‌ ଏୟାରଓ୍ବେଜ ଭଳି ଏୟାର ଇଣ୍ଡିଆରେ ଆର୍ଥିକ ସଙ୍କଟ ଦେଖାଦେଇଛି। ଅର୍ଥର ଅଭାବ କାରଣରୁ କମ୍ପାନୀର ୧୯ ବିମାନ ଏବେ ବିମାନ ବନ୍ଦରରେ ଛିଡା...

ଚାଇନାର ପାଲ୍‌ଟା ଜବାବ;ଆମେରିକାର ସାମଗ୍ରୀ ଉପରେ ୨୫% ଟାରିଫ ବୃଦ୍ଧି

ବେଜିଂ,୨-୬: ଚାଇନା ଏବଂ ଆମେରିକା ମଧ୍ୟରେ ଟ୍ରେଡ ଓ୍ବାର୍‌ ଥମିବାର ନାଁ ନେଉନି। ଆମେରିକାକୁ ଜବାବ ଦେଇ ଚାଇନା ଟାରିଫ ବୃଦ୍ଧି କରିଛି। ଆମେରିକାର ୬୦...

ଭୁବନେଶ୍ୱରରେ ବିକ୍ରି ହୋଇଛି ୩୧୫.୭୬ କୋଟିର ନିର୍ବାଚନୀ ବଣ୍ଡ୍‌

ନୂଆଦିଲ୍ଲୀ,୨୨ା୭: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ଲାଗି ୨୦୧୮ ମେ’ରୁ ୨୦୧୯ ମେ’ ମଧ୍ୟରେ ମୋଟ ୫୮୫୧.୪୧ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ୍‌ ବିକ୍ରି କରାଯାଇଛି ବୋଲି...

ଓଡ଼ିଶାରେ ଚାଷୀଙ୍କ ମାସିକ ଆୟ ହାରାହାରି ୫ ହଜାର

ନୂଆଦିଲ୍ଲୀ,୧୭-୭: ଓଡ଼ିଶା, ବିହାର, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ ଓ ଉତ୍ତରପ୍ରଦେଶର ଚାଷୀଙ୍କ ମାସିକ ହାରାହାରି ଆୟ ୫୦୦୦ ଟଙ୍କା। ଅର୍ଥାତ ଜଣେ ଚାଷୀ ଦୈନିକ ୧୬୬...

ଚନ୍ଦା କୋଚ୍ଚର, ବେଣୁଗୋପାଳ ଧୂତ୍‌ଙ୍କୁ ଇଡି ଜେରା

ନୂଆଦିଲ୍ଲୀ,୩୦-୬: ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚ୍ଚର, ତାଙ୍କ ସ୍ବାମୀ ଦୀପକ କୋଚ୍ଚର ଏବଂ ଭିଡିଓକନ ଗ୍ରୁପ୍‌...

ଗ୍ରାହକଙ୍କ ୪୧ ବର୍ଷର ବିଶ୍ୱାସ ସହ ବଢୁଛୁ

ଆସିଛି ପାର୍ବଣ ଋତୁ। ଏହି ସମୟରେ ବିଭିନ୍ନ ପ୍ରଡକ୍ଟ କ୍ରୟ କଲେ ଶୁଭ ବୋଲି ସାଧାରଣରେ ବିଶ୍ୱାସ ରହିଛି। ବିଭିନ୍ନ ପ୍ରଡକ୍ଟ ମଧ୍ୟରେ କଞ୍ଜ୍ୟୁମର ଡ୍ୟୁରେବଲ୍‌ର...

Leave a comment

Your email address will not be published. Required fields are marked *