ଦ୍ୱାରଶୁଣି ଘାଟିରେ ୫୦ ଫୁଟ ତଳକୁ ଖସିଲା ଟ୍ରକ

ବାଙ୍ଗିରିପୋଷି,୯ା୮(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଦ୍ୱାରଶୁଣି ଘାଟିର ପ୍ରଥମ ବାଙ୍କରେ କଲିକତା ଅଭିମୁଖେ ଯାଉଥିବା ଏକ ସ୍ପଞ୍ଜ ରୋଲ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ରାସ୍ତାରୁ ୫୦ ଫୁଟ ତଳକୁ ଖସି ପଡିଛି ା ଏହି ଦୁର୍ଘଟଣାରେ ଟ୍ରକ ଚାଳକ ଗୁରୁତର ଆହତ ହୋଇଛନ୍ତି। ବାଙ୍ଗିରିପୋଷି ପୋଲିସ ଓ ଦମକଳ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତ ଟ୍ରକ ଚାଳକଙ୍କୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିସତ୍ା ପାଇଁ ଭର୍ତ୍ତି କରିଥିଲେ ା ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାରିପଦାସ୍ଥିତ ପିଆରଏମ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆହତ ଟ୍ରକ ଚାଳକଙ୍କ ପରିଚୟ ଜଣାପଡି ନାହିଁ।


All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ କଙ୍କ୍ରିଟ ଖସିଲା

ଲାଠୋର, ୨୫ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ କଙ୍କ୍ରିଟ ଟୁକୁଡା ଖସି ପଡିଛି। ଶନିବାର ସକାଳ ୭ଟାରେ କର୍ମଚାରୀମାନେ...

ଅଂଶୁଘାତରେ ଜଣେ ମୃତ

ଢେଙ୍କିକୋଟ, ୬।୬(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମୁକ୍ତାପୁର ପଞ୍ଚାୟତ ମୁଦ୍ରାବେଡା ଗ୍ରାମରେ ବୁଧବାର ମଧ୍ୟାହ୍ନରେ ଅଂଶୁଘାତରେ ସୁପେଇ ମୁଣ୍ଡା (୪୭)ନାମକ ଜଣେ ବ୍ୟକ୍ତି ପ୍ରାଣ...

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ...

ଯବାନଙ୍କ ବଦଳରେ ଅନ୍ୟଙ୍କ ଫଟୋ ପ୍ରସାରଣ : ବୈଦ୍ୟୁତିକ ଗଣମାଧ୍ୟମ ନଁ।ରେ ଅଭିଯୋଗ

ହିଞ୍ଜିଳିକାଟୁ,୯ା୧୧(ଡି.ଏନ.ଏ) -ପାକିସ୍ତାନୀ ଗୁପ୍ତଚର ମହିଳା ଏଜେଣ୍ଟଙ୍କ ହନି ଟ୍ରାପରେ ଫସି ଦେଶର ଗୁରୁତ୍ୱପୁର୍ଣ୍ଣ ଖବର ପ୍ରଦାନ କରିଥିବା ଅଭିଯୋଗରେ ରାଜସ୍ଥାନ ପୋଲିସ ହିିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା...

ବନ୍ୟାସ୍ଥିତି ପରଖିଲେ କଲମପୁର ବ୍ଲକ ଅଧ୍ୟକ୍ଷା

କଲମପୁର,୯।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅଞ୍ଚଳରେ ଗତ ୩ ଦିନର ଲଗାଣ ବର୍ଷାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା । କଲମପୁର ବ୍ଲକ ଅଧ୍ୟକ୍ଷା...

ମନୋଜ ହତ୍ୟାକାଣ୍ଡର ପର୍ଦ୍ଦାଫାଶ୍‌: ସୁଲ୍‌ତାନ ସମେତ ୫ ଗିରଫ

ବ୍ରହ୍ମପୁର ଅଫିସ,୬ା୬: ଆସିକା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବ୍ରହ୍ମପୁର ପୋଲିସ। ଏଥିରେ ସାମିଲ ଥିବା ୨ ଅଭିଯୁକ୍ତ...

ର଼୍ୟାମ୍ପ ଶୋ ଗ୍ରାଣ୍ଡ ଫାଇନାଲରେ ବ୍ରହ୍ମପୁରର ତନିଶା

ବ୍ରହ୍ମପୁର ଅଫିସ,୧୨ା୭: ବୟସ ୧୫ ବର୍ଷ। ଏହି ସ୍ବଳ୍ପ ବୟସରୁ ସେ ଜାତୀୟସ୍ତରରେ ସୃଷ୍ଟି କରିଛନ୍ତି ନିଜର ପରିଚୟ ା ସେ ହେଲେ ବ୍ରହ୍ମପୁର ଅରବିନ୍ଦ...

କେନାଲରେ ବୁଡି ଯୁବକଙ୍କ ମୃତ୍ୟୁ

ପୁରୁଷୋତ୍ତମପୁର,୩।୮(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ ଦେଇଯାଇଥିବା ଥିବା ହିରାଧରବାଟି କେନାଲରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୁରୁଷୋତ୍ତମପୁର ଏନ୍‌ଏସି...

Leave a comment

Your email address will not be published. Required fields are marked *