Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆଜି ଖୋଲିବ ସ୍କୁଲ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶୁକ୍ରବାର ରାଜ୍ୟରେ ସମସ୍ତ ସ୍କୁଲ ଖୋଲିବାକୁ ଥିବାବେଳେ ଏହାକୁ ନେଇ ଦଙ୍ଗା ହଜାର ହଜାର ସୁରକ୍ଷା ଯବାନଙ୍କୁ ଉପତ୍ୟକାରେ ମୁତୟନ କରାଯାଇଛି। ୫ ତାରିଖରୁ ସବୁଠି ଲାଗିରହିଛି ଅଘୋଷିତ କର୍ଫ୍ୟୁ। ଜମ୍ମୁ-କଶ୍ମୀରରେ ସିଆରପିସି ଧାରା ୧୪୪ ଜାରି ରହିଛି।


All Right Reserved By Dharitri.Com

୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ମାଲିକ ଗିରଫ

ଗୁରୁଗ୍ରାମ, ୧୨।୬: ୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ଗିରଫ ହୋଇଛନ୍ତି ମାଲିକ। ଦିଲ୍ଲୀର ଗୁରୁଗ୍ରାମରେ ଏଭଳି ଘଟଣା ଘଟିଛି। ସେକ୍ଟର ୬୫ରେ...

ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଅଣାଯିବ ଆଇନ: ଯୋଗୀ

ନୂଆଦିଲ୍ଲୀ,୨୫।୯: ପରିତ୍ୟକ୍ତା ହିନ୍ଦୁ ମହିଳାଙ୍କୁ ନ୍ୟାୟ ମିଳିବା ପାଇଁ ଆଇନ ଅଣାଯିବ। ବୁଧବାର ତିନି ତଲାକ୍‌ ପୀଡ଼ିତା ମହିଳାଙ୍କୁ ଭେଟି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ପ୍ରଥମ ଥର ଲାଗି ମୋଦିଙ୍କ ରାଲି ହେବ ଇକୋ ଫ୍ରେଣ୍ଡଲି

ପାନିପଥ,୫।୯: ପ୍ରଥମ ଥର ଲାଗି ହରିୟାଣାର ରୋହତକରେ ଆସନ୍ତା ୮ ତାରିରେ ମୋଦିଙ୍କ ପାଇଁ ଆୟୋଜିତ ହୋଇଥିବା ରାଲି ଇକୋ ଫ୍ରେଣ୍ଡଲି ହେବ ବୋଲି ଜଣାପଡିଛି।...

ମୋଦି ସରକାରଙ୍କୁ ଝଟ୍‌କା: ଜମ୍ମୁ-କଶ୍ମୀରରେ ଲଗାଯାଇଥିବା ପ୍ରତିବନ୍ଧକ ଉପରେ ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୦।୧: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ସମୟରେ ସେଠାରେ ଲଗାଯାଇଥିବା ପ୍ରତିବନ୍ଧକ ବିରୋଧରେ କରାଯାଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ସେଠାରେ ଦୀର୍ଘ...

ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ବ୍ୟୟ ବରାଦ

ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ଶିକ୍ଷା ପାଇଁ ୯୯, ୩୦୦ କୋଟି ଏବଂ ଦକ୍ଷତା ବିକାଶ ଲାଗି ୩୦୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ଅର୍ଥମନ୍ତ୍ରୀ...

ପୁଣିଥରେ କେରଳକୁ ନିପା ଭାଇରସ୍‌ ଭୟ

ଥିରୁଭାନନ୍ତପୁରମ,୩।୬: କେରଳର ଜଣେ ୨୩ ବର୍ଷୀୟ ବ୍ୟକ୍ତି ନିପା ଭାଇରସ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି। ପ୍ରାଥମିକ ଅବସ୍ଥାରେ ତାଙ୍କ ଦେହରେ ନିପା ଭାଇରସ୍‌ର ଲକ୍ଷଣ...

ଡାହାଣୀ ସନ୍ଦେହ: ମା’ ଓ ନାବାଳିକା କନ୍ୟାଙ୍କୁ ଗଳାକାଟି ହତ୍ୟା କଲେ ଗ୍ରାମବାସୀ; ବାପା-ନାବାଳକ ପୁଅ ବହୁ କଷ୍ଟରେ ବର୍ତ୍ତିଲେ

ଜାମସେଦ୍‌ପୁର,୨୯।୬: ଆଧୁନିକ ସମାଜରେ ଏବେ ମଧ୍ୟ ଅନେକ କୁସଂସ୍କାର ରହିଛି। ଏହାଯୋଗୁ ବେଳେବେଳେ ମୂଲ୍ୟବାନ ଜୀବନ ଚାଲିଯାଉଛି। ଏହାର ଏକ ସଦ୍ୟତମ ଘଟଣା ଛତିଶଗଡ଼ ପଶ୍ଚିମ...

ନୀରବ ମୋଦିଙ୍କ ଜାମିନ ଆବେଦନ ନାମଞ୍ଜୁର

ନୂଆଦିଲ୍ଲୀ, ୭।୧୧: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜାମିନ ଆବେଦନକୁ ଲଣ୍ଡନର କୋର୍ଟ ପୁଣିଥରେ ଅଗ୍ରାହ୍ୟ କରି ଦେଇଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ...

Leave a comment

Your email address will not be published. Required fields are marked *