Posted inଜାତୀୟ

ସାମ୍ନାକୁ ଆସିଲେ ବାଘକୁ ମାରିଦିଅ: ମୋଦି କହିଲେ ମୋର ସଂସ୍କାର ଏମିତି ନୁହେଁ

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବ୍ଲିସିଟି କ୍ଷେତ୍ରରେ ଟିକେ ଆଗରେ ବୋଲି କୁହାଯାଏ। ତେବେ ନିକଟରେ ସେ ଡିସ୍‌କଭରି ଚ୍ୟାନେଲରେ ପ୍ରସାରିତ ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡର ଏକ ସ୍ପେଶାଲ ଏପିସୋଡରେ ମୋଦିଙ୍କୁ ଦେଖିବାକୁ ମିଳିବ। ଆସନ୍ତା ୧୨ ତାରିଖରେ ଏହା ପ୍ରସାରଣ ହେବାକୁ ଥିବା ବେଳେ ଏବେ ଏକ ଘରୋଇ ନ୍ୟୁଜ ଚ୍ୟାନେଲରେ ଏହାର ପ୍ରମୋ ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମର ଉପସ୍ଥାପକ ବିଅର ଗ୍ରିଲ୍ସଙ୍କୁ ମୋଦିଙ୍କ ସହ ଜଙ୍ଗଲରେ ବୁଲୁଥିବା ଦେଖିବାକୁ ମିଳିଛି। ଏହା ଉତ୍ତର ଭାରତରେ ଥିବା ହିମାଳୟ ପାହାଡ ଓ ଜଙ୍ଗଲ ଅଞ୍ଚଳରେ ଶୁଟିଂ କରାଯାଇଛି। ଜଙ୍ଗଲରେ ବାଘ, ସିଂହ, ହାତୀ, କୁମ୍ଭିର, ସାପ ବହୁ ପରିମାଣରେ ଦେଖାଯାଇଥାଆନ୍ତି। ତେବେ ମୋଦିଙ୍କର ଏହି ଆଡଭେନଚର ଜର୍ନିକୁ ଦେଖିବାକୁ ବିଶ୍ୱର ପ୍ରାୟ ସବୁଦେଶର ଲୋକେ ଅପେକ୍ଷା ରଖିଛନ୍ତି। ହେଲେ ଏବେ ଯେଉଁ ପ୍ରମୋଟି ସାମ୍ନାକୁ ଆସିଛି ସେଥିରେ ବିଅର ମୋଦିଙ୍କୁ କହିଛନ୍ତି ଆପଣତ ଯୁବା ବୟସରୁ ପ୍ରକୃତି ସହ ଜଡିତ। ହେଲେ ଏହି ଜଙ୍ଗଲରେ ଯଦି କେହି ହିଂସ୍ର ଜୀବ ସାମ୍ନାକୁ ଆସି ଯାଆନ୍ତି ତେବେ ତାଙ୍କୁ ତୁରନ୍ତ ମାରିଦେବେ। କିନ୍ତୁ ମୋଦି ଏହାର ଉତ୍ତରରେ କହିଛନ୍ତି, ‘ମୋର ସଂସ୍କାର ଏହା କହିନାହିଁ।


All Right Reserved By

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି।...

ହେଲ୍‌ମେଟ ନ ପିନ୍ଧି ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୧।୧୦: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି.ନାରାୟଣସ୍ବାମୀ ଓ ଲେପ୍ଟନାଣ୍ଟ ଗଭର୍ନର କିରଣ ବେଦୀଙ୍କ ମଧ୍ୟରେ ପୁଣିଥରେ ତୁତୁ ମେମେ ଆରମ୍ଭ ହୋଇଯାଇଛି। କିରଣ ବେଦୀ ନୂଆ ମୋଟର...

ଜମ୍ମୁ-କଶ୍ମୀରରୁ ଟ୍ରାନ୍ସଫର୍‌ ହେବେ ଲଦାଖ ବାସିନ୍ଦା ୩୮୦ ପୋଲିସ

ନୂଆଦିଲ୍ଲୀ,୨୦।୧୦: ଜମ୍ମୁ-କଶ୍ମୀରରେ ମୁତୟନ ଥିବା ୩୮୦ ପୋଲିସଙ୍କୁ ଲଦାଖକୁ ଟ୍ରାନ୍ସଫର କରାଯିବ। ସେମାନେ ଲଦାଖର ବାସିନ୍ଦା। ଲଦାଖରେ ବିଭିନ୍ନ ଅଞ୍ଚଳ ସମ୍ପର୍କରେ ଭଲଭାବେ ସେମାନେ ପରିଚିତ...

ରାସନ କାର୍ଡଧାରୀଙ୍କୁ ମିଳିପାରେ ଆଉ ୧ କିଲୋ ଅଧିକ ଗହମ, ଚିନି, ଚାଉଳ

ନୂଆଦିଲ୍ଲୀ,୩।୬: ଖୁବ୍‌ଶୀଘ୍ର ରାସନ କାର୍ଡଧାରୀଙ୍କୁ ଅଧିକ ୧ କିଲୋ ଚାଉଳ, ଚିନି ଓ ଗହମ କେନ୍ଦ୍ର ସରକାର ଦେଇପାରନ୍ତି ବୋଲି କୁହାଯାଉଛି। ଏହାମଧ୍ୟ ସବ୍‌ସିଡି ଦରରେ...

ଶ୍ରୀନଗରରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ଆକ୍ରମଣ

ଜମ୍ମୁ,୧୨।୧୦: ଜମ୍ମୁ-କଶ୍ମୀର ଶ୍ରୀନଗରର ହରି ସିଂ ହାଇ ଷ୍ଟ୍ରିଟରେ ଶନିବାର ସକାଳେ ଆତଙ୍କବାଦୀଙ୍କ ଦ୍ୱାରା ଗ୍ରେନେଡ୍‌ ଆକ୍ରମଣ ହୋଇଛି। ଭାରତୀୟ ସେନା ପକ୍ଷରୁ ଉକ୍ତ ଅଞ୍ଚଳକୁ...

ଗ୍ରେଟର ନଏଡ଼ାରେ ଖୋଲିଲା ପ୍ରଥମ ଇଲେକ୍ଟ୍ରିକ୍‌ କାର୍‌ ଚାର୍ଜିଂ ଷ୍ଟେଶନ

ଗ୍ରେଟର ନଏଡ଼ା,୨୯।୮: ପରିବେଶ ପ୍ରଦୂଷଣକୁ ରୋକିବାକୁ ବହୁ ଦିନରୁ ଚାଲିଥିବା ପ୍ରୟାସ ଶେଷରେ ଫଳବତି ହୋଇଛି। ପେଟ୍ରୋଲ, ଡିଜେଲ ବାହନ ବ୍ୟତୀତ ଇଲେକ୍ଟ୍ରୋନିକ୍‌ ବାହନ ବ୍ୟବହାର...

ରାମବିଳାସ ପାସଓ୍ବାନ ନିଖୋଜ ପୋଷ୍ଟର ଲଗାଇଲେ ଗ୍ରାମବାସୀ: ଖୋଜି ଆଣିଲେ ପୁରସ୍କାର ୧୫ ହଜାର

ବୈଶାଳୀ,୨୩।୬: ବିହାରର ବୈଶାଳୀ ଅନ୍ତର୍ଗତ ହରିବଂଶପୁର ଗ୍ରାମର ବାସିନ୍ଦା ଏମ୍‌ପି ରାମବିଳାସ ପାସଓ୍ବାନ ନିଖୋଜ ଲେଖା ଥିବା ପୋଷ୍ଟର ଲଗାଇଛନ୍ତି। ଗ୍ରାମରେ ନାନା ପ୍ରକାର ସମସ୍ୟା...

ନଦୀରେ ଓଲଟିଲା ଡଙ୍ଗା:୭ ମୃତ, ୨୦ ନିଖୋଜ

ପାଟନା,୪।୧୦:ବିହାରର କଟିହାରରେ ଏକ ଅଭାବନୀୟ ଘଟଣା ଘଟିଛି। ମହାନନ୍ଦା ନଦୀରେ ଏକ ଡଙ୍ଗା ବୁଡି ଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ନିଖୋଜ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *