ଅଷ୍ଟ୍ରେଲିଆରେ ଖେଳିବ ଭାରତୀୟ ମହିଳା ଏ’ ଦଳ

ନୂଆଦିଲ୍ଲୀ,୧୭ା୫- ଭାରତୀୟ ମହିଳା ଏ’ ଦଳ ଲାଗି ସିରିଜ୍‌ ଆୟୋଜନ କରିବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଶୁକ୍ରବାର ସ୍ପଷ୍ଟ କରିଛି। ଚଳିତ ଡିସେମ୍ବରରେ ଭାରତୀୟ ମହିଳା ଏ’ ଦଳ ଅଷ୍ଟ୍ରେଲିଆ ଗସ୍ତ କରି ୩ଟି ଲେଖାଏ ଦିନିକିଆ ଓ ଟି୨୦ ଖେଳିବ। ସମସ୍ତ ମ୍ୟାଚ୍‌ କୁଇନ୍ସଲାଣ୍ଡଠାରେ ଖେଳାଯିବ। ଗତ ବର୍ଷ ଅଷ୍ଟ୍ରେଲିଆ ଏ’ ସଫଳତାର ସହ ଭାରତ ଗସ୍ତ କରିବା ପରେ ସିଏ ଏହି ଘୋଷଣା କରିଛି। ଏହା ଭାରତୀୟ ମହିଳା ଏ’ ଦଳର ପ୍ରଥମ ଥର ପାଇଁ ବିଦେଶ ଗସ୍ତ। ଭାରତୀୟ ଏ’ ଦଳ ଡିସେମ୍ବର ୧୨ ତାରିଖରେ ୫୦ ଓଭର ବିଶିଷ୍ଟ ଆ ମ୍ୟାଚ୍‌ ସହ ବ୍ରିସବେନଠାରୁ ଅଭିଯାନ ଆରମ୍ଭ କରିବ। ଏହାପରେ ୧୪ ଓ ୧୬ ତାରିଖରେ ବଳକା ଦୁଇଟି ଦିନିକଆ ମ୍ୟାଚ୍‌ ଖେଳିବ। ଏହାପରେ ଗୋଲ୍ଡ କୋଷ୍ଟଠାରେ ୧୯, ୨୧ ଓ ୨୩ ତାରିଖରେ ୩ଟି ଟି୨୦ ମ୍ୟାଚ୍‌ ଖେଳିବ।


All Right Reserved By

ବର୍ଷେ ପରେ ଟୋକିଓ ଅଲିମ୍ପିକ୍ସ: ପଦକ ଉନ୍ମୋଚିତ

ଟୋକିଓ,୨୫।୭(ପି.ଟି.)- ୨୦୨୦ ଟୋକିଓ ଅଲିମ୍ପିକ୍ସ ଆରମ୍ଭ ହେବାକୁ ଆଉ ଗୋଟିଏ ବର୍ଷ ବାକି ରହିଛି। ଏହି ଅବଗଣନା ଆରମ୍ଭ କରିବା ଅବସରରେ ଅଲିମ୍ପିକ୍ସର ସ୍ବର୍ଣ୍ଣ, ରୌପ୍ୟ...

ଭିଜା ଲାଗି ସାହାଯ୍ୟ ଲୋଡିଲେ ଦୂତୀ

ନୂଆଦିଲ୍ଲୀ,୯।୮(ପି.ଟି.):ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ୟୁରୋପରେ କେତୋଟି ରେସ୍‌ରେ ଭାଗ ନେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।...

ଡୁରାଣ୍ଡ କପ୍‌:‘ଗୋକୁଳମ କେରଳ, ଗୋଆ ବିଜୟୀ

କୋଲକାତା, ୧୫।୮ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଡୁରାଣ୍ଡ କପ୍‌ର ୧୨୯ତମ ସଂସ୍କରଣରେ ବୁଧବାର ଅନୁଷ୍ଠିତ ୨ଟି ମ୍ୟାଚ୍‌ରେ ଗୋକୁଳମ୍‌ କେରଳା ଓ ଏଫ୍‌ସି ଗୋଆ...

ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ଲାଗି ଉପଦେଷ୍ଟା କମିଟି ଗଠିତ

ନୂଆଦିଲ୍ଲୀ,୨୩।୮(ପି.ଟି.)- ଜାତୀୟ କ୍ରୀଡ଼ା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ ତାରିଖରେ ‘ଫିଟ୍‌ ଇଣ୍ଡିଆ ମୁଭମେଣ୍ଟ’ ଆରମ୍ଭ କରିବାକୁ ଯାଉଛନ୍ତି। ଫିଟ୍‌ନେସକୁ ନେଇ...

ସାକ୍ଷୀ ମଲିକଙ୍କୁ ନୋଟିସ

ନୂଆଦିଲ୍ଲୀ, ୨୦ା୮(ପି.ଟି.)-ବିନା ଅନୁମତିରେ ଜାତୀୟ କ୍ୟାମ୍ପ ଛାଡ଼ି ଚାଲିଯାଇଥିବାରୁ ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଅଲିମ୍ପିକ ପଦକ ବିଜୟିନୀ ସାକ୍ଷୀ ମଲିକଙ୍କ ବିରୋଧରେ କାରଣ...

ପୁଣି ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଦୋହାଠାରେ ଚାଲିଥିବା ୨୩ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ କ୍ରମାଗତ ଦ୍ୱିତୀୟଥର ଜାତୀୟ ରେକର୍ଡ...

ଇଂଲଣ୍ଡ ମୁଖ୍ୟକୋଚ୍‌ ସିଲଭରଉଡ୍‌

ଲଣ୍ଡନ,୭।୧୦(ଏଏଫ୍‌ପି): ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ ଖ୍ରିସ ସିଲଭରଉଡ୍‌ ନିଯୁକ୍ତ ହୋଇଛନ୍ତି। ସେ ଏବେ ଟ୍ରେଭର ବାଇଲିସଙ୍କ ସ୍ଥାନ ନେବେ। ଗତ ମାସରେ ଚୁକ୍ତି...

ସୁଲତାନ ଜୋହର କପ୍‌ ହକି :ଭାରତ- ମାଲେସିଆ ଉଦ୍‌ଘାଟନୀ ମ୍ୟାଚ୍‌

ଜୋହର ବାହରୁ,୧୨।୧୦(ପି.ଟି.)- ଶନିବାରଠାରୁ ଆରମ୍ଭ ହେବାକୁ ଯାଉଥିବା ନବମ ସୁଲତାନ ଜୋହର କପ୍‌ ହକି ଟୁର୍ନାମେଣ୍ଟରେ ଭାରତ ଓ ଆୟୋଜକ ମାଲେସିଆ ଉଦ୍‌ଘାଟନୀ ମ୍ୟାଚ୍‌ରେ ପରସ୍ପରକୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *