ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ ୬୨.୪୩%, ପୁରୀରେ ୬୧.୧୭% ଏବଂ ସମ୍ବଲପୁରରେ ୬୬.୬୭% ମତଦାନ ହୋଇଛି। ଟୋକନ ଧରି ଲୋକେ ଧାଡ଼ିରେ ଥିବାରୁ ଏହି ସଂଖ୍ୟା ଆହୁରି ବଢ଼ିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଟ୍ରେନ୍‌ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ, ସୋସିଆଲ ମିଡିଆରେ ଲେଖିଲେ…

ଭୁବନେଶ୍ୱର,୧୭ା୬: ସୋମବାର ସକାଳେ ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବାରୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ସିଆଇଡି ଆଗରେ ହାଜର ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ, ନାବାଳିକାଙ୍କୁ…

ନୂଆଦିଲ୍ଲୀ, ୧୭।୬: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ବିଏସ୍‌ ୟେଦୁରପ୍ପା ଆଜି ଜାତୀୟ ତଦନ୍ତକାରୀ ବିଭାଗ (ସିଆଇଡି) ନିକଟରେ...

ଜନ୍ମଦିନ ଭୋଜି ଖାଇ ଫେରିବା ବେଳେ ଟ୍ରାକ୍ଟରକୁ ଧକ୍କା ଦେଲା କାର୍‌, ୪ ସାଙ୍ଗ ମୃତ

ଖଡ଼ିଆଲ,୧୭ା୬(ମକାରୁ ବେମାଲ): ଭବାନୀପାଟଣା ଲଛିପୁର ଛକ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଚାରି ଜଣ ପ୍ରାଣ ହରାଇଛନ୍ତି। ଟ୍ରାକ୍ଟରକୁ କାର୍‌ ଧକ୍କା...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ଦାୟିତ୍ୱ ଗ୍ରହଣ ପରେ ବିଭାଗର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୭।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri