Posted inଜାତୀୟ

୪ ବର୍ଷରେ ୫୯ ଲକ୍ଷ ଟଙ୍କା ବଢିଛି ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ସମ୍ପତ୍ତି, ନିଜ ନାଁରେ ନାହିଁ କୌଣସି ଗାଡି କି ଜମି

ଲକ୍ଷ୍ନୌ,୪ ।୨: ଗୋରଖପୁର ସହର ବିଧାନସଭା ଆସନରୁ ଶୁକ୍ରବାର ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥି ଭାବେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ତେବେ ଯୋଗୀ ଆଦିତ୍ୟନାଥ ତାଙ୍କର ଯେଉଁ ସମ୍ପତ୍ତି ତାଲିକା ଦେଇଛନ୍ତି ଏଥିରେ ତାଙ୍କ ସମ୍ପତ୍ତି ଗତ ୪ ବର୍ଷ ମଧ୍ୟରେ ପାଖାପାଖି ୫୯ ଲକ୍ଷ ବୃଦ୍ଧି ହୋଇଛି । ଏମଏଲସି ହେବା ସମୟରେ ତାଙ୍କର ସମ୍ପତ୍ତି ଥିଲା ୯୫.୯୮ ଲକ୍ଷ । ଏବେ ଏହା ବୃଦ୍ଧି ପାଇ ୧ କୋଟି ୫୪ ଲକ୍ଷ ୯୪ ହଜାର ୫୪ଟଙ୍କା ହୋଇଛି । ଗତ ଲୋକ ସଭା ନିର୍ବାଚନ ୨୦୧୪ରେ ସେ ଏମ୍‌ପି ଥିବା ସମୟରେ ତାଙ୍କର ମୋଟ ସମ୍ପତ୍ତିର ମୂଲ୍ୟ ଥିଲା ୭୨ ଲକ୍ଷ ୧୭ ହଜାର ଟଙ୍କା । ଏବେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ୧ ଲକ୍ଷ ଟଙ୍କା ମୂଲ୍ୟର ଏକ ରିଭଲବର ଓ ୮୦ ହଜାର ଟଙ୍କା ମୂଲ୍ୟର ଏକ ରାଇଫଲ ରହିଛି । ହେଲେ ଯୋଗୀ ଆଦିତ୍ୟନାଥଙ୍କ ନିକଟରେ କୌଣସି ଗାଡି ନାହିଁ କିମ୍ବା ତାଙ୍କ ନାମରେ କୌଣସି ଜମି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri