ତଳମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୯୦୧ ଆକ୍ରାନ୍ତ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫,୯୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩,୪୧୯ ଚିହ୍ନଟ ହୋଇଥିବାବେଳେ ୨,୪୮୨ ଲୋକାଲ କେସ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ୦ରୁ ୧୮ ବର୍ଷ ମଧ୍ୟରେ ୭୩୯ ଜଣ ଆକ୍ରାନ୍ତ ଅଛନ୍ତି। ଏନେଇ ଗୁରୁବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧, ୪୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୯୩, ବାଲେଶ୍ୱରରୁ ୩୦୦, ବରଗଡ଼ରୁ ୧୦୨, ଭଦ୍ରକରୁ ୯୬, ବଲାଙ୍ଗୀରରୁ ୧୮୪, ବୌଦ୍ଧରୁ ୭୮, କଟକରୁ ୪୦୨, ଦେଓଗଡ଼ରୁ ୮୯, ଢେଙ୍କାନାଳରୁ ୭୩, ଗଜପତିରୁ ୬୯, ଗଞ୍ଜାମରୁ ୯୫, ଜଗତସିଂହପୁରରୁ ୮୨, ଯାଜପୁରରୁ ୧୯୧, ଝାରସୁଗୁଡ଼ାରୁ ୬୩, କଳାହାଣ୍ଡିରୁ ୧୬୮, କନ୍ଧମାଳରୁ ୮୬, କେନ୍ଦ୍ରାପଡ଼ାରୁ ୧୪୪, କେନ୍ଦୁଝରରୁ ୧୨୮, କୋରାପୁଟରୁ ୬୪, ମାଲକାନଗିରିରୁ ୫୫, ମୟୁରଭଞ୍ଜରୁ ୧୪୯, ନବରଙ୍ଗପୁରରୁ ୧୧୩, ନୟାଗଡ଼ରୁ ୧୮୦, ନୂଆପଡ଼ାରୁ ୧୮୯, ପୁରୀରୁ ୧୧୭, ରାୟଗଡ଼ାରୁ ୧୦୧, ସମ୍ବଲପୁରରୁ ୧୩୮, ସୋନପୁରରୁ ୮୬, ସୁନ୍ଦରଗଡ଼ରୁ ୫୪୫ ଓ ଷ୍ଟେଟ ପୁଲରୁ ୨୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri