ଓକିଲାତି ପେଶାରେ ନୀଳଗିରି ରାଜଜେମା

ନୀଳଗିରି, ୧୦।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଏକମାତ୍ର ନୀଳଗିରି ଗଡ଼ଜାତ ରାଜ ପରିବାରର ରାଜଜେମା ଅକ୍ରୀତି ମର୍ଦ୍ଦରାଜ ଓକିଲାତି ପାଇଁ ଦିଲ୍ଲୀ ବାର୍‌ରେ ଗୁରୁବାର ତାଲିକାଭୁକ୍ତ କରାଇଛନ୍ତି। ସୁପ୍ରିମକୋର୍ଟ ଓ ହାଇକୋର୍ଟରେ ସେ ପ୍ରାକ୍ଟିସ କରିବେ ବୋଲି ପରିବାର ପକ୍ଷରୁ କୁହାଯାଇଛି।
ରାଜ୍ୟର ୨୪ଟି ଗଡ଼ଜାତ ଭିତରୁ ନୀଳଗିରିର ଶେଷରାଜା କିଶୋର ଚନ୍ଦ୍ର ମର୍ଦ୍ଦରାଜ ହରିଚନ୍ଦନଙ୍କ ପୁଅ ରାଜେନ୍ଦ୍ର ଚନ୍ଦ୍ର ମର୍ଦ୍ଦରାଜ ସ୍ଥାନୀୟ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଜନସାଧାରଣଙ୍କ ନିମନ୍ତେ ପ୍ରତିନିଧିତ୍ୱ କରିବା ସହ ହାଇକୋର୍ଟରେ ଲୋକଙ୍କ ପାଇଁ ଲଢ଼ି ସଫଳତା ଅର୍ଜନ କରିଥିଲେ। ତାଙ୍କ ମୃତ୍ୟୁ ପରେ ପରିବାର କୌଣସି ସଦସ୍ୟ ଏହି ପେଶାଠାରୁ ଦୂରେଇ ରହିଥିଲେ। ତେବେ ଗଡ଼ଜାତର ଶେଷରାଜାଙ୍କ ସାନନାତି ଜଗଦୀଶ ମର୍ଦ୍ଦରାଜଙ୍କ ସାନଝିଅ ଓକିଲାତି ପେଶାକୁ ଆପଣେଇଛନ୍ତି।


All Right Reserved By Dharitri.Com

ରେଲୱେ କ୍ରାଇମବ୍ରାଞ୍ଚ ଦ୍ୱାରା ଟିକେଟ ଦଲାଲ ଗିରଫ: ୩ ଲକ୍ଷ ୯୨ ହଜାର ୩୭୦ ଟଙ୍କାର ଟିକେଟ ଜବତ

ବାଲେଶ୍ୱର ଅଫିସ, ୧୭।୬-ବାଲେଶ୍ୱର ରେଳଷ୍ଟେଶନ ଟିକେଟ କାଉଣ୍ଟରରୁ ଜଣେ ଦଲାଲ ବାରମ୍ବାର ଟିକେଟ କାଟିବାକୁ ଯା’ଆସ କରୁଥିବା ଦେଖି ବାଲେଶ୍ୱର ଆରପିଏଫ୍‌ ଏବଂ ଖଡଗପୁର ରେଲୱେ...

ପାଣିରେ ବୁଡ଼ି ଶିଶୁକନ୍ୟା ଜୀବନ ଗଲା

ରୂପ୍‌ସା,୨୧।୮(ଡି.ଏନ.ଏ.):  ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଅନ୍ତର୍ଗତ ବଳବୁଧି ଗ୍ରାମରେ ୧୧ମାସର ଶିଶୁକନ୍ୟା ଚାନ୍ଦିନୀ ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତ ଶିଶୁ ହେଲେ...

ଋଣ ଦେବା ନାଁରେ ୫ ଲକ୍ଷ ଠକେଇ : କମ୍ପାନୀ ମାଲିକଙ୍କୁ ପୋଲିସ ଜିମାଦେଲେ ଜମାକାରୀ

ତିହିଡ଼ି, ୧୩।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବିଭିନ୍ନ ଗ୍ରାମର ୩୯ ସ୍ବୟଂସହାୟକ ଗୋଷ୍ଠୀକୁ ଋଣ ଦେବା ନାଁରେ ୫ ଲକ୍ଷ...

ସମ୍ଭାବନା ବିକଶିତ ହେଲେ ମିଳିବ ନିଯୁକ୍ତି ସୁଯୋଗ

ବାଲେଶ୍ୱର ଅଫିସ, ୧୦।୬-କେନ୍ଦ୍ରରେ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେବା...

କମ୍ପାନୀର ଜବରଦଖଲରେ ଚାଷଜମି – ଶାଗମାଛ ଦରରେ ଜମି ନେଇ ଯାଉଛି କମ୍ପାନୀ

ଯୋଡ଼ା,୨୪।୬(ଡ଼ିଏନଏ)- ସାଧାରଣ ଲୋକଙ୍କ ଜମିକୁ ବିଭିନ୍ନ ଉପାୟରେ ଶାଗମାଛ ମୂଲ୍ୟରେ ଟାଟା କମ୍ପାନୀ କିପରି ନିଜ ଅଧୀନକୁ ନେଉଛି, ତାର ଆଉ ଏକ ଉଦାହରଣ ଏବେ...

କେନାଲରେ ବୁଡ଼ି ୨ ଛାତ୍ର ମୃତ: ବିଦ୍ୟାଳୟରେ ଉତ୍ତେଜନା

ଖଇରା, ୨୬।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଆମ୍ବହତା କେନାଲରେ ବୁଡ଼ି ଶୁକ୍ରବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରଟିଣା ନୋଡ଼ାଲ...

ଔପଦାରୁ ଚୋରି ଟ୍ରାକ୍ଟର ଯଶିପୁରରୁ ଉଦ୍ଧାର: ୪ ଜିଲାକୁ ଲମ୍ବିଛି ର଼୍ୟାକେଟ

ଔପଦା, ୫।୧୨-ବାଲେଶ୍ୱର ଜିଲା ଔପଦା ଥାନାରୁ ୧୪ ମାସ ତଳେ ଚୋରି ହୋଇଥିବା ଏକ ଟ୍ରାକ୍ଟରକୁ ଔପଦା ପୋଲିସ ମୟୂରଭଞ୍ଜ ଜିଲାର ଯଶିପୁର ଥାନା ଟଙ୍ଗାବିଲା...

ଅବ୍ୟବସ୍ଥାରେ ପୁରାତନ ଶିକ୍ଷାନୁଷ୍ଠାନ

ବାସୁଦେବପୁର, ୧୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁରର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଅଟଳ ବିହାରୀ ହାଇସ୍କୁଲ ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏହାର ଶୈକ୍ଷିକ ବାତାବରଣ ଦିନକୁ...

Leave a comment

Your email address will not be published. Required fields are marked *