ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ପରଲୋକ

ବରଗଡ଼ ଅଫିସ/ସୋହେଲା,୧୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲା ବ୍ଲକ ପାଣିମୋରା ଗ୍ରାମର ସ୍ବାଧୀନତା ସଂଗ୍ରାମୀ ଦୟାନିଧି ନାୟକଙ୍କ ଶନିବାର ସକାଳେ ପରଲୋକ ଘଟିଛି। ସେ ସକାଳୁ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବେଳେ ତାଙ୍କୁ ବରଗଡ଼ ସହର ଉପକଣ୍ଠ ଏକ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସ୍ବାଧୀନତା ଦିବସକୁ ଆଉ ମାତ୍ର ୫ଦିନ ଥିବାବେଳେ ଦୟାନିଧିଙ୍କୁ ହରାଇଥିବା ଯୋଗୁ ବରଗଡ଼ ଜିଲାବାସୀ ଶୋକପ୍ରକାଶ କରିଛନ୍ତି।


All Right Reserved By

ରାସ୍ତାରେ ଜଳ ପ୍ରବାହ, ଭାଙ୍ଗିଲା କଲଭର୍ଟ

ବନ୍ତ, ୧୩ା୬ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନ ତ୍ରିକୋଣା-ପଡ଼ିଆପଡ଼ା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କରେ ଅତ୍ୟଧିକ ଜଳ ପ୍ରବାହ ଯୋଗୁ...

୧୪ ମାସ ହେଲା ଛାତ୍ରୀ ନିବାସରେ ତାଲା

ବସ୍ତା,୨୦।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ଜାମଶୂଳୀ  ବ୍ଲକ ଜାମଶୂଳୀସ୍ଥିତ ଲକ୍ଷ୍ମୀନାରାୟଣ ମହାବିଦ୍ୟାଳୟର ଏକମାତ୍ର ଛାତ୍ରୀନିବାସ ୧୪ ମାସ ହେଲା ବନ୍ଦ ରହିଛି। କଲେଜ କର୍ତ୍ତୃପକ୍ଷ ଛାତ୍ରୀନିବାସ ଆନୁଷଙ୍ଗିକ...

ପ୍ରଥମ ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ବିଜେଡି ଶାସନର ପଞ୍ଚମ ପାଳି ଆରମ୍ଭ ହୋଇଛି। ନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଶୋଇଥିବା ବେଳେ କାମୁଡ଼ିଲା ସାପ, ନାବାଳିକା ମୃତ

ଝରିଗାଁ, ୨।୬(ସ୍ବ.ପ୍ର.)- ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଚଚା ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସାପ କାମୁଡ଼ାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ...

ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ ହେଲା କଳ୍ପନାଙ୍କ ସ୍ମୃତି

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇଛି ପର୍ବତାରୋହୀ ତଥା ଏଭରେଷ୍ଟ ବିଜୟିନୀ ସ୍ବର୍ଗତା କଳ୍ପନା ଦାସଙ୍କ ସ୍ମୃତି। ୨୦୦୮ରେ କଳ୍ପନା ଏଭରେଷ୍ଟ ଚଢିଥିବାବେଳେ ଯେଉଁ ପୋଷାକ...

ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ

ଲଇକେରା, ୧୪ା୯ (ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପୂର୍ତ୍ତ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଲଇକେରା ପୂର୍ତ୍ତ ବିଭାଗ ତରଫରୁ ଏକ ପ୍ଲାଷ୍ଟିକ୍‌ ବର୍ଜନ ସଚେତନତା କାର୍ଯ୍ୟକ୍ରମ...

ବନ୍ୟା ପ୍ରଭାବ : ଶକ୍ତି ଉତ୍ପାଦନ ପ୍ରଭାବିତ, ଦୈନିକ ୧୬ କୋଟି ବ୍ୟୟରେ କିଣାଯାଉଛି ୯୦୦ ମେଗାୱାଟ୍‌ ବିଜୁଳି

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟରେ ବିଭିନ୍ନ ପ୍ରାନ୍ତରେ ଲଗାଣ ବର୍ଷା ଯୋଗୁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ତେଣୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ ପ୍ରଭାବିତ...

ବରାହ, ନୃସିଂହ ବେଶରେ ଶ୍ରୀଜୀଉ

ନୀଳଗିରି, ୯।୭(ଡି.ଏନ.ଏ.)-ନୀଳଗିରିସ୍ଥିତ ମାଉସୀମା’ ମନ୍ଦିରରେ ବିଜେ ଶ୍ରୀଜୀଉ ମଙ୍ଗଳବାର ବରାହ ଓ ନୃସିଂହ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରାରେ ଭକ୍ତଙ୍କ ଗହଳରେ ରଥରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *