ଯୁବକଙ୍କ ଗୁପ୍ତାଙ୍ଗ ସହ ବେକ କାଟି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ସଜନାଗଡ଼,୧୦।୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ନୀଳଗିରି ଥାନା ଜାମୁଢିଆ ପଞ୍ଚାୟତ କେସୁରା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ବେକ ଓ ଗୁପ୍ତାଙ୍ଗ କାଟି ହତ୍ୟା କରାଯାଇଛି। ମୃତକ ହେଲେ ବିଜୟ କୁମାର ସିଂ(୪୦)। ଝିଆରୀର ଜନ୍ମଦିନରେ ଯୋଗଦେବାକୁ ଘର ଲୋକେ ଯାଇଥିବା ବେଳେ ବିଜୟ ଘରେ ଏକା ଥିଲେ। ଏହାର ସୁଯୋଗ ନେଇ କେତେଜଣ ଦୁର୍ବୃତ୍ତ ଘରେ ପଶି ଏଭଳି କାଣ୍ଡ ଘଟାଇଥିବା ପୋଲିସ ସନ୍ଦେହ କରୁଛି।
ସୂଚନାଯୋଗ୍ୟ, ଶନିବାର ସକାଳେ ମୃତଦେହ ପଡ଼ିଥିବା ଦେଖି ପଡ଼ୋଶୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ବେଳେ ହତ୍ୟାକାଣ୍ଡର କାରଣ ଏଯାବତ୍‌ ସ୍ପଷ୍ଟ ହୋଇନାହିଁ।


All Right Reserved By Dharitri.Com

ଭାଜପା ସଙ୍ଗଠକଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ବମକେଇ ପଞ୍ଚାୟତରେ ପୁଣି ରାଜନୈତିକ ହିଂସା ଘଟିଛି। ଭାଜପାର ସଙ୍ଗଠକ ଟୁନା ପ୍ରଧାନଙ୍କୁ ୩ ଜଣ ଯୁବକ ଆକ୍ରମଣ କରିଛନ୍ତି। ଚାଷଜମିରେ କାମ...

ପୁସ୍ତକ ବିନା ମାନବ ସମାଜର ବିକାଶ ଅସମ୍ଭବ

ଭୁବନେଶ୍ୱର, ୮ା୧୨(ବ୍ୟୁରୋ) ପୁସ୍ତକ ପୂର୍ବରୁ ଥିଲା, ବର୍ତ୍ତମାନ ରହିଛି ଏବଂ ଭବିଷ୍ୟତରେ ରହିବ। ଏବେ ଆମେ ପେପରଲେସ୍‌ନେସ୍‌ ବା କାଗଜହୀନତା ଆଡକୁ ଗତି କରୁଛେ। ଯେଉଁ...

ଚିଟ୍‌ଫଣ୍ଡ ଠକେଇ ମାମଲା ଶାଖା ପରିଚାଳକଙ୍କୁ ଜେଲ୍‌, ଜରିମାନା

କଟକ ଅଫିସ,୨୪ା୧୨- ଜଗତ୍‌ସିଂହପୁର ଜିଲା ରଘୁନାଥପୁରଠାରେ ଥିବା ମାଇକ୍ରୋ ଫାଇନାନ୍ସ କ୍ରେଡିଟ କୋଅପରେଟିଭ ଲିମିଟେଡ୍‌ର ଶାଖା ପରିଚାଳକ ଅମୂଲ୍ୟ ମହାନ୍ତିଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ...

 ୮୦ ବର୍ଷୀୟା ମହିଳାଙ୍କୁୁ ମିଳୁନି ଭତ୍ତା 

ବଡ଼ସାହି,୫ା୨(ସ୍ବ.ପ୍ର)-୩୦ ବର୍ଷ ତଳେ ସ୍ବାମୀ ଆର ପାରିକୁ ଚାଲି ଗଲେଣି। ବୟସ  ୮୦ ଛୁଇଁଲାଣି ା ଅଣ୍ଟାରେ ବଳ ନ ଥିବା ବେଳେ ଚାଲିବାକୁ ଅକ୍ଷମ...

ଅପରେଶନ ପରୀ: ୨ ନାବାଳିକା ଉଦ୍ଧାର

ପାରାଦୀପ,୧ା୮(ସ୍ବ.ପ୍ର.): ଅପରେଶନ ପରୀ ମାଧ୍ୟମରେ ପାରାଦୀପ ଆଦର୍ଶ ଥାନା ଓ ଅଭୟଚାନ୍ଦପୁର ଥାନା ଅଞ୍ଚଳରୁ ପୋଲିସ ୨ ନାବାଳିକାଙ୍କୁ ଉଦ୍ଧାର କରିଛି। ଏଥିସହିତ ସେମାନଙ୍କୁ ଅପହରଣ...

ବନ୍ଧ ପୁନରୁଦ୍ଧାର ନେଇ ଦୁଇଗୋଷ୍ଠୀ ମୁହାଁମୁହିଁ

ଧରାକୋଟ,୨୫ା୭(ଡି.ଏନ.ଏ.)- ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତ ଜଗନ୍ନାଥପୁର ଶାସନ ଗ୍ରାମର ରଙ୍କିବନ୍ଧ ପୁନରୁଦ୍ଧାର କାର୍ଯ୍ୟକୁ ନେଇ ଗ୍ରାମର ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଗତ ମଙ୍ଗଳବାର ଗଁ।ର...

ପୁରୁଣା ବ୍ରାହ୍ମଣୀ ସେତୁରେ ମାଟିବାଲି ଆସ୍ତରଣ, ଯାତାୟାତ ବାଧାପ୍ରାପ୍ତ

ରସୁଲପୁର,୧୫।୩(ଡିଏନଏ): ରସୁଲପୁର ବ୍ଲକ ବାରବାଟୀ ସୀମା ସଂଲଗ୍ନ ବ୍ରାହ୍ମଣୀ ନଦୀ ଉପରିସ୍ଥ ପୁରୁଣା ବ୍ରାହ୍ମଣୀ ପୋଲ ଉପରେ ବାଲିମାଟିର ଆସ୍ତରଣ ଜମିଛି। ଏହି ପୋଲର ଉଭୟ...

ହୀରାକୁଦରେ ପକ୍ଷୀ ଗଣନା: ୨୧ ଟିମ୍‌ ସାମିଲ

ସମ୍ବଲପୁର, ୭।୧(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ଗଣନା ମଙ୍ଗଳବାର ଆରମ୍ଭ ହୋଇଛି। ହୀରାକୁଦ ୱାଇଲ୍ଡ ଲାଇଫ୍‌ ବିଭାଗ ନେତୃତ୍ୱରେ ବନ ବିଭାଗ ଅଧିକାରୀ ଓ...

Leave a comment

Your email address will not be published. Required fields are marked *