ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ବାଳିକା ବିଭାଗରେ ଦେସ୍ନା, ବାଳକରେ ଆୟୁଷ ଫାଇନାଲକୁ ପ୍ରବେଶ

ବଅଁରପାଳ,୧୦।୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ୟୁନାଇଟେଡ ବ୍ୟାଡମିଣ୍ଟନ ଆସୋସିଏଶନ ପକ୍ଷରୁ ନାଲ୍‌କୋ ବ୍ୟାଡମିଣ୍ଟନ ହଲ୍‌ରେ ଆଯୋଜିତ ଜିଲାସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ଶନିବାର ଫାଇନାଲ ଦିବସ। ତେବେ ଏଥିରେ ତାଳଚେର, ଅନୁଗୋଳ, ନାଲ୍‌କୋ ଏନ୍‌ଟିପିସି ଟିପିସିପିଏସ୍‌ ଆଦି ଅଞ୍ଚଳର ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଛନ୍ତି। ବାଳିକା ବିଭାଗରେ ଦେସ୍ନା ଜୈନ ଓ ବାଳକ ବିଭାଗରେ ଆୟୁଷ ଦାସ ଫାଇନାଲକୁ ଯାଇଛନ୍ତି।


All Right Reserved By Dharitri.Com

୧୩ ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର, ୪୩୫ ଶଯ୍ୟା ପ୍ରସ୍ତୁତ

ଗୁଡଭେଲା,୨୨ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ୧୩ଟି ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଥିବା...

ଶ୍ୱଶୁରଘରୁ ଫେରୁଥିବା ବେଳେ ଦୁର୍ଘଟଣା: ଜ୍ୱାଇଁଙ୍କ ଜୀବନଗଲା

ପଦ୍ମପୁର,୧୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ମନ୍ଦାରଇ ଧାମରା ରାସ୍ତାରେ ବାଇକ୍‌ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ (ଇଚ୍ଛାପୁର) ବ୍ରହ୍ମପୁର...

କଳାହାଣ୍ଡି ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ଏକତା ମଞ୍ଚର ବିକ୍ଷୋଭ

ଭବାନୀପାଟଣା,୨୯।୮(ଡି.ଏନ.ଏ.): କଳାହାଣ୍ଡି ବିଦ୍ୟୁତ୍‌ ଶ୍ରମିକ କର୍ମଚାରୀ ଏକତା ମଞ୍ଚ ପକ୍ଷରୁ ବିଭିନ୍ନ ଦାବି ନେଇ ସ୍ଥାନୀୟ ୱେସ୍କୋ ଅଧୀକ୍ଷଣ ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ...

ଗଣିତରେ କପି କରି ଧରାପଡ଼ିଲେ ୬ ପରୀକ୍ଷାର୍ଥୀ

ହାଟଡିହୀ,୨୬।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଚଳିତବର୍ଷ ୧୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଚାଲୁରହିଛି। ବୁଧବାର ଗଣିତ ପରୀକ୍ଷାରେ କପି କରି କେନ୍ଦୁଝର ଓ ବାଲେଶ୍ୱର...

ବେନାମୀ କୃଷିଋଣରେ ଅର୍ଥ ଆତ୍ମସାତ୍‌ ଅଭିଯୋଗ : ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଭବାନୀପାଟଣା,୧୫ା୬(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ଉକତ୍ଳ ଗ୍ରାମୀଣ ବ୍ୟାଙ୍କ ବୋର୍ଡା ଶାଖାରେ ବ୍ୟାଙ୍କ କର୍ମଚାରୀ ଓ ଦଲାଲ ମିଶି ଚାଷୀଙ୍କ...

କ୍ୟାମ୍ପସ ସଫେଇ କରୁଛନ୍ତି ଅଧ୍ୟାପିକା ଅଧ୍ୟାପକ

ତିହିଡ଼ି,୭ା୮(ଡି.ଏନ.ଏ.)-ଅଧ୍ୟାପିକା ଅଧ୍ୟାପକମାନେ କ୍ୟାମ୍ପସରେ ଉପସ୍ଥିତ ରହି ଅବସର ସମୟରେ ଗବେଷଣା କାର୍ଯ୍ୟ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭଦ୍ରକ ଜିଲା ତିହିଡ଼ି ବ୍ଲକ ପାଳିଆବିନ୍ଧାସ୍ଥିତ ବିରଞ୍ଚତ୍ନାରାୟଣ...

୧୫ ଘଣ୍ଟା ପରେ ଜୁସ୍‌ ପିଇ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ

ବାଲେଶ୍ୱର ଅଫିସ/ସଜନାଗଡ଼, ୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦ ଘଟଣାକୁ ନେଇ ତହସିଲଦାରଙ୍କ ସହ ଯୁକ୍ତିତର୍କ ପରେ...

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ମହିଳା, ଉଦ୍ଧାର କଲେ ଲାଇଫ୍‌ ଗାର୍ଡ

ପୁରୀ ଅଫିସ,୧୦।୧୦: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଗୁରୁବାର ଜଣେ ମହିଳା ଭାସି ଯାଇଥିଲେ। ତେବେ ବେଳାଭୂମିରେ ଉପସ୍ଥିତ ଲାଇଫ୍‌ ଗାର୍ଡ ତାଙ୍କୁ ଉଦ୍ଧାର କରିଛନ୍ତି।...

Leave a comment

Your email address will not be published. Required fields are marked *