ଅପହୃତା ଯୁବତୀ ଉଦ୍ଧାର: ଅପହରଣକାରୀ ଗିରଫ

ଦିଗପହଣ୍ଡି,୧୦।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ଅପହୃତା ଯୁବତୀଙ୍କୁ କେ. ନୂଆଗାଁ ପୋଲିସ ଉଦ୍ଧାର କରିଛି। ଅପହରଣକାରୀ ଯୁବକଙ୍କୁ ପୋଲିସ ଥାନାରେ ରଖି ପଚରାଉଚରା କରୁଛି।
ସୂଚନାଯୋଗ୍ୟ, ଜାନୁୟାରୀ ୫ ତାରିଖରେ ଯୁବତୀଙ୍କ ବାପା ଝିଅଙ୍କୁ ଅପହରଣ କରାଯାଇଥିବା ନେଇ କେ. ନୂଆଗାଁ ଥାନାରେ ମାମଲା ନଂ. ୪/୧୯ ରେ ଅଭିଯୋଗ କରିଥିଲେ। ଏ ନେଇ ଶୁକ୍ରବାର ସନ୍ଧ୍ୟାରେ ଯାଜପୁର ରୋଡ଼ ସହର ବସ୍‌ଷ୍ଟାଣ୍ଡ ଅଞ୍ଚଳରୁ ଯୁବତୀଙ୍କୁ ଉଦ୍ଧାର କରାଯିବା ସହ ଅପହରଣକାରୀ ଯୁବକଙ୍କୁ ପୋଲିସ ଗିରଫ କରିଥିଲା।


All Right Reserved By Dharitri.Com

କେନ୍ଦୁଝର ଲୋକ ସଭାରେ ଭାଜପା ଆଗୁଆ

କେନ୍ଦୁଝର ଅଫିସ,୨୩।୫: କେନ୍ଦୁଝର ଲୋକ ସଭା ଆସନରେ ଭାଜପାର ଅନନ୍ତ ନାୟକ ପ୍ରଥମ ରାଉଣ୍ଡ ଗଣତିରେ ୨୨୮ ଭୋଟରେ ଆଗୁଆ ରହିଛନ୍ତି। କେନ୍ଦୁଝର ସଦର ବିଧାନସଭା...

କରୋନା ମୁକାବିଲା ଲାଗି ଆଇସିଡିଏସର ସହାୟତା

ଲୋଇସିଂହା, ୯।୫(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହା ସମନ୍ବିତ ଶିଶୁବିକାଶ ପ୍ରକଳ୍ପ କାର୍ଯ୍ୟାଳୟରେ କାର୍ଯ୍ୟରତ ସିଡିପିଓ, ସୁପରଭାଇଜର, ବ୍ଲକର ସମସ୍ତ ଅଙ୍ଗନମ୍ବାଡି କର୍ମୀ, ସହାୟିକା ଓ ମହିଳା ସ୍ବାୟଂସହାୟିକା...

ଏସ୍‌ୟୁସିଆଇର ଟ୍ରମ୍ପଙ୍କ କୁଶପୁତ୍ତଳିକା ଦାହ, ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୫ା୨-ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତକୁ ବିରୋଧ କରିଛି ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ା ସୋମବାର ଏନେଇ ବ୍ରହ୍ମପୁର କମାପଲ୍ଲୀ ଛକରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଗଞ୍ଜାମ...

ଦୁଇ ମହିଳା ଏସ୍‌ଆଇଙ୍କୁ ମାଡ଼, ଦୁଇ ଯୁବକ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ରାଜମହଲ ଛକରେ ଖାରବେଳନଗର ଥାନାର ଦୁଇଜଣ ମହିଳା ଏସ୍‌ଆଇଙ୍କୁ ୩ଜଣ ଯୁବକ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିଛନ୍ତି।...

ମିଥ୍ୟା ମାମଲାରେ ପୁଅକୁ ଫସାଇବା ଉଦ୍ୟମ: ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ମା’

ବ୍ରହ୍ମପୁର ଅଫିସ,୧୨।୨: ପୁଅକୁ ମିଥ୍ୟା ମାମଲାରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ପ୍ରତିବାଦରେ ବୁଧବାର ଏସ୍‌ପିଙ୍କୁ ଭେଟିବାକୁ ଆସି ଜଣେ ମା’ ଦେହରେ କିରୋସିନ...

ବାଳାଶ୍ରମରୁ ନାବାଳିକା ଫେରାର ଘଟଣା: ଶିଶୁ ମଙ୍ଗଳ କମିଶନ ସଦସ୍ୟ ସଚିବଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ୍‌,୧୦ା୧- ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାକୁ ୭୨ ଘଣ୍ଟା ବିତିଥିଲେ ସୁଦ୍ଧା ଅଦ୍ୟାବିଧି ୯ ଜଣଙ୍କୁ ଉଦ୍ଧାର କରାଯାଇପାରିନାହିଁ।...

ଓଳିଏ ଖାଇଲେ ଓଳିଏ ଉପାସ

ନୀଳଗିରି, ୧୩।୩(ଡି.ଏନ.ଏ.)-ସର୍ବହରା ଲୋକଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରିଥିଲେ ହେଁ ତାହା ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବା ଜଣାପଡିଛି। ନୀଳଗିରି ଏନଏସିର...

ଲଘୁଚାପ ବର୍ଷାରେ ଖଇରା ଉବୁଟୁବୁ

ଖଇରା, ୧୪।୮(ଡି.ଏନ.ଏ.)-୨ଦିନ ଧରି ଲଗାଣ ବର୍ଷାରେ ବାଲେଶ୍ୱର ଜିଲା ଖଇରା ବ୍ଲକର ଦେଇ ଯାଇଥିବା ବିଭିନ୍ନ ନଦୀ ଓ ନାଳ ଉଛୁଳି ପଡିଛି ା ଏହି...

Leave a comment

Your email address will not be published. Required fields are marked *