ଗାଜା ସୀମାରେ ୪ ପାଲେଷ୍ଟାଇନ୍‌ ଆତଙ୍କବାଦୀଙ୍କୁ ହତ୍ୟା କଲେ ଇସ୍ରାଏଲ୍‌ ସୈନ୍ୟ

ଜେରୁଜେଲମ୍‌,୧୦।୮:ଗାଜା ସୀମାରେ ୪ ପାଲେଷ୍ଟାଇନ୍‌ ଆତଙ୍କବାଦୀଙ୍କୁ ଇସ୍ରାଏଲ୍‌ ସୈନ୍ୟ ହତ୍ୟା କରିଛନ୍ତି। ଆତଙ୍କବାଦୀମାନଙ୍କ ମଧ୍ୟରୁ ଜଣେ ଇସ୍ରାଏଲ୍‌ ସୈନ୍ୟ ବାହିନୀ ଶିବିର ଉପରକୁ ଗ୍ରେନେଡ୍‌ ମାଡ଼ କରିଥିଲେ। ଏହାର ଜବାବରେ ଇସ୍ରାଏଲ୍‌ ସୈନ୍ୟଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସୂଚନାଯୋଗ୍ୟ, ୨୦୧୮ଠାରୁ ଏଠାରେ ଇସ୍ରାଏଲ୍‌ ଏବଂ ପାଲେଷ୍ଟାଇନ୍‌ ଗୋଷ୍ଠୀ ମଧ୍ୟରେ ଲଗାତାର ହଂସାକାଣ୍ଡ ଜାରି ରହିଛି।


All Right Reserved By Dharitri.Com

ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ ଯୋଗୁ ଚାକିରି ହରାଉଛନ୍ତି ଶହେ: ସୃଷ୍ଟି ହେଉଛି ମାତ୍ର ୧୦ ନିଯୁକ୍ତି ସୁଯୋଗ

ଓ୍ବାଶିଂଟନ,୩।୧୦: ପ୍ରତିଟି କ୍ଷେତ୍ରରେ ଏବେ ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ର ପ୍ରଭାବ ଦେଖିବାକୁ ମିଳୁଛି। ଏହା ଯୋଗୁ ସ୍ବାସ୍ଥ୍ୟ ସେବା, ଆର୍ଥିକ କ୍ଷେତ୍ର, ଅନ୍‌ଲାଇନ୍‌ ଶପିଂ ସମେତ ବହୁ...

୩୯ ମୃତକ ଚାଇନା ନାଗରିକ

ଲଣ୍ଡନ,୨୫-୧୦:ବ୍ରିଟେନରେ ଏକ ଟ୍ରକ୍‌ କଣ୍ଟେନରରୁ ୩୯ ମୃତଦେହ ଜବତ ହୋଇଥିଲା। ମୃତକମାନେ ଚାଇନା ନାଗରିକ ବୋଲି ବ୍ରିଟିଶ ଗଣମାଧ୍ୟମ ପ୍ରକାଶ କରିଛି। ତେବେ ଏନେଇ ସ୍ଥାନୀୟ...

ପାକିସ୍ତାନରେ ୧୩ ବର୍ଷର ହିନ୍ଦୁ ଯୁବତୀଙ୍କୁ ମଦ ପିଆଇ ବଳାତ୍କାର

ଇସଲାମାବାଦ,୯।୬: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଜଣେ ୧୩ ବର୍ଷ ବୟସ ଯୁବତୀଙ୍କୁ ଜୋର ଜବରଦସ୍ତ ମଦ ପିଆଇ ବଳାତ୍କାର କରିଥିବା ଅଭିଯୋଗ ସାମ୍ନାକୁ ଆସିଛି। ଡନ୍‌...

ବିକ୍ରମକୁ ପାଇଲାନି ନାସା, ଚେଷ୍ଟା ଜାରି ରଖିବ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୭।୯: ମିଶନ ଚନ୍ଦ୍ରଯାନ-୨ରେ ଇସ୍ରୋ ପକ୍ଷରୁ ଚନ୍ଦ୍ରକୁ ପଠାଯାଇଥିବା ଲ୍ୟାଣ୍ଡର ବିକ୍ରମକୁ ଖୋଜି ପାଇଲାନି ଆମେରିକୀୟ ମହାକାଶ ସଂସ୍ଥା ନାସା। ବିକ୍ରମକୁ ଖୋଜିବା ପାଇଁ ଅକ୍ଟୋବରରେ...

ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ...

ଆତଙ୍କବାଦୀଙ୍କୁ ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍‌ଙ୍କ ପରାମର୍ଶ

ଇସଲାମାବାଦ୍‌,୧୯।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଆତଙ୍କବାଦୀଙ୍କୁ ପରାମର୍ଶ ଦେଇଛନ୍ତି। ଭାରତୀୟ ସେନାଙ୍କଠାରୁ ସତର୍କ ରହିବାକୁ ଇମ୍ରାନ୍‌ କହିଛନ୍ତି। ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ତୋରଖାମ୍‌ ଟର୍ମିନାଲର ଲୋକାର୍ପଣ...

ଏଫ୍‌ଏଟିଏଫ୍‌ରେ ଏକଘରିକିଆ ହେବ ପାକ୍‌

ପ୍ୟାରିସ୍‌,୧୫ା୧୦(ପି.ଟି.): ଅନ୍ତର୍ଜାତୀୟ ଆତଙ୍କବାଦକୁ ପାଣ୍ଠି ଯୋଗାଣ ଉପରେ କଡ଼ା ନଜର ରଖିଥିବା ସଂସ୍ଥା ଫାଇନାନ୍ସିଆଲ ଆକ୍ସନ୍‌ ଟାସ୍କଫୋର୍ସ (ଏଫ୍‌ଏଟିଏଫ୍‌) ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ...

୨୩ଥର ମାଉଣ୍ଟ ଏଭରେଷ୍ଟ ଚଢି ବିଶ୍ୱ ରେକର୍ଡ ହାସଲ କଲେ ଏହି ବ୍ୟକ୍ତି

କାଠମାଣ୍ଡୁ, ୧୫।୫: ୨୩ଥର ମାଉଣ୍ଟ ଏଭରେଷ୍ଟ ଚଢି ବିଶ୍ୱ ରେକର୍ଡ ହାସଲ କରିଛନ୍ତି ନେପାଳର ୪୯ବର୍ଷୀୟ କାମି ରୀତା ଶେରପ୍ପା। ବୁଧବାର ସକାଳ ୭.୫୦ରେ ଏଭରେଷ୍ଟର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *