ବରଗଡ଼ରେ ୫୯୫ ବୋତଲ କଫ ସିରଫ ଜବତ, ୨ ଗିରଫ

ବରଗଡ଼, ୧୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଧୀନରେ ଥିବା ଭୁକ୍ତା ତଲିପଡାସ୍ଥିତ ବିନୋଦ ଡୁଙ୍ଗୁରିଙ୍କ ପୁରୁଣା ଘରେ ବିପୁଳ ପରିମାଣର ବେଆଇନ କଫ ସିରଫ ଗଚ୍ଛିତ ରଖିଥିବା ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଭୁକ୍ତା ତଲିପଡାର ବିନୋଦ ଡୁଙ୍ଗୁରି ଓ ନାରଙ୍ଗପୁର ଗ୍ରାମର ଅଜିତ ନାୟକ। ଚଢ଼ାଉ ସମୟରେ ୫୯୫ବୋତଲ କଫ ସିରଫ ଜବତ ହୋଇଛି। ସେମାନେ ବ୍ୟବହାର କରିଥିବା ୨ମୋଟର ସାଇକେଲ, ୨ମୋବାଇଲକୁ ମଧ୍ୟ ପୋଲିସ ଜବତ କରିଛି । ଏ ନେଇ ଅମ୍ବାଭୋନା ଥାନାରେ ଏକ ମାମଲା (ନଂ-୪୬/୨୦୨୫) ରୁଜୁ କରି ପୋଲିସ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri