CORONAVIRUS UPDATE: ଆଜି ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ମୋଟ ସଂଖ୍ୟା ୧୩,୧୨୧କୁ ବୃଦ୍ଧି

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ୫୯୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୪ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୨୦୧ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି। ସେଥିରୁ ୮୩୬୦ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୭୭ ଆକ୍ଟିଭ୍‌ କେସ୍‌ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତଥ୍ୟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ମାଳବନ୍ଧର ସୁରକ୍ଷା:ପଥର ପ୍ୟାକିଂରେ ବ୍ୟବହାର ହେଉଛି ଛୋଟ ପଥର; ପ୍ରଥମ ବନ୍ୟାରେ ଭାସିଯିବା ଆଶଙ୍କା

ଖଣ୍ଡପଡା,୪ା୭ (ସ୍ବ.ପ୍ର.): କଣ୍ଟିଲୋ ନୀଳମାଧବ ଜୀଉ ମନ୍ଦିର ପାଦଦେଶରେ ପ୍ରବାହିତ ମହାନଦୀ ଦକ୍ଷିଣପାର୍ଶ୍ୱ ମାଳବନ୍ଧ ବିଭିନ୍ନ ସମୟରେ କ୍ଷତିଗ୍ରସ୍ତ ହେଉଥିବାରୁ ଏହାର ସୁରକ୍ଷା ପାଇଁ ପଦକ୍ଷେପ...

ଝାରସୁଗୁଡା: ଗୋଟିଏ ପରିବାରର ୪ ଜଣଙ୍କୁ କରୋନା

ଝାରସୁଗୁଡା ଅଫିସ,୧୦ା୬-ଝାରସୁଗୁଡାରେ ବୁଧବାର ୫କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତମାନଙ୍କ ମଧ୍ୟରେ ଗୋଟିଏ ପରିବାରର ୪ଜଣ ସଦସ୍ୟ ରହିଛନ୍ତି। ସେମାନେ ଟ୍ରେନ ଯୋଗେ  କୋଲକାତା  ହାଓ୍ବଡାରୁ...

ଫରକ୍‌ ପଡୁନି ଲକ୍‌ଡାଉନ

ବାଉଁଶୁଣୀ, ୧୦।୫: ବୌଦ୍ଧ ବ୍ଲକ ବାଉଁଶୁଣୀ ଅଞ୍ଚଳରେ ଲୋକେ କରୋନା କଟକଣା ମାନୁନାହାନ୍ତି। ସକାଳ ୬ରୁ ୧୨ଟା ଯାଏ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି...

୪୮ ଘଣ୍ଟାରେ ନିର୍ଦ୍ଧାରିତ ସ୍ଥାନରେ ରିପୋର୍ଟ କରିବେ ବଦଳି ସରକାରୀ କର୍ମଚାରୀ, ନଚେତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ମଙ୍ଗଳବାର ମଧ୍ୟରାତ୍ରରୁ ସାରା ଓଡ଼ିଶା ଲକ୍‌ଡାଉନ୍‌ କରିବାକୁ ଘୋଷଣା କରାଯାଇଛି। ୨୯ ମାର୍ଚ୍ଚ ରାତି ୧୨ ଯାଏ ସମସ୍ତ ଜିଲାରେ ଏହା ଜାରି ରହିବ।...

ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ଆଉ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ; ଭୁବନେଶ୍ୱରରୁ ସର୍ବାଧିକ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): କମୁଛି ସଂକ୍ରମଣ ହେଲେ କମୁନି ମୃତ୍ୟୁ ସଂଖ୍ୟା। ରାଜ୍ୟରେ ଆଉ ୧୭ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ବରଗଡ଼ର ୩୩ ବର୍ଷୀୟ ବ୍ୟକ୍ତି,...

ମହାପ୍ରଭୁଙ୍କ ଦର୍ଶନ କଲେ ଡିଜି ସତ୍ୟଜିତ

ପୁରୀ ଅଫିସ, ୩୦।୧୧: ଓଡ଼ିଶା ପୋଲିସ ଡିଜି ସତ୍ୟଜିତ ମହାନ୍ତି ଶନିବାର ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବରୁ ଅନେକ ଥର ଶ୍ରୀମନ୍ଦିରକୁ ଆସି...

ପ୍ରସ୍ଫୁଟିତ ହେଉନି ଚିତ୍ରକଳା ପ୍ରତିଭା

ଆଠମଲ୍ଲିକ,୪ା୧୧ (ଉଦୀପ୍ତ ପୁରୋହିତ): ଚିତ୍ରକଳାରେ ଚମତ୍କାରିତା ପାଇଁ ଅନ୍ତର୍ଜାତୀୟ ସ୍ତରରେ ପରିଚିତ ସହ ଆଠମଲ୍ଲିକକୁ ଗୌରବାନ୍ବିତ କରିଛନ୍ତି ସୁନାମଧନ୍ୟ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆ। ହେଲେ ସେହି...

ରାଜଧାନୀରୁ ଆଉ ୧୨ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୮।୭ (ବନ୍ଦନା ସେଠୀ): ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢି ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଏହି ସଂଖ୍ୟା ଶତକ ପାର୍‌ କରିଛି।...

Advertisement
Archives

Model This Week