Posted inଜାତୀୟ

ଶହ ଶହ ବତକ ଶୃଙ୍ଖଳିତ ଭାବେ ରାସ୍ତା କଲେ ପାର୍‌: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ

ଥିରୁଭାନନ୍ତପୁରମ୍‌,୧୧।୮: କେରଳର ଅଲାପୁଝା ସହରରେ ବତକପଲଙ୍କ ଯୋଗୁ ପ୍ରାୟ ୨୦ରୁ ୨୫ ମିନିଟ ଧରି ରାସ୍ତା ଜାମ୍‌ ହୋଇଯାଇଥିଲା। ଟ୍ରାଫିକ୍‌ ପୋଲିସ ଯାନବାହନଗୁଡ଼ିକୁ ଅଟକାଇ ରଖିଥିଲା। ବତକ ପଲ ରାସ୍ତା ପାର୍‌ ହେବାପରେ ଯାନବାହନଗୁଡ଼ିକ ଗନ୍ତବ୍ୟ ପଥରେ ଯାଇଥିଲା। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଇତିମଧ୍ୟରେ ଏହି ଭିଡ଼ିଓକୁ ୩ ହଜାରରୁ ଅଧିକ ଲାଇକ୍‌ ମିଳିଥିବାବେଳେ ୮ ଶହରୁ ଅଧିକ ଥର ରି-ଟୁଇଟ୍‌ କରାଯାଇଛି। କେତେକ ମଣିଷଙ୍କ ପାଖରେ ଏଭଳି ଅନୁଶାସନ ନ ଥିବା କମେଣ୍ଟ୍‌ ଦେଇଛନ୍ତି। ଶହ ଶହ ବତକ ଶୃଙ୍ଖଳିତ ଭାବେ ରାସ୍ତା ପାର୍‌ ହେଉଥିବା ଏହି ଭିଡ଼ିଓରେ ଦେଖିବାକୁ ମିଳୁଛି। ଏହି ଭିଡ଼ିଓ ୟୁଜରଙ୍କୁ ବେଶ୍‌ ଭାବୁକ ମଧ୍ୟ କରିଛି।


All Right Reserved By Dharitri.Com

ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି,...

ଅନ୍ତର୍ଜାତୀୟ ଯୋଗ ଦିବସରେ ଯବାନଙ୍କ ସହ ଯୋଗ କଲା ଡଗ୍‌ ସ୍କ୍ବାଡ

ଶ୍ରୀନଗର,୨୧।୬: ଅନ୍ତର୍ଜାତୀୟ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଞ୍ଚିରେ ଜନସାଧାରଣଙ୍କ ସହ ଯୋଗ କରିଛନ୍ତି। ଯୋଗ...

ଏହି କବାଡ଼ି ପ୍ରତିଯୋଗୀତାରେ ପୁରସ୍କାର ମିଳେ କୁକୁଡ଼ା, ମାଛ

କବାଡ଼ି ଖେଳ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଏହା ଗାଁଠରୁ ସହର ସମସ୍ତ ବ୍ୟକ୍ତିଙ୍କୁ ଆକର୍ଷିତ କରିଥାଏ। ହେଲେ ଛତିଶଗଡ଼ ଗରିଆବନ୍ଦ ଜିଲାରେ ଆୟୋଜିତ...

ପର୍ଯ୍ୟଟକଙ୍କ ପସନ୍ଦର ୧୦୦ ସହର: ଟପ୍‌ ୨୦ରେ ଦିଲ୍ଲୀ, ମୁମ୍ବାଇ

ନୂଆଦିଲ୍ଲୀ: କର୍ମମୟ ଜୀବନରେ ସମସ୍ତେ ବ୍ୟସ୍ତ ରହୁଥିବା ବେଳେ ଅଫିସ ବା ଘର କାମରୁ କିଛି ସମୟ ବାହାର କରି ଲୋକମାନେ ଟିକେ ବୁଲି ଆସିବାକୁ...

ଗୁରମିତ୍‌ ରାମରହିମଙ୍କ ସମର୍ଥନରେ ବାହାରିଲେ ହରିୟାଣା ସରକାର

ଚଣ୍ଡିଗଡ, ୨୬।୬:ବଳାତ୍କାର ମାମଲାରେ ଜେଲଦଣ୍ଡ ଭୋଗୁଥିବା ରାମ ରହିମ ୪୨ ଦିନ ପାରୋଲରେ ଯିବା ପାଇଁ ଆବେଦନ କରିବା ପରେ ହରିୟାଣାରେ ରାଜନୈତିକ ପାଣିପାଗ ଉଷ୍ମ...

ଯାତ୍ରୀଙ୍କଠାରୁ ଅଧିକ ଅଟୋଭଡା ନେବାରୁ କଟିଲା ୮ଲକ୍ଷ ଟଙ୍କାର ଚାଲାଣ

ବେଙ୍ଗାଲୁରୁ,୫।୧୨: ନୂଆ ମୋଟର ଯାନ ନିୟମ ଲାଗୁ ହେବା ପରଠାରୁ ଲୋକେ ଏକ ପ୍ରକାର ସଜାଗ ହେଇଯାଇଛନ୍ତି ବୋଲି କୁହାଯାଉଛି। ହେଲେ କେତେଜଣ ଲୋକ ଏବେବି...

ମୋଦିଙ୍କୁ ଭାବପୂର୍ଣ୍ଣ ପତ୍ର ଲେଖିଲେ ସ୍ବାତୀ

ନୂଆଦିଲ୍ଲୀ,୧୪।୧୨: ମହିଳା ସୁରକ୍ଷାକୁ ନେଇ ଆଜିକୁ ୧୨ ଦିନ ହେବ ଆମରଣ ଅନଶନରେ ବସିଥିବା ଦିଲ୍ଲୀ ମହିଳା ଆୟୋଗର ମୁଖ୍ୟ ସ୍ବାତୀ ମାଲଓ୍ବୋଲ ଶନିବାର ପ୍ରଧାନମନ୍ତ୍ରୀ...

ଭାରତରେ ‘ଆଫଗାନ୍‌ ଆକ୍ରମଣ’ ପାଇଁ ଷଡ଼ଯନ୍ତ୍ର ରଚିଛିି ଆଇଏସ୍‌ଆଇ: ଜୈଶ୍‌ ଓ ଲଶ୍କରକୁ କରିଛି ହାତ ବାରିଶି

ନୂଆଦିଲ୍ଲୀ, ୧୧।୮: ଭାରତରେ ସ୍ବାଧୀନତା ଦିବସ ପୂର୍ବରୁ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଆଇଏସ୍‌ଆଇ ‘ଆଫଗାନ୍‌...

Leave a comment

Your email address will not be published. Required fields are marked *